ମିଥ୍ୟା ସତ୍ୟପାଠ ଦାଖଲକରି ପଦ ହରାଇଲେ ମାର୍ଲାଙ୍ଗା ସରପଞ୍ଚ
କୋଟଗଡ଼,୧୩ା୧୧ (ସରୋଜ ବଳିୟାରସିଂ): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ମାର୍ଲାଙ୍ଗା ପଞ୍ଚାୟତର ସରପଞ୍ଚ ଅଯୋଗ୍ୟ ଘୋଷିତ ହୋଇଛନ୍ତି। ୨୦୨୨ରେ ପଞ୍ଚାୟତ ନିର୍ବାଚନ ବେଳେ ଅଶୋକ ମୁଠା ମାଝୀଙ୍କର ୨ରୁ ଅଧିକ ପିଲା ଥିବାବେଳେ ମାତ୍ର ୨ଜଣ ସନ୍ତାନ ଥିବାକଥା ମିଥ୍ୟାରେ...
ଶ୍ରୀଅନ୍ନ ଯୋଜନାରେ ଉଦ୍ଘାଟନ ହେଲା ମାଣ୍ଡିଆ ରଥ
ଦାରିଙ୍ଗବାଡ଼ି,୧୩ା୧୧ (ଅରୁଣ ସାହୁ): ଶ୍ରୀଅନ୍ନ ଯୋଜନାରେ ମାଣ୍ଡିଆ ଚାଷ ଓ ମାଣ୍ଡିଆ ଖାଦ୍ୟକୁ ବହୁଳ ପରିମାଣରେ ବ୍ୟବହାର କରିବା ଲକ୍ଷ୍ୟରେ ଏକ ସଚେତନତା ରଥକୁ ଗୁରୁବାର ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ଉଦ୍ଘାଟନ କରାଯାଇଛି। ଏହାକୁ ଗୋଷ୍ଠୀ କୃଷି ଅଧିକାରୀ...
ବାଲିଯାତ୍ରାରେ ଦର୍ଶକଙ୍କୁ ଝୁମେଇଲେ ବିନୋଦ: ସାଉଁଟିଲେ ପ୍ରଶଂସା
ଦାରିଙ୍ଗବାଡି,୧୩।୧୧(ଅରୁଣ ସାହୁ): ଓଡିଶାର ସବୁଠାରୁ ବଡ଼ ଯାତ୍ରା ଭାବେ ପାଳନ କରାଯାଏ ବାଲିଯାତ୍ରା। କଟକ ସହରରେ ଏହି ଯାତ୍ରାକୁ ଦେଖିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଦର୍ଶକ ଛୁଟି ଆସନ୍ତି। ବିଭିନ୍ନ ପ୍ରକାର ଖାଦ୍ୟ ଷ୍ଟଲ ସହ...
ଶୀତରେ ଥରୁଛି ଜି ଉଦୟଗିରି: ୭.୬ ସର୍ବନିମ୍ନ ତାପମାତ୍ରା
ଜି ଉଦୟଗିରି ୧୩/୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ) କ୍ରମାଗତ ଏକ ସପ୍ତାହ ହେବ ହାଡଭଙ୍ଗା ଶୀତରେ ଥରୁଛି ଜି ଉଦୟଗିରି। ଗୁରୁବାର ସର୍ବନିମ୍ନ ତାପମାତ୍ରା ୭.୬ ଡିଗ୍ରୀ ରେକର୍ଡ କରାଯାଇଛି। ପ୍ରବଳ ଶୀତ ଯୋଗୁ ଜନଜୀବନ ପ୍ରଭାବିତ ହେଉଛି।...
ଜାଡ଼ରେ ଥରୁଛି ଦାରିଙ୍ଗବାଡ଼ି: ସର୍ବନିମ୍ମ ୭.୫ ଡିଗ୍ରୀରେ ପହଞ୍ଚିଲା ତାପମାତ୍ରା
ଦାରିଙ୍ଗବାଡି, ୧୨।୧୧ (ଅରୁଣ ସାହୁ): ଦିନକୁ ଗୋଟିଏ ଡିଗ୍ରୀ ତାପମାତ୍ରା କମିବାରେ ଲାଗିଛି ଫଳରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳ ଜାଡ଼ରେ ଥରୁଛି। ସବୁଠି ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ସନ୍ଧ୍ୟା ସମୟରୁ ହିଁ ଥରାଉଛି । ଗତ...
