ଅବକାରୀ ବିଭାଗର ମହୁଲ ଜବତ ଘଟଣା: ଦୁଇ ସ୍ଥାନରୁ ୨ ହଜାର ୪୫ କେଜି ମହୁଲ ଜବତ
ଦାରିଙ୍ଗବାଡି, ୧୦।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅବକାରୀ ବିଭାଗ ଏବେ ଆକ୍ସନ ମୁଡ଼ରେ। ବିଭାଗ ବୁଧବାର ୨ଟି ସ୍ଥାନରେ ଚଢ଼ାଉ କରି ବେଆଇନ ଭାବେ ମହୁଲ କିଣା ବିକା କରୁଥିବା ଗୋଦାମରୁ ୨ ହଜାର ୪୫ କେଜି…
ସିଆରପିଏଫ ୧୨୭ ବାଟାଲିୟନ ପକ୍ଷରୁ ବୀରତ୍ୱ ଦିବସ ପାଳିତ
ବାଲିଗୁଡ଼ା,୯।୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ସିଆରପିଏଫ’ର ୧୨୭ ବାଟାଲିୟନ ପକ୍ଷରୁ ସାହସୀ ସୈନିକ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦେଶ୍ୟରେ କ୍ୟାମ୍ପ ପରିସରରେ ବୀରତ୍ୱ ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ କମାଣ୍ଡାଣ୍ଟ ପଙ୍କଜ ବର୍ମା ଏବଂ ଅନ୍ୟାନ୍ୟ…
ବେଆଇନ ମହୁଲ ଫୁଲ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଅବକାରୀ ବିଭାଗର ଚାବୁକ
ଦାରିଙ୍ଗବାଡି,୯।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ମହୁଲ ଗୋଦାମରେ ଚଢ଼ାଉ କରି ପ୍ରାୟ ୫୦ ଛୋଟ ବଡ଼ ବସ୍ତାରେ ଭର୍ତ୍ତି ମହୁଲ ଫୁଲକୁ ଜବତ କରିଛି। ବିଭାଗ ଏହାର ଆନୁମାନିକ ମୂଲ୍ୟ…
ନାବାଳିକାଙ୍କୁ ବଳାତ୍କାର: ଆସିଲା ବଡ଼ ରାୟ
ଫୁଲବାଣୀ,୯।୪(ରାକେଶ କୁମାର ରାଉତ): ଜଣେ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରା ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୨୦ ହଜାର ଟଙ୍କା…
ତାତିଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ: ଦାୟିତ୍ୱ ନେଇଥିବା ସଂସ୍ଥାକୁ କତାଲିକାଭୁକ୍ତ କରିବାକୁ…
ଫୁଲବାଣୀ ଅଫିସ, ୯ା୪(ରାକେଶ କୁମାର ରାଉତ): ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଦିନିକିଆ କନ୍ଧମାଳ ଜିଲା ଗସ୍ତରେ ଆସି ଜିଲାସ୍ତରୀୟ ସମୀକ୍ଷା କରିଛନ୍ତି। ଜିଲା ପରିଷଦ ସଭାଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ସେ…
ସଫଳତାର ସହ ପଞ୍ଚୁଦଣ୍ଡ ଶେଷ: ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଲା
ଦାରିଙ୍ଗବାଡ଼ି,୯।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିରେ ସଫଳତାର ସହ ପଞ୍ଚୁଦଣ୍ଡ ମିଳନ କାର୍ଯ୍ୟକ୍ରମ ବୁଧବାର ସକାଳ ୭ ଟାରେ ସମ୍ପୂର୍ଣ୍ଣ ହୋଇଛି।ଜିଲାର କେଲେମାହା ଦଣ୍ଡୁଆ ଦଳ ସମେତ ଡାମିଗୁଡା, ଡାଉଙ୍ଗିଆ, ଗ୍ରୀନବାଡି ଏବଂ ଗୁଞ୍ଜିବାଡିର ଦଣ୍ଡୁଆମାନଙ୍କ ଦ୍ୱାରା…
୩ ବିଦ୍ୟାଳୟକୁ ସମ୍ମାନିତ କଲେ ଗୋଷ୍ଠୀ ଶିକ୍ଷାଧିକାରୀ
ଜି.ଉଦୟଗିରି,୮ା୪ (ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଠାରେ ନୂଆ ବିଦ୍ୟାର୍ଥୀ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆ ପାଇଁ ଶିକ୍ଷା ସଚେତନତା ରଥ ଭ୍ରମଣର କାର୍ଯ୍ୟକ୍ରମ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ…
ସିମନବାଡିରେ ପଞ୍ଚୁଦଣ୍ଡ ମିଳନ: ଦେଖିବାକୁ ମିଳିଲା ବନ୍ୟଜନ୍ତୁଙ୍କ ସୁରକ୍ଷାର ଦୃଶ୍ୟ
ଦାରିଙ୍ଗବାଡି,୭।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିଠାରେ ମଙ୍ଗଳବାର ପଞ୍ଚୁଦଣ୍ଡ ମିଳନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଦ୍ବିପ୍ରହରରେ ଧୂଳି ଦଣ୍ଡ ଅନୁଷ୍ଠିତ ହୋଇଥିଲା। ଏଥିରେ ପାରମ୍ପରିକ କୃଷି, ଖାଦ୍ୟ, ବନ୍ୟଜନ୍ତୁଙ୍କ ସୁରକ୍ଷାର ଦୃଶ୍ୟ ଦେଖିବାକୁ ମିଳିଥିଲା। କାହିଁ କେଉଁ ଅମଳରୁ କନ୍ଧମାଳରେ…
ପଞ୍ଚୁଦଣ୍ଡ ମିଳନର ଶୁଭାରମ୍ଭ: ହୁଳହୁଳି-ଘଣ୍ଟରେ କମ୍ପୁଛି ସିମନବାଡି
ଦାରିଙ୍ଗବାଡି, ୭।୪ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଠାରେ ମଙ୍ଗଳବାର ପଞ୍ଚୁଦଣ୍ଡ ମିଳନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ପ୍ରଥମେ ପାