କନ୍ଧମାଳ

କେନ୍ଦ୍ରୀୟ ଯୁଗ୍ମ ସଚିବଙ୍କ ଦାରିଙ୍ଗବାଡି ଗସ୍ତ: ସମସ୍ୟା ଜଣାଇଲେ ମାଣ୍ଡିଆ ଚାଷୀ-ଏସଏଚଜି ମହିଳା ଗ୍ରୁପ

ଦାରିଙ୍ଗବାଡି,୨୯।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଗୃହ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟର ଯୁଗ୍ମ ସଚିବ ରୁପା ମିଶ୍ର ଗସ୍ତ କରିଥିଲେ। ସେ ଦାରିଙ୍ଗବାଡିର ବିଭିନ୍ନ ପ୍ରକଳ୍ପ ତଥା ପର୍ଯ୍ୟଟନ କ୍ଷେତ୍ର କଫି ବଗିଚା, ଦାସିଙ୍ଗବାଡି ପଞ୍ଚାୟତ ଟେକାଙ୍ଗିଆ ଯାଇ…

ଏଏନ୍‌ଏମ୍‌ଙ୍କୁ ଆକ୍ରମଣ ଘଟଣା: ଜାମିନ ନାମାଞ୍ଜୁର ହେବାରୁ ଜେଲ ଗଲେ…

ଦାରିଙ୍ଗବାଡି, ୨୮ା୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସୋନପୁର ଉପସ୍ବାସ୍ଥ୍ୟକେନ୍ଦ୍ରର ଏଏନ୍‌ଏମ୍‌ ବୁଲିଦେଈ ସାହୁଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଅଟକ ଯୁବକଙ୍କୁ ଦାରିଙ୍ଗବାଡି ପୋଲିସ ଶୁକ୍ରବାର ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ସୋନପୁରର ଗୋବିନ୍ଦ ବେହେରା (୨୬)।…

ଅଗ୍ନି ବିପତ୍ତି ସମ୍ପର୍କିତ ଶିକ୍ଷା ବିଭିନ୍ନ ପ୍ରକାର ନିଆଁକୁ କିପରି ରୋକିବେ…

ଦାରିଙ୍ଗବାଡି,୨୮।୧୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟ ପରିସରରେ ରହିଥିବା ସଭାଗୃହ ମଧ୍ୟରେ ଶୁକ୍ରବାର ଅପରାହ୍ନରେ ବିଭିନ୍ନ ପ୍ରକାର ନିଆଁକୁ ଆୟତ୍ତ ଓ ନିରାପତ୍ତା ତାଲିମ ପ୍ରଦାନ କରାଯାଇଥିଲା ଏଥିରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗର ଅଧିକାରୀ ଧବଳେଶ୍ୱର…

ଏଏନଏମ୍‌ଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତ ଯୁବକ ଗିରଫ, ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କଲେ…

ଦାରିଙ୍ଗବାଡି, ୨୮।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସୋନପୁର ଉପସ୍ବାସ୍ଥ୍ୟକେନ୍ଦ୍ରର ଏଏନଏମ ବୁଲିଦେଇ ସାହୁଙ୍କୁ ମରଣାନ୍ତକ ଆକ୍ରମଣରେ ଅଟକ ରହିଥିବା ଯୁବକଙ୍କୁ ଦାରିଙ୍ଗବାଡି ପୋଲିସ ଗିରଫ କରିଛି। ଗିରଫ ଯୁବକ ସୋନପୁରର ଗୋବିନ୍ଦ ବେହେରା (୨୬)ବୋଲି ତଦନ୍ତକାରୀ ଅଧିକାରୀ…

ଶୀତରେ ଥରୁଛି ଜି.ଉଦୟଗିରି: ଆଜି ସବୁଠୁ ସର୍ବନିମ୍ନ ତାପମାତ୍ରା, ଜାଣନ୍ତୁ କେତେ ରହିଛି…

ଜି.ଉଦୟଗିରି,୨୮।୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ୨/୩ ଦିନ ଶୀତ କମି ଯାଇଥିଲା । ମେଘୁଆ ପାଗ ଶୀତର ପ୍ରକୋପକୁ କିଛି ମାତ୍ରାରେ ଅବରୋଧ କରିଥିଲା। କିନ୍ତୁ ବିଗତ ୪ ଦିନ ହେଲା ଜି.ଉଦୟଗିରିରେ ପାରଦ…

ପ୍ରବଳ ଶୀତରେ ଥରିଲାଣି ଦାରିଙ୍ଗବାଡ଼ି, ଆଜି ତାପମାତ୍ରା ରହିଛି…

ଦାରିଙ୍ଗବାଡ଼ି,୨୮ା୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ପ୍ରବଳ ଶୀତ ଅନୁଭୂତ ହୋଇଛି। ଗତ ୪ ଦିନରେ ୭ ଡିଗ୍ରୀ ତାପମାତ୍ରା ହ୍ରାସ ପାଇଛି। ୧୫ ଡିଗ୍ରୀ ତାପମାତ୍ରାରୁ ଶୁକ୍ରବାର ସକାଳ ସୁଦ୍ଧା ୮. ୫ ଡିଗ୍ରୀରେ ପହଞ୍ଚିଛି।…