ଭିତର ଅଞ୍ଚଳରେ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର’ ଅନୁଷ୍ଠିତ
ତୁମୁଡିବନ୍ଧ,୧୨ା୧୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଭିତର ଅଞ୍ଚଳରେ ଥିବା ଝିରିପାଣି ପଞ୍ଚାୟତ ପରିସରରେ ବୁଧବାର ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର’ ଅନୁଷ୍ଠିତ ହୋଇଯାଇଛି। ତୁମୁଡିବନ୍ଧ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୌମ୍ୟ ରଞ୍ଜନ ସାହୁ...
ନିର୍ମାଣ କାର୍ଯ୍ୟରେ ତ୍ରୁଟି, ଦୁର୍ଘଟଣା ସ୍ପଟ୍ ପାଲଟିଛି ପୋଲ
ଖଜୁରୀପଡ଼ା,୧୨ା୧୧(ବିଦୁର ବେହେରା): ସରକାର ରାସ୍ତା, ପୋଲ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ ଦାୟିତ୍ୱରେ ଥିବା ବିଭାଗର ଅବହେଳା ଏବଂ ଠିକାଦାର ଓ ଯନ୍ତ୍ରୀଙ୍କ ପୋଲ ନିର୍ମାଣ କାର୍ଯ୍ୟ ତ୍ରୁଟି ଯୋଗୁ ଏବେ ପୋଲ...
ଚିକିତ୍ସା ପାଇଁ ନିଖୋଜ ଥିଲେ ବୃଦ୍ଧ, ୧୫ ଦିନ ପରେ ମିଳିଲା ମୃତଦେହ
ବାଲିଗୁଡ଼ା,୧୨ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଧିନସ୍ଥ ଗୁଟିଙ୍ଗିଆ ପଞ୍ଚାୟତର ତରାପିଡ଼ା ଗ୍ରାମର ୬୭ ବର୍ଷୀୟ ବୃଦ୍ଧ ଦିବାକର ଦିଗାଳ ନିଖୋଜ ହେବାର ୧୫ ଦିନ ପରେ ନିକଟସ୍ଥ ଖଡ଼ଗ ନଦୀରୁ ଗଳିତ...
ଜଙ୍ଗଲରେ ଝୁଲୁଛି ଅଜଣା ଯୁବତୀଙ୍କ ମୃତଦେହ, ପହଞ୍ଚିଲା ବାଲିଗୁଡ଼ା ପୋଲିସ
ବାଲିଗୁଡା, ୧୨।୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଡ୍ରୁକିଆ ପଞ୍ଚାୟତର ଡପାସାହି ନିକଟସ୍ଥ ଏକ ଜଙ୍ଗଲ ମଧ୍ୟରେ ଅଜଣା ଯୁବତୀର ଝୁଲନ୍ତା ମୃତଦେହ ଜବତ କରିଛି ବାଲିଗୁଡ଼ା ପୋଲିସ l ଘଟଣାରୁ ପ୍ରକାଶ ଯେ, ଉକ୍ତ ଗ୍ରାମର...
ପୁଣି ବଢିଲା ଶୀତ: ୪ ଦିନରେ ୪ ଡିଗ୍ରୀ ଖସିଲା ପାରଦ
ଦାରିଙ୍ଗବାଡି, ୧୨ /୧୧ (ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଏବେ ଶୀତର ସହର ଭାବେ ଜଣାଶୁଣା। ଜଳବାୟୁ ପରିବର୍ତ୍ତନ ଶୀତଳ ପବନ ବୋହିବା ସହ ଦୈନିକ ପାରଦ ତଳକୁ ତଳକୁ ଖସୁଛି । ବୁଧବାର...
ପିଲାଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ଦେଲେନି କର୍ତ୍ତୃପକ୍ଷ
କୋଟଗଡ,୧୧ା୧୧ (ସରୋଜ ବଳିୟାରସିଂ )- କନ୍ଧମାଳ ଜିଲା କୋଟଗଡ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସର୍ଗିଫୁଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ତେବେ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରୀଛାତ୍ରଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ଦେଇନାହାନ୍ତି। ଖୋଲାରେ ଏବଂ ରାତିରେ...
‘ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବା ମୁଖ୍ୟ ଲକ୍ଷ୍ୟ’
ଦାରିଙ୍ଗବାଡି, ୧୧।୧୧ (ଅରୁଣ ସାହୁ):କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ମଙ୍ଗଳବାର ବ୍ଲକସ୍ତରୀୟ ସର୍ଗିଫୁଲ ମହୋତ୍ସବ ଉଦଯାପିତ ହୋଇଯାଇଛି। ଏଥିରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ତତ୍ୱାବଧାନରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉମାଶଙ୍କର...
Archives


