ବହୁମୁଖୀ ସମବାୟ ସମିତି ଲିଃରେ ବଢ଼ୁଛି ଅନିୟମିତତା: ନିର୍ଦ୍ଦେଶିକାଙ୍କ କାର୍ଯ୍ୟ ଶୈଳୀକୁ ନେଇ…
ଦାରିଙ୍ଗବାଡ଼ି,୧୯ା୫(ଅରୁଣ ସାହୁ): ଦାରିଙ୍ଗବାଡ଼ିଠାରେ ଥିବା ବୃହଦାକାର ବହୁମୁଖୀ ସମବାୟ ସମିତି ଲିଃରେ ଅନିୟମିତତା ଦେଖାଦେଇଛି। ସମିତିର ଅଧ୍ୟକ୍ଷା ଲିଲିମା ପ୍ରଧାନଙ୍କ ସମେତ ସମସ୍ତ ବୋର୍ଡ ସଦସ୍ୟ ସୋମବାର କନ୍ଧମାଳ ଜିଲାପାଳ ଅମ୍ରିତ୍ ଋତୁରାଜଙ୍କୁ ଭେଟି ଅଭିଯୋଗପତ୍ର ପ୍ରଦାନ କରିଛନ୍ତି। ଅଭିଯୋଗ ହେଲା…
ଅପରେଶନ ସିନ୍ଦୁର: ଭାରତୀୟ ସେନାକୁ ସମ୍ମାନ
ତୁମୁଡିବନ୍ଧ(ଦୀପକ କୁମାର ପରାସେଠ):ଅପରେଶନ ସିନ୍ଦୁରର ସଫଳତାକୁ ନେଇ ଭାରତୀୟ ସେନାକୁ ସମ୍ମାନ ଜଣାଇବା ଓ ଉତ୍ସାହିତ କରିବା ଲାଗି ତୁମୁଡିବନ୍ଧଠାରେ ସୋମବାର ତ୍ରିରଙ୍ଗା ଶୋଭାଯାତ୍ରା କରାଯାଇଛି। ତୁମୁଡିବନ୍ଧ ବ୍ଲକ ଏମ୍ପି ପ୍ରତିନିଧି ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ନେତ୍ର…
ଧରିତ୍ରୀ ପ୍ରଭାବ: ପୁରୁଣା ପାଣି ଜଳଭଣ୍ଡାର ପୁନରୁଦ୍ଧାର କାମ ଆରମ୍ଭ
ଖଜୁରିପଡ଼ା, ୧୯।୫ (ବିଦୁର ବେହେରା): କନ୍ଧମାଳ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ବଲସକୁମ୍ପା ପଞ୍ଚାୟତ ଅଧିନରେ ଥିବା ବଲସକୁମ୍ପା କ୍ଷୁଦ୍ର ଜଳ ସେଚନ ପ୍ରକଳ୍ପ ବା ପୁରୁଣା ପାଣି ଜଳଭଣ୍ଡାର ପୁନରୁଦ୍ଧାର ଏବଂ ରକ୍ଷଣାବେକ୍ଷଣ ଅଭାବ ଯୋଗୁ ଦିନକୁ ଦିନ ଜଳଧାରଣ କ୍ଷମତା…
ଅପରେଶନ ସିନ୍ଦୂରର ସଫଳତା: ଭାରତୀୟ ସେନାର ସାହସକୁ ସମ୍ମାନ
ରାଇକିଆ,୧୯।୫(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ସୋମବାର ଅପରେଶନ ସିନ୍ଦୁରର ସଫଳତାକୁ ନେଇ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଭାରତୀୟ ସେନାର ସାହସ ଓ ପରାକ୍ରମକୁ ସମ୍ମାନ ଜଣାଇବା ଓ ଉତ୍ସାହିତ କରିବା ସକାଶେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଜନସାଧାରଣ…
ଲୋକଙ୍କ ପାଖରେ ପହଞ୍ଚିଲେ ଜିଲାପାଳ: ଶୁଣିଲେ ୧୩୩ ଅଭିଯୋଗ, ପ୍ରତିଶ୍ରୁତି ଦେଇ କହିଲେ…
ଦାରିଙ୍ଗବାଡ଼ି,୧୯ା୫(ଅରୁଣ ସାହୁ): କନ୍ଧମାଳ ଗିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ସୋମବାର ଲୋକଙ୍କ ବିଭିନ୍ନ ଅଭିଯୋଗକୁ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ଏବଂ ଏସ୍ପିଙ୍କ ମିଳିତ ଅଭିଯୋଗ ଶୁଣାଣି ହରିଶ ବି.ଶି ଶୁଣିଛନ୍ତି। ଏହି ପ୍ରରିପ୍ରେକ୍ଷୀରେ ସାମୁହିକ ଏବଂ ବ୍ୟକ୍ତିଗତ ଶତାଧିକ ଅଭିଯୋଗର…
ଡୁଲୁରୀ ପାଇନ୍ ବଣରେ ଭୋଜି କରି ଗ୍ରୀଷ୍ମଛୁଟିର ମଜା ନେଉଛନ୍ତି ପର୍ଯ୍ୟଟକ
ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): ପରିବାର ହୁଅନ୍ତୁ ବା ସାଙ୍ଗସାଥୀ ବନ୍ଧୁ ପରିଜନ ସେମାନଙ୍କ ସହ ସମୟ ବିତାଇବା ପାଇଁ ପ୍ରକୃଷ୍ଟ ସମୟ ହେଉଛି ବଣଭୋଜିର ଆସର। ଆଉ ଏହା କରିବା ପାଇଁ କେଉଁ ଭଲ ସ୍ଥାନ ଠିକ୍ ତାକୁ ଚୟନ କରବା ମଧ୍ୟ…
