କନ୍ଧମାଳ

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଜନଶୁଣାଣିରେ ମୋଟ ୨୨୧ଟି ଅଭିଯୋଗ ରହିଥିଲା। ସେଥିମଧ୍ୟରେ ସାମୂହିକ ୧୨୧ଟି ରହିଥିବା ବେଳେ…

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ ଖୋଲାମେଲାରେ ଯାତ୍ରୀମାନେ ଯାତାୟାତ କରୁଛନ୍ତି। ଏନେଇ ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ସିକପାଟା…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର ଉଚ୍ଚପଦାଧିକାରୀମାନେ ବିଦ୍ୟାଳୟକୁ ଯାଇ ଶିକ୍ଷାଦାନ କରିଛନ୍ତି। ‘ଟିଚ୍‌ କନ୍ଧମାଳ’ କାର୍ଯ୍ୟକ୍ରମ ଅଧୀନରେ ଏହି…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଜାରି, ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ବର୍ଷା ଲାଗିରହିଛି। ଦିନରାତି ଝିପିଝିପି ବର୍ଷା ହେଉଥିବା ବେଳେ କେତେବେଳେ ପ୍ରବଳ ବର୍ଷା ମଧ୍ୟ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବର୍ଷା…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଏସ୍‌ପି: ଭିତ୍ତିଭୂମି ସମ୍ପର୍କରେ କର୍ତ୍ତୃପକ୍ଷଙ୍କ ସହ….

ଦାରିଙ୍ଗବାଡ଼ି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସୋମବାର କନ୍ଧମାଳ ଏସ୍‌ପି ରମେନ୍ଦ୍ର ପ୍ରସାଦ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି। ଏସ୍‌ପିଙ୍କୁ ନିକଟରେ ପାଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ ମିଳିଛି। ଏସ୍‌ପି ରମେନ୍ଦ୍ର…

ଜିଲାସ୍ତରୀୟ ଜନଶୁଣାଣିରେ ଯୋଗଦେଲେ କନ୍ଧମାଳ ଜିଲାପାଳ-ଏସ୍‌ପି

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଜିଲାସ୍ତରୀୟ ସାମୂହିକ ଜନଶୁଣାଣି କାର୍ଯ୍ୟକ୍ରମ ରହିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ବେଦଭୂଷଣ ଦାରିଙ୍ଗବାଡ଼ି ଗସ୍ତରେ ରହିଥିବାବେଳେ ସିମନବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ଗସ୍ତ କରିଥିଲେ।…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଆଦିତ୍ୟ ନିଟ୍‌ ପରୀକ୍ଷାରେ ୫୮୬ ମାର୍କ ରଖିବା…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪ ତାରିଖରେ ଅଟୋ ଓଲଟି ଘଟିଥିବା ଦୁର୍ଘଟଣାରେ ଗୁରୁତର ହୋଇଥିବା କନ୍ଧମାଳ ଜିଲା ରାଇକିଆ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ଘଟଣାରେ ପୋଲିସ ବୁଧବାର ଆଉ ୨ ଜଣ ମହିଳାଙ୍କୁ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା ମହାଆଡ଼ମ୍ବରରେ ଆୟୋଜିତ ହୋଇଯାଇଛି। ସ୍ଥାନୀୟ ଜାମା ମସ୍‌ଜିଦରୁ ବାହାରିଥିବା ଏହି ଶାନ୍ତି ପଦଯାତ୍ରା…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଏହି ମାମଲାରେ ଆଉ ୬ ଜଣ ଅଭିଯୁକ୍ତଙ୍କୁ ପୋଲିସ…

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ‘ନିଶା ମୁକ୍ତ ଓଡ଼ିଶା’ ତଥା ନିଶାମୁକ୍ତ ଅଞ୍ଚଳ କାର୍ଯ୍ୟକ୍ରମ ଆଇଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?