ପୂର୍ବତନ ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଜଣଙ୍କୁ ବାନ୍ଧିଲା ପୋଲିସ
ଦାରିଙ୍ଗବାଡି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ପଞ୍ଚାୟତ ର ପୂର୍ବତନ ସରପଞ୍ଚ ତ୍ରିଲୋଚନ ପ୍ରଧାନ ଓରଫ ଟିଟୁ ଙ୍କୁ ଗତ ରବିବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ଜଣଙ୍କୁ ବାନ୍ଧିଛି। ସେ ହେଲେ…
ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ
ଫୁଲବାଣୀ, ୧୨ା୯(ରାକେଶ କୁମାର ରାଉତ): ନାବାଳିକା ବଳାତ୍କାର ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଫାଷ୍ଟଟ୍ରାକ କୋର୍ଟ ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏଥିସହ ୧୬ ହଜାର ଟଙ୍କା ଜରିମାନା…
ପାଠ ପଢିବାକୁ ବାରଣ୍ଡା ଭରସା: ନୂଆ କୋଠାରେ ପଡିଛି ତାଲା
ଦାରିଙ୍ଗବାଡି, ୧୨।୯ (ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହେଁ ବର୍ଷ ବର୍ଷ ଧରି ପାଠ ପଢିବାକୁ ବାରଣ୍ଡା ଭରସା। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ପ୍ରକାଶ…
ଶୋଇଥିବା ବେଳେ ଛାତ୍ରଙ୍କ ଆଖିରେ ଫେବିକୁଇକ ଅଠା ଲଗାଇଦେଲେ ସହପାଠୀ, ତା’ପରେ…
ଫୁଲବାଣୀ, ୧୨।୯(ରାକେଶ କୁମାର ରାଉତ): ସହପାଠୀଙ୍କ ଆକ୍ରୋଶର ଶିକାର ହୋଇଛନ୍ତି ୭ ଛାତ୍ର । ଶୋଇଥିବା ବେଳେ ଆଖିରେ ଫେବିକୁଇକ ଅଠା ମାରି ଦେଇଛନ୍ତି। ଗୁରୁତର ଅବସ୍ଥାରେ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ…
ଦାରିଙ୍ଗବାଡ଼ି ଅଞ୍ଚଳରେ ଦିନକୁ ଦିନ ବଢୁଛି ବାଇକ୍ ଚୋରି, ହାତବାନ୍ଧି ବସିଛି ପୋଲିସ
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): ଗୋଟିଏ କି ଦୁଇଟି ନୁହେଁ ମାସକ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ବାଇକ୍ ଚୋରି ହୋଇଥିବା ବେଳେ ଗୋଟିଏ ସପ୍ତାହରେ ୪ଟି ବାଇକ୍କୁ ଦୁର୍ବୃତ୍ତମାନେ ଚୋରି କରି ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଉଛନ୍ତି। ହେଲେ ଏ ପର୍ଯ୍ୟନ୍ତ ପୋଲିସ ଗୋଟିଏ…
ଦାରିଙ୍ଗବାଡ଼ିରେ ପ୍ରଥମ: କଲମୀ ବାଇଗଣ ଚାଷ କରି ଲାଭବାନ ହେଲେ ମହିଳା
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏକ ନୂଆ କିସମ ଓ କଲମୀ ପ୍ରସ୍ତୁତିରେ ଚାଷ କରି ଜଣେ ମହିଳା ଲାଭବାନ ହୋଇଛନ୍ତି। ଏଭଳି ଦେଖିବାକୁ ମିଳିଛି ଉକ୍ତ ବ୍ଲକ ଶ୍ରାନିକେତା ପଞ୍ଚାୟତ ଦଣ୍ଡିମା ଗ୍ରାମରେ। ପ୍ରକାଶ ଯେ,…
ରାସ୍ତା ପାର୍ ହେଉଥିବାବେଳେ ବୃଦ୍ଧାଙ୍କୁ ଧକ୍କା ଦେଲା ବାଇକ, ଚାଳକଙ୍କୁ ଗ୍ରାମବାସୀ ଅଟକ ରଖି…