ଖର୍ଚ୍ଚ ହେଲାଣି ୫୦ ଲକ୍ଷ ଟଙ୍କା, ଖୋଲୁନି ଏଗ୍ରୋ ମଲ୍, ଚାଷୀ ମହଲରେ ଅସନ୍ତୋଷ
ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏଗ୍ରୋ ମଲ୍ ଖୋଲିବାରେ ବିଳମ୍ବକୁ ନେଇ ଦେଖାଯାଇଛି ଅସନ୍ତୋଷ। ପ୍ରାୟ ୫୦ଲକ୍ଷ ଟଙ୍କା ବିନିମୟରେ ୨ ମହଲା ବିଶିଷ୍ଟ ଏହି ମଲ୍ ଠିଆ କରାଯାଇଥିବା ବେଳେ ଆହୁରି ୨୦ ଲକ୍ଷ ଖର୍ଚ୍ଚ କରାଯାଇ ବ୍ୟବସାୟୀ…
ସାଙ୍ଗମେଳରେ ଗାଧୋଇଯାଇଥିଲେ ୫ ବର୍ଷର ଶିଶୁ କନ୍ୟା , ଆଉ ଫେରିଲେନି ଘରକୁ …
ଖଜୁରୀପଡ଼ା,୧୭।୫(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ କାବର ଗାଁ ବନ୍ଧରେ ଗାଧୋଇବାକୁ ଯାଇ ଜଣେ ୫ ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ ଲୋଚନ ସାହୁଙ୍କ ଝିଅ ଅମ୍ରିତା ସାହୁ (୫ ବର୍ଷ) ସାଙ୍ଗ ମେଳରେ ଘର…
ଆଗକୁ ସାବିତ୍ରୀ: ବଢୁଛି ଲିଚୁକୋଳିର ଚାହିଦା, ଚାଷ କରି ମାଲମାଲ ଚାଷୀ
ଦାରିଙ୍ଗବାଡ଼ି,୧୭ା୫(ଅରୁଣ ସାହୁ): ଆଉ କିଛି ଦିନ ପରେ ଆସୁଛି ସାବିତ୍ରୀ। ଏଥିପାଇଁ ବିଭିନ୍ନ ପ୍ରକାର ଫଳଆମ୍ବ, ପଣସ , ଲିଚୁ, କାକୁଡ଼ି, ତାଳର ଆବଶ୍ୟକ ରହିଛି । ତେବେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆମ୍ବ, ପଣସ, ଲିଚୁ ଫଳର ଅଭାବ…
କାଳବୈଶାଖୀ ତାଣ୍ଡବ: ଉଡିଲା ସ୍କୁଲ ଛପର, ଛଟପଟ ହୋଇମଲେ ୯ ଗୋରୁ
ଖଜୁରିପଡ଼ା,୧୬ା୫ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ଅଞ୍ଚଳରେ ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ଘରର ଛପର ଉଡ଼ିଯାଇଥିବା ବେଳେ କିଛି ସ୍ଥାନରେ ଗଛପଡ଼ି ରାସ୍ତା ଅବରୋଧ ହୋଇଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା। ଏହି କାଳବୈଶାଖୀରେ ବ୍ରଜପାତ ହେବା ଯୋଗୁ ଅନେକ ଗାଈଙ୍କର…
ନାହିଁ ଡ୍ରେନେଜ ବ୍ୟବସ୍ଥା: ଘରେ ପଶିଲା କାଳବୈଶାଖୀ ବର୍ଷା
ଦାରିଙ୍ଗବାଡି,୧୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଫଳରେ ବର୍ଷା ପାଣି ଏକାଧିକ ସ୍ଥାନରେ ଜମି ରହି ବନ୍ୟାର ଭ୍ରମ ସୃଷ୍ଟି ହୋଇଛି। ବିଶେଷ କରି ଜାତୀୟ ରାଜପଥ ଏବଂ ଜାଗୃତି…
ଖଣି ଖନନ ସର୍ଭେକୁ ନେଇ ତୀବ୍ର ଉତ୍ତେଜନା: ସର୍ଭେ କର୍ମଚାରୀ ଦଳ-ଶ୍ରମିକଙ୍କୁ ବିଦା କରିଦେଲେ ଗ୍ରାମବାସୀ
ଦାରିଙ୍ଗବାଡ଼ି,୧୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ ବିଜାଲି ଗ୍ରାମରେ ଖଣି ଖନନ ପାଇଁ ଦୀର୍ଘ ଦିନ ହେଲା ସର୍ଭେ କାର୍ଯ୍ୟ ଚାଲିଛି ଏହାକୁ ଅଞ୍ଚଳବାସୀ ବିରୋଧ କରିଆସୁଥିବା ବେଳେ ଜିଲାର ପ୍ରଶାସନିକ ଅଧିକାରୀମାନଙ୍କ ନିକଟରେ ଗ୍ରାମସଭାର ନିଷ୍ପତ୍ତି…
Archives


