କନ୍ଧମାଳ

ଉପଖଣ୍ଡସ୍ତରୀୟ ଉତ୍କଳ ଦିବସ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ

ବାଲିଗୁଡ଼ା,୨୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): ୧୯୩୬ ଅପ୍ରିଲ ୧ ତାରିଖ ଦିନ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା। ଉକ୍ତ ଦିବସକୁ ଉତ୍କଳ ଦିବସ ଭାବେ ଓଡ଼ିଶାର ପୁରପଲ୍ଲୀରେ ପ୍ରତିବର୍ଷ ପାଳନ କରାଯାଉଛି। ଚଳିତ ବର୍ଷ କିପରି ଧୂମ୍‌ଧାମରେ ଉତ୍କଳ ଦିବସ...

ଶଙ୍କରଙ୍କ ଦର୍ଶନ ପାଇଁ ଚାରିଧାମ ସାଇକେଲ ଯାତ୍ରାରେ ବାହାରିଲେ ଯୁବକ ଶଙ୍କର

ଦାରିଙ୍ଗବାଡ଼ି,୨୪ା୩(ଅରୁଣ ସାହୁ): ଶଙ୍କରଙ୍କ ଦର୍ଶନ ପାଇଁ ଶଙ୍କର ବାହାରିଛନ୍ତି ସେ ବି ସାଇକଲରେ। ଏଭଳି ଘଟଣା ଦେଖିବାକୁ ମିଳିଛି ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଲୋହରା ସାହିରେ। ଉକ୍ତ ସାହିର ବୈକୁଣ୍ଠନାଥ ସାହୁଙ୍କ ୨୩...

ବର୍ଷା ପାଣିରେ ଉବୁଟୁବୁ ମାର୍କେଟ

ଜି.ଉଦୟଗିରି,୨୨ା୩ (ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଅଦିନିଆ ବର୍ଷା ଯୋଗୁ ରାସ୍ତା ଘାଟ ଅବସ୍ଥା ବେହାଲ ହୋଇଥିବା ବେଳେ ଭଞ୍ଜ ମାର୍କେଟ କମ୍ପ୍ଲେକ୍ସ ବର୍ଷା ପାଣିରେ ଉବୁଟୁବୁ ହୋଇଛି। ଡ୍ରେନେଜ ବ୍ୟବସ୍ଥା ଠିକ୍‌ ନ ଥିବା ବେଳେ ବର୍ଷା ଜଳ...

ପୋଲରେ ପିଟିହେଲା ସ୍କୁଟି : ୨ ମୃତ, ୨ ଆହତ

ଜି.ଉଦୟଗିରି,୨୧ା୩(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି କଳିଙ୍ଗା ରାଜ୍ୟ ରାଜପଥ କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ ରାଇପଦା ଛକ ନିକଟ ଏକ ପୋଲରେ ସ୍କୁଟି ପିଟିହୋଇ ଦୁର୍ଘଟଣା ଘଟିଛି। ସୂଚନାନୁସାରେ, କଳିଙ୍ଗା ଡୁଗୁଡ଼ିପାରି ଗ୍ରାମର ବାପି ଚନ୍ଦ୍ର ସାହୁ ଏକ...

ସକାଳୁ ସକାଳୁ ମହୁଲ ଫୁଲ ସଂଗ୍ରହ କରିବାରେ ବ୍ୟସ୍ତ ଲୋକେ

ଖଜୁରୀପଡ଼ା, ୨୧।୩ (ବିଦୁର ବେହେରା): ଆସିଛି ଫଗୁଣ ମାସ ସମସ୍ତଙ୍କ ମନରେ ଆନନ୍ଦ ଉଲ୍ଲାସ ଦେଖାଯାଉଛି। ଏହି ମାସରେ ମହୁଲ ଗଛରେ ମହୁଲ ଫୁଲ ହୋଇ ଝଡି ପଡେ। ଏହି ମହୁଲ ଫୁଲ ସଂଗ୍ରହ କରିବା ପାଇଁ ଆଦିବାସୀ ମନରେ...

୨୬ଘଣ୍ଟା ପରେ ଅନଶନ ଭାଙ୍ଗିଲେ ସମବାୟ ସମିତି ବୋର୍ଡ ସଭ୍ୟାସଭ୍ୟ

ଦାରିଙ୍ଗବାଡ଼ି,୨୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବୃହଦାଗାର ସମବାୟ ସମିତି ଲିଃର ବୋର୍ଡ ସଦସ୍ୟମାନେ ବିଭିନ୍ନ ଦାବି ନେଇ ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ସକାଳଠାରୁ ଅନଶନରେ ବସିଥିଲେ। ତେବେ ଲିଖିତ ପ୍ରତିଶ୍ରୁତି ପାଇବା ପରେ ସଭ୍ୟାସଭ୍ୟମାନେ ୨୬...