ଦାରିଙ୍ଗବାଡି, ୧୧।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ବାଇକ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଉକ୍ତ ଥାନା ଗ୍ରୀନବାଡି ପଞ୍ଚାୟତ ଦାସିକେତା ଗ୍ରାମର ସୁରଙ୍ଗୀ ପ୍ରଧାନ ବୋଲି ଜଣାପଡିଛି । ଦୁର୍ଘଟଣା…
ଆଉ ଏକ ଲକ୍ଷ୍ମୀବସ୍ ଚଳାଚଳ ପାଇଁ ଦାବି ଜଣାଇଲେ ଦନେକବାଡ଼ି ପଞ୍ଚାୟତବାସୀ, ବିଡିଓ କହିଲେ…
ଦାରିଙ୍ଗବାଡ଼ି,୧୧ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦନେକବାଡ଼ି ପଞ୍ଚାୟତ ଅଞ୍ଚଳକୁ ଆଉ ଗୋଟିଏ ଲକ୍ଷ୍ମୀବସ୍ ଚଳାଚଳ କରିବାକୁ ଉକ୍ତ ଅଞ୍ଚଳର ଲୋକପ୍ରତିନିଧି, ଏସ୍ଏଚ୍ଜି ଗ୍ରୁପର ମହିଳାମାନେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ନିକଟରେ ଦାବି କରିଛନ୍ତି। ଦାରିଙ୍ଗବାଡ଼ିଠାରୁ ଦନେକବାଡ଼ି ଦେଇ ସିର୍କାବର୍ଗ…
ଦାରିଙ୍ଗବାଡିରେ ନିୟନ୍ତ୍ରଣ ନାହିଁ ଟ୍ରାଫିକ୍: ଯାତାୟାତରେ ସମସ୍ୟା
ଦାରିଙ୍ଗବାଡି, ୧୧।୯ (ଅରୁଣ ସାହୁ):କନ୍ଧମାଳ ଜିଲ। ଦାରିଙ୍ଗବାଡିରେ ଟ୍ରାଫିକ ସମସ୍ୟା ନିୟନ୍ତ୍ରଣରେ ନାହିଁ। ପୋଲିସ ପକ୍ଷରୁ ଚାରିଛକରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଗୃହରଖିମାନଙ୍କୁ ଡ୍ୟୁଟି ଦିଆଯାଇଛି। କିନ୍ତୁ ଗାଡିମୋଟର ସଂଖ୍ୟା ବୃଦ୍ଧି ଯୋଗୁ ସେମାନଙ୍କ ହାତରେ ମଧ୍ୟ ନିୟନ୍ତ୍ରଣ ହେବା ମୁସ୍କିଲ…
ପୂର୍ବତନ ସରପଞ୍ଚଙ୍କୁ ଆକ୍ରମଣ ଘଟଣା: ଭିଡିଓରେ କହିଲେ ସାଂଘାତିକ କଥା!
ଦାରିଙ୍ଗବାଡି, ୧୧।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ତ୍ରିଲୋଚନ ପ୍ରଧାନ ଓରଫ ଟିଟୁଙ୍କୁ ଗତ ରବିବାର ବିଳମ୍ବିତ ରାତିରେ ତାଙ୍କ ସମ୍ପର୍କୀୟଙ୍କ ଘରେ ମରଣାନ୍ତକ ଆକ୍ରମଣ ହୋଇଛି। ଏହି ଘଟଣାରେ ପୋଲିସର କାର୍ଯ୍ୟାନୁଷ୍ଠାନ…
ପୂର୍ବତନ ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ପୋଲିସ କାର୍ଯ୍ୟାନୁଷ୍ଠାନ ବିଳମ୍ବକୁ ନେଇ ବଢୁଛି ଅସନ୍ତୋଷ
ଦାରିଙ୍ଗବାଡି, ୧୦।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ତ୍ରିଲୋଚନ ପ୍ରଧାନ ଓରଫ ଟିଟୁଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ବିଳମ୍ବକୁ ନେଇ ବଢୁଛି ଜନ ଅସନ୍ତୋଷ ବଢୁଛି। ୪ ଦିନ ବିତିଯାଇଥିଲେ ମଧ୍ୟ…
ଗାଜଲବାଡି ଘାଟିରେ ହାତୀ ଆତଙ୍କ: ଲୋକେ ଭୟଭୀତ
ଦାରିଙ୍ଗବାଡି, ୧୦।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ମଙ୍ଗଳବାର ସନ୍ଧ୍ୟା ସମୟରୁ ହାତୀ ଆତଙ୍କ ଦେଖାଯାଇଛି। ତେବେ ଉକ୍ତ ଅଞ୍ଚଳରେ ହାତୀ ବୁଲିବା କିଛି ନୂଆ ଘଟଣା ହୋଇ ନ ଥିଲେ…

