ଫୁଲବାଣୀ ପ୍ରକଳ୍ପ ପ୍ରଶାସକଙ୍କୁ ଅତିରିକ୍ତ ଦାୟିତ୍ୱ
ଦାରିଙ୍ଗବାଡ଼ି,୧୯ା୧୦(ଅରୁଣ ସାହୁ): ଆଉ ମାତ୍ର ୩ ମାସ ପରେ ପାଳିତ ହେବ ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ। ବିଗତ ଦିନଠାରୁ ଚଳିତ ବର୍ଷ ଆହୁରି ଏହି ମହୋତ୍ସବ ଆଦୃତ ହେବ ବୋଲି ସମସ୍ତଙ୍କ ଆଶା ରହିଛି। ସେହିପରି ଇକୋ ରିଟ୍ରିଟ୍ ମଧ୍ୟ ୩…
ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଚପଲ କିଣିଦେବାକୁ କହି ଜଙ୍ଗଲକୁ ନେଇ ବଳାତ୍କାର, ବିବାହିତ ଯୁବକଙ୍କ ନାମରେ ଅଭିଯୋଗ…
ଦାରିଙ୍ଗବାଡି, ୧୮।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୁଣି ଲଜ୍ଜା। ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ତାଙ୍କ ଗ୍ରାମର ଜଣେ ବିବାହିତ ଯୁବକ ବଳାତ୍କାର କରିଛନ୍ତି। ଏନେଇ ସେହି ଗ୍ରାମର ମହିଳା ମଣ୍ଡଳ ଏକତ୍ରିତ ହୋଇ ଶନିବାର…
କାମ ସରୁନି କି ଲୋକଙ୍କୁ ସେବା ମିଳୁନି: କାମ ସରିବାର ନାଁ ଧରୁନି
ଦାରିଙ୍ଗବାଡି, ୧୮।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଠାରେ ଦୀର୍ଘ ଦିନ ହେଲା ଏକ ବଦ୍ୟୁତ୍ ସବଷ୍ଟେଶନ କାର୍ଯ୍ୟ ଚାଲିଛି। ପ୍ରାୟ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିିସାରିଥିବା ବେଳେ ବିଭାଗ ତାକୁ ଚାର୍ଜ କରିବାରେ ଅହେତୁକ…
ବିକାଶ ଅପହଞ୍ଚ, ରାସ୍ତା ପାଲଟିଛି ମରଣଯନ୍ତା
ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ଗାଁକୁ ପକ୍କା ରାସ୍ତା ନିର୍ମାଣ ପାଇଁ କୁଢ଼କୁଢ଼ ଯୋଜନା ହେଉଛି। କିନ୍ତୁ ଏହି ଯୋଜନା ଗ୍ରୀନବାଡ଼ି ପଞ୍ଚାୟତର ଜିଡ଼ିଙ୍ଗମାଲା ଏବଂ ଦନେକବାଡ଼ି ପଞ୍ଚାୟତର କଟଡ଼ି ଗ୍ରାମବାସୀଙ୍କ ପାଇଁ ସ୍ବପ୍ନ ହୋଇରହିଛି।…
ଚିନ୍ତାର କାରଣ ପାଲଟିଛି ପ୍ରାକୃତିକ ବିପର୍ଯ୍ୟୟ, ସୁରକ୍ଷା ପାଇଁ କରାଗଲା…
ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ): ସାରା ବିଶ୍ୱରେ ଜଳବାୟୁ ପରିବର୍ତ୍ତନ ଚିନ୍ତାର କାରଣ ପାଲଟିଛି। ତେବେ ଜଳବାୟୁ ପରିବର୍ତ୍ତନ ପାଇଁ ଆବଶ୍ୟକ ବର୍ଷାର ପରିମାଣ କମିବା ଅତ୍ୟଧିକ ଗରମ ଶୀତ ସଠିକ୍ ସମୟରେ ନ ହେବା ଭଳି ଅନେକ ପରିବର୍ତ୍ତନ ସହ ବାତ୍ୟା, ବନ୍ୟା…
ନୂଆ ରୂପରେ ସଜେଇ ହେଉଛି କଫି ବଗିଚା: ପର୍ଯ୍ୟଟକଙ୍କ ପାଇଁ ତତ୍ପର ବିଡିଓ
ଦାରିଙ୍ଗବାଡି, ୧୮।୧୦ (ଅରୁଣ ସାହୁ): ଧୀରେ ଧୀରେ ଶୀତ ପଡିବା ଆରମ୍ଭ ହୋଇଛି। ଏବେ ପର୍ଯ୍ୟଟନ ଋତୁ ଆସିଛି। ରାଜ୍ୟ ଏବଂ ରାଜ୍ୟ ବାହାରୁ ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବା ଆରମ୍ଭ ହେଲାଣି। ଏଥିପାଇଁ ଦାରିଙ୍ଗବାଡି ଚଳଚଞ୍ଚଳ…
୪୨ କେଜି ଗଞ୍ଜେଇ ଜବତ : ୩ ଗିରଫ