ସମବାୟ ସମିତି ବୋର୍ଡ ସଦସ୍ୟଙ୍କ ଆମରଣ ଅନଶନ: ଦାବି ଶୁଣୁନି ପ୍ରଶାସନ

ଦାରିଙ୍ଗବାଡି, ୨୦।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବୃହଦଗାର ସମବାୟ ସମିତି ଲିଃର ବୋର୍ଡ ସଦସ୍ୟ ମାନେ ବିଭିନ୍ନ ଦାବି ନେଇ ସମିତି କାର୍ଯ୍ୟାଳୟ ସମ୍ମୁଖ ରେ ସକାଳ ଠାରୁ ଅନଶନରେ ବସିଛନ୍ତି ବିଳମ୍ବିତ ରାତି ପର୍ଯ୍ୟନ୍ତ...

ପୁଣି ଆମ୍ବଟାକୁଆ ମୃତ୍ୟୁ ପ୍ରସଙ୍ଗ ଉଠାଇଲା କଂଗ୍ରେସ: ମାଣ୍ଡିପଙ୍କାରେ ଜାତୀୟ କଂଗ୍ରେସ କମିଟି ସମ୍ପାଦିକା

ଦାରିଙ୍ଗବାଡି, ୨୦।୩ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ବହୁ ଚର୍ଚ୍ଚିତ ଆମ୍ବ ଟାକୁଆ ଖାଇ ଗତ ନଭେମ୍ବର ରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଲୋକ ଏଥିରେ ଗୁରୁତର...

ହାତପାହାନ୍ତାରେ ମିଳିଲା ସରକାରୀ ସୁବିଧା, ୪୦ରୁ ଊର୍ଦ୍ଧ୍ୱ ଖାଦ୍ୟ ବ୍ୟବସାୟୀଙ୍କ ପଞ୍ଜୀକରଣ କଲା ବିଭାଗ

ବାଲିଗୁଡ଼ା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାରେ ଖାଦ୍ୟ ନିରାପତ୍ତାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ସମସ୍ତ ଖାଦ୍ୟ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଖାଦ୍ୟ ନିରାପତ୍ତାକୁ କିଭଳି ପାଳନ କରିବେ ସେନେଇ ସଚେତନ କରାଯିବା ସହ ସେମାନଙ୍କୁ ଏହି ବ୍ୟବସାୟ କରିବା ପାଇଁ...

ଦୀର୍ଘବର୍ଷ ହେଲା ନିଯୁକ୍ତି ନାହିଁ, ଆମରଣ ଅନଶନରେ ବସିଲେ ସମବାୟ ସମିତି ବୋର୍ଡ ସଦସ୍ୟ

ଦାରିଙ୍ଗବାଡ଼ି,୨୦ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଥିବା ବୃହତ ବହୁମୁଖୀ ସମବାୟ ସମିତି ଲିଃ ସମ୍ମୁଖରେ ଗୁରୁବାର ସକାଳୁ ସମିତିର ବୋର୍ଡ ସଦସ୍ୟମାନେ ଆମରଣ ଅନଶନରେ ବସିଛନ୍ତି। ଉକ୍ତ ସମବାୟ ସମିତି ଅଧୀନରେ ରହିଥିବା ୧୨ଟି ବିକ୍ରୟ କେନ୍ଦ୍ର ରହିଛି।...

ବିଡିଓଙ୍କୁ ଭେଟିଲେ ଭାଜପା କର୍ମକର୍ତ୍ତା

ରାଇକିଆ,୧୯ା୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଭାଜପା ମଣ୍ଡାସର ମଣ୍ଡଳ ତରଫରୁ କର୍ମକର୍ତ୍ତାମାନେ ରାଇକିଆ ନୂତନ ବିଡିଓ ସବ୍ୟସାଚୀ ସାହୁଙ୍କୁ ଭେଟି ସାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି। ଏମ୍‌ପି ପ୍ରତିନିଧି ସନ୍ତୋଷ ଲେଙ୍କାଙ୍କ ନେତୃତ୍ୱରେ ମଣ୍ଡାସର ଅଞ୍ଚଳରେ ଯେପରି ବିକାଶ ମୂଳକ...

ସୁନୀତା ଓ୍ବିଲିୟମଙ୍କ ନାଁରେ ଉତ୍ସର୍ଗ ହେଲା ଓୟୁଜେ ବୈଠକ

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଡୁଲୁରୀ ପାଇନବଣ ପରିସରରେ ବୁଧବାର ଓଡ଼ିଶା ସାମ୍ବାଦିକ ୟୁନିୟନ (ଓୟୁଜେ )ର ସାଧାରଣ ବୈଠକ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୟୁନିୟନର କନ୍ଧମାଳ ଶାଖାର ଜିଲା ସଭାପତି ସୁଜିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri