କନ୍ଧମାଳ

ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: କାର୍ଯ୍ୟଛାଡ ଆନ୍ଦୋଳନ କଲେ ସ୍ବାସ୍ଥ୍ୟକର୍ମୀ, ଅଟକିଲା ଟିକାକରଣ

ଦାରିଙ୍ଗବାଡି, ୨୬।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସୋନପୁର ପଞ୍ଚାୟତର ମହିଳା ସ୍ବାସ୍ଥ୍ୟକର୍ମୀ (ଏଏନଏମ)ବୁଲିଦେଇ ସାହୁଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଦୁର୍ବୃତ୍ତ ବାଟୁଳି ଖଡରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ବ୍ଲକ ଅଞ୍ଚଳର ଅନ୍ୟ ୨୫…

ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର: ଘନକୁହୁଡି ଯୋଗୁ…

ଜି. ଉଦୟଗିରି,୨୬/୧୧(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି ): ରାଜ୍ୟର ଶୀତଳ ସହର ଜି. ଉଦୟଗିରିରେ ବୁଧୁବାର ମଧ୍ୟ ସବୁଠାରୁ କମ ତାପମାତ୍ରା ରହିଛି। ବୁଧୁବାର ଜି ଉଦୟଗିରି ଠାରେ ସର୍ବନିମ୍ନ ତାପମାତ୍ରା ୮. ୬ ଡିଗ୍ରୀ ରହିଛି। ଏହା ରାଜ୍ୟର…

ନୀରବ ଦ୍ରଷ୍ଟା ବ୍ଲକ ପ୍ରଶାସନ, ପାର୍କକୁ ନଷ୍ଟ କରି ଦେଲେଣି ଦୁର୍ବୃତ୍ତ 

ରାଇକିଆ,୨୬।୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ତହସିଲ ଅଫିସ ନିକଟରେ ଥିବା ଚିଲ୍ଡରେନ୍ସ ପାର୍କର ଅବସ୍ଥା ଶୋଚନୀୟ ହୋଇ ପଡ଼ିଛି। ବର୍ଷ ତମାମ ଏହି ପାର୍କରେ ତାଲା ଝୁଲୁଛି । ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ଯେଉଁ ପାର୍କ ନିର୍ମାଣ କରାଯାଇଥିଲା…

ଗେଟ୍‌ ଚାବି ପକାଇବାକୁ ଆସିଥିଲେ ଏଏନଏମ୍‌: ଜଗିରହିଥିଲେ ଦୁର୍ବୃତ୍ତ ଆଖିକୁ ମାରିଦେଲେ ବାଟଲିଖଡା, ପରେ…

ଦାରିଙ୍ଗବାଡି,୨୬।୧୧(ଅରୁଣ ସାହୁ): ଜଣେ କାର୍ଯ୍ୟରତ ଏଏନ୍‌ଏମଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକ ବାଟଲିଖଡାରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଫଳରେ ଏଏନଏମଙ୍କ ଗୋଟିଏ ଆଖି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ଜଣାପଡିଛି। ଗୁରୁତର ଏଏନଏମ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ…

ଓଏଫଏସ ପରୀକ୍ଷା ଫଳ ପ୍ରକାଶିତ: ୫୨ତମ ସ୍ଥାନ ଅଧିକାର କରି ଗୌରବ ଆଣିଲେ ସୁମନ

ଫୁଲବାଣୀ, ୨୬। ୧୧(ରାକେଶ କୁମାର ରାଉତ): ପ୍ରକାଶ ପାଇଥିବା ଓଏଫ୍‌ଏସ୍‌ ପରୀକ୍ଷା ଫଳରେ ଫୁଲବାଣୀ ଦାଦପାଜୁ ଅଞ୍ଚଳର ସୁମନ ସାହୁ ୫୨ତମ ସ୍ଥାନ ଅଧିକାର କରି ରାଜ୍ୟ ଓ ଅଞ୍ଚଳ ପାଇଁ ସୁନାମ ଆଣିଛନ୍ତି। ସୁମନ ନିଜ ସଫଳତାର ଶ୍ରେୟ ଜିଲା…

୨୨ ଏକର ଜମିରେ ଗଞ୍ଜେଇ ଚାଷ, ଅତର୍କିତ ଚଢ଼ାଉ କରି ଗଛ ନଷ୍ଟ କଲା ଜି.ଉଦୟଗିରି ପୋଲିସ

ଜି.ଉଦୟଗିରି,୨୫।୧୧( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଅନ୍ତର୍ଗତ ଗଲାମାହା ପଞ୍ଚାୟତ ପେଟାପାଙ୍ଗା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ ଜି.ଉଦୟଗିରି ପୋଲିସ ଅତର୍କିତ ଚଢ଼ାଉ କରିଛି। ଏହି ଚଢ଼ାଉରେ ୨୨ ଏକର ଜମିରୁ ଗଞ୍ଜେଇ ଗଛ…