ତୁମୁଡିବନ୍ଧ,୧୭।୧୦(ଦୀପକ କୁମାର ପରାସେଠ): କାନ୍ଧମଳ ଜିଲା ତୁମୁଡିବନ୍ଧ ପୋଲିସକୁ ଆଉ ଏକ ସଫଳତା ମିଳିଛି । ଗଞ୍ଜେଇ ଚୋରାଚାଲାଣ ବେଳେ ତୁମୁଡିବନ୍ଧ ପୋଲିସ କୌଣସି ସୂତ୍ରରୁ ଖବରପାଇ ଗଞ୍ଜେଇ ଓ ଗାଡିକୁ ଧରିବା ପାଇଁ ଅଙ୍କିଥିଲା ରୋଡ଼ ବ୍ଲକ ମ୍ୟାପ ।…
କୁଟଲାରୀ ଗାଁର ସୁନା ଝିଅ ଲକ୍ଷ୍ମୀପ୍ରିୟା: ଅକ୍ଲାନ୍ତ ପରିଶ୍ରମରେ ଆଣିଦେଲା ସଫଳତା
ଦାରିଙ୍ଗବାଡି,୧୭।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଝିଞ୍ଜିରୀଗୁଡ଼ା ପଞ୍ଚାୟତ କୁଟଲାରିଗାଁର ସୁନାଝିଅ ଲକ୍ଷ୍ମୀପ୍ରିୟା ମଲ୍ଲିକ ପାଇଛନ୍ତି ବଡ଼ ସଫଳତା। ସେ ପିଏଚ୍ଡି ହାସଲ କରି ଦାରିଙ୍ଗବାଡି ସମେତ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ସୂଚନାଯୋଗ୍ୟ, ସ୍ବର୍ଗତ…
ଜଙ୍ଗଲ ଅଧିକାର, ଜୀବନଜୀବିକା, ସୁଶାସନ ପ୍ରକଳ୍ପ ନେଇ…
ଦାରିଙ୍ଗବାଡ଼ି,୧୭ା୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ଜାଗୃତି ସଭାଗୃହ ପରିସର ମଧ୍ୟରେ ଜଙ୍ଗଲ ଅଧିକାର, ଜୀବନଜୀବିକା ଓ ସୁଶାସନ ପ୍ରକଳ୍ପ ନେଇ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଛି। ଜାଗୃତିର ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ…
ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଉଦ୍ଯାପିତ, ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ
ଦାରିଙ୍ଗବାଡି, ୧୭।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବିଇଓଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ଉଦଯାପିତ ହୋଇଯାଇଛି। ଏହି ଅବସରରେ ଏବିଇଓ ତଥା ବିଆର୍ସିସି ଗୋକୁଳାନନ୍ଦ ନାୟକଙ୍କ ଅଧ୍ୟକ୍ଷତା ଏବଂ ସହକାରୀ ଶିକ୍ଷକ…
ଥାନାରେ କ୍ଷମା ପ୍ରାର୍ଥନା କଲେ ପ୍ରଧାନଶିକ୍ଷକ, ଏହି ବିଷୟକୁ ନେଇ ଦେଇଥିଲେ କଡ଼ା ମନ୍ତବ୍ୟ
ଦାରିଙ୍ଗବାଡି, ୧୬ ।୧୦ (ଅରୁଣ ସାହୁ ): ଭୁବନେଶ୍ୱରରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଙ୍ଘର ଶତାଦ୍ଦୀ ଦିବସ ପାଳନ ସମ୍ପର୍କିତ ଏକ ଖବର ବୈଦ୍ୟୁତିକ ଗଣମାଧ୍ୟମରେ ଖବର ପ୍ରକାଶିତ ହେଉଥିଲା। ସେହି ଖବରକୁ ଦେଖି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି…
ଆମ ବସ୍ ସେବାରୁ ବଞ୍ଚିତ ୫ ଖଣ୍ଡ ଗାଁ: ଯିବା ଆସିବା ପାଇଁ ଲୋକେ ହନ୍ତସନ୍ତ, ପ୍ରତିଶ୍ରୁତି ଦେଲେ ଜିଲାପାଳ
ଖଜୁରୀପଡ଼ା,୧୬।୧୦( ବିଦୁର ବେହେରା) ଗ୍ରାମାଞ୍ଚଳ ଲୋକଙ୍କ ଯାତାୟାତ ସୁବିଧା ପାଇଁ ଓଡ଼ିଶା ସରକାର ଆମ- ବସ୍ ସେବା ଯୋଗାଇ ଦେଇଛନ୍ତି । ହେଲେ ୫ ଖଣ୍ଡ ଗ୍ରାମବାସୀ ଏହି ସେବାରୁ ବଞ୍ଚିତ ହୋଇ ୫କି.ମି ବାଟ ଚାଲି ଚାଲି ଯାଆନ୍ତି। ଏହି…