ଫୁଟବଲ ଟୁର୍ନାମେଣ୍ଟ ଆରମ୍ଭ: ୮ ଦଳ ମଧ୍ୟରେ ମୁକାବିଲା

ଜି.ଉଦୟଗିରି,୨୭।୧୧(ଚିନ୍ମୟ କୁମାର ସେଠୀ): କଳିଙ୍ଗ ଆଥ୍‌ଲେଟିକ୍ସ ଆସୋସିଏଶନ ଜି.ଉଦୟଗିରି ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଗୁରୁବାର ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଆସୋସିଏଶନ ସଭାପତି ଆଲୋକ ଚନ୍ଦ୍ର ପ୍ରଧାନଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଟୁର୍ନାମେଣ୍ଟର ଉଦ୍‌ଘାଟନୀ ମ୍ୟାଚରେ ସ୍ଥାନୀୟ ଏନ୍‌ଏସି ଉପାଧ୍ୟକ୍ଷ ସନ୍ତୋଷ…

ସଜେଇ ହେଉଛି ହିଲଭିୟୁ ପାର୍କ: ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ମ୍ୟୁଜିକାଲ ଫାଉଣ୍ଟେନ୍‌,ଦେଖନ୍ତୁ ଭିଡିଓ

ଦାରିଙ୍ଗବାଡି, ୨୭।୧୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରର ବିକାଶ କରିବା ପାଇଁ ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ ଅଣ୍ଟା ଭିଡ଼ିଛନ୍ତି। ସେ ପ୍ରଥମେ କଫି ବଗିଚାକୁ ରୁପାନ୍ତର କାର୍ଯ୍ୟ କରି ସୌନ୍ଦର୍ଯ୍ୟକୁ ଦ୍ବିଗୁଣିତ କରିଥିବାବେଳେ ଏନେଇ ସେ ଚର୍ଚ୍ଚାରେ…

ଓଏଫ୍‌ଏସ୍‌ ପରୀକ୍ଷାରେ ୧୨୭ ତମ ସ୍ଥାନ ଅଧିକାର କରି ଅଞ୍ଚଳ ପାଇଁ ଗୌରବ ଆଣିଲେ ନିକେଶ, ଗୋଟିଏ ଥରରେ ପରୀକ୍ଷା ଦେଇ…

ଦାରିଙ୍ଗବାଡି, ୨୭।୧୧ (ଅରୁଣ ସାହୁ):ପ୍ରକାଶ ପାଇଥିବା ଓଏଫ୍‌ଏସ୍‌ ପରୀକ୍ଷାରେ କନ୍ଧମାଳ ଜିଲା ଦାରିଙ୍ଗବାଡିର ନିକେଶ ପ୍ରଧାନ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେ ୧୨୭ ତମ ସ୍ଥାନ ଅଧିକାର କରି ନିଜ ଅଞ୍ଚଳ ଓ ସାରା ରାଜ୍ୟ ପାଇଁ ସୁନାମ ଆଣିଛନ୍ତି ।…

ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ରାଜ୍ୟସ୍ତରୀୟ କରିବା ପାଇଁ ପୁଣି ଉଠିଲା ଦାବି

ଦାରିଙ୍ଗବାଡ଼ି,୨୬ା୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିଠାରେ ଚଳିତ ଶୀତ ମହୋତ୍ସବ ପାଳନ ପାଇଁ ଦ୍ୱିତୀୟଥର ବ୍ଲକ ସଭାଗୃହଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି…

ବାଲ୍ୟ ବିବାହ ରୋକିବାକୁ ଶପଥ ଗ୍ରହଣ

ଦାରିଙ୍ଗବାଡ଼ି,୨୬ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ଶିଶୁ ସୁରକ୍ଷା କମିଟିର ଟାସ୍କଫୋର୍ସ କମିଟିର ବୈଠକ କମିଟିର ଆବାହକ ତଥା ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଶିଶୁଙ୍କ ପାଇଁ…

ଦାରିଙ୍ଗବାଡ଼ି ଗସ୍ତରେ କନ୍ଧମାଳ ଏମ୍‌ପି, ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରି କହିଲେ ଚାଷୀଙ୍କ ଉନ୍ନତି…

ଦାରିଙ୍ଗବାଡ଼ି,୨୬ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ବୁଧବାର ଗସ୍ତ କରିଛନ୍ତି। ସେ ଏହି ଗସ୍ତ ସମୟରେ ସରକାରଙ୍କ ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି। କୃଷିର ଉନ୍ନତି ପାଇଁ କୃଷି ପ୍ରାଙ୍ଗଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?