ଗ୍ରାମପଞ୍ଚାୟତସ୍ତରୀୟ ଏକାଭିମୁଖୀତା ମେଳା, ଅଞ୍ଚଳର ବିକାଶ-ଆବଶ୍ୟକତା ନେଇ…

ଦାରିଙ୍ଗବାଡି, ୨୫ା୧୧ (ଅରୁଣ ସାହୁ): ଗାଁ ର ବିକାଶ ହେଲେ ପଞ୍ଚାୟତର ବିକାଶ ହେବ। ପଞ୍ଚାୟତ ଏବଂ ବ୍ଲକର ବିକାଶ ହେଲେ ରାଜ୍ୟ ଓ ଦେଶର ପ୍ରଗତି ହେବ। ଏଥିପାଇଁ ଆବଶ୍ୟକ ଲୋକଙ୍କ ଏକାଠି ହେବା ଓ ବସି ଅଞ୍ଚଳପାଇଁ ଆଲୋଚନା…

ସିମନବାଡ଼ି ସାପ୍ତାହିକ ହାଟର ଦ୍ୱିତୀୟ ପାଳି: ଗ୍ରାହକଙ୍କ ଭିଡ଼, ଶସ୍ତାରେ ମିଳିଲା ପନିପରିବା ସହ…

ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତରେ ସାପ୍ତାହିକ ହାଟର ଦିତୀୟପାଳିରେ ଗ୍ରାହକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଉକ୍ତ ହାଟରେ ସ୍ଥାନୀୟ ବ୍ୟବସାୟୀ, ପନିପରିବା ଚାଷୀଙ୍କ ଉପସ୍ଥିତି ରହିଥିବା ବେଳେ ପଡୋଶୀ ରାଇକିଆ ବ୍ଲକରୁ ଏକାଧିକ ମହିଳା…

କାଠ ଗଣ୍ଡି ଓ ଜମି ବିବାଦକୁ ନେଇ ୧୨ ଘଣ୍ଟିଆ ଦାରିଙ୍ଗବାଡି ବନ୍ଦ

ଦାରିଙ୍ଗବାଡି,୨୫।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିର ଏକ ବିବାଦୀୟ ଜମ୍‌ରେ ଦୁର୍ଗା ପୂଜା କମିଟି ପକ୍ଷରୁ ନାମଯଜ୍ଞ ଓ ଅମୃତ ମିଳନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଦେଖାଯାଇଥିଲା। ଏହାକୁ ନେଇ ମଙ୍ଗଳବାର ଦୋକାନବଜାର ବନ୍ଦ…

ପର୍ଯ୍ୟଟକଙ୍କ ନୂଆ ଠିକଣା ସାଞ୍ଜାପାଟା ଭିୟୁ, ହାତପାହାନ୍ତାରେ ସ୍ବର୍ଗ, ମନୋରମ ଦୃଶ୍ୟ ଦେଖି…

ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ହିଲଭିୟୁ ପାର୍କରୁ ଆରମ୍ଭ କରି ମିଡିୟୁବାନ୍ଦା ଜଳପ୍ରପାତ ସମେତ କିସୁବାଡ଼ି ଜଳପ୍ରପାତ, ଲଭର୍ସ ପଏଣ୍ଟ ଆଦି ଅଞ୍ଚଳର ଲୋକଙ୍କ ଦ୍ୱାରା ଏକାଧିକ ଜଳପ୍ରପାତ ସମେତ ନୂଆ ନୂଆ ପର୍ଯ୍ୟଟନ କ୍ଷେତ୍ରଗୁଡିକର ଆବିଷ୍କାର ହେଉଛି।…

ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗରେ କ୍ୟାଣ୍ଡେଲ ଶୋଭାଯାତ୍ରା, ସ୍ଥାନୀୟ ଅଞ୍ଚଳର ବହୁ ସଂଖ୍ୟକ ଯୁବକଯୁବତୀଙ୍କ ସହ…

ଜି.ଉଦୟଗିରି,୨୪।୧୧(ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସୁନାମଧନ୍ୟ ଲୋକପ୍ରିୟ କଣ୍ଠଶିଳ୍ପୀ ସ୍ବର୍ଗତ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଥିବା ବେଳେ ବିଭିନ୍ନ ସ୍ଥାନରେ ତାଙ୍କୁ ଭଲ ପାଉଥିବା ଲୋକେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି କ୍ରମରେ…

ମଦ ପିଇ ଗାଡ଼ି ଚଳାଉଥିଲେ ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ, ଧରିଲା ପୋଲିସ, ଆଉ ତା’ପରେ…

ଖଜୁରୀପଡ଼ା ୨୪।୧୧ ( ବିଦୁର ବେହେରା): ସମାଜରେ ଉତ୍ତମ ଶିକ୍ଷା, ସଂସ୍କାର,ଜ୍ଞାନ,ଆଚରଣ, ଉତ୍ତମ ବ୍ୟବହାର ସହିତ ଦିଗ ଦର୍ଶନ ଦେବାରେ ଶିକ୍ଷକମାନଙ୍କ ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ। କିନ୍ତୁ କିଛି କୁଅଭ୍ୟାସି ଶିକ୍ଷକମାନଙ୍କ କୁଅଭ୍ୟାସ ଯୋଗୁ ଶିକ୍ଷକ ସମାଜ ବେଳେ ବେଳେ କଳଙ୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?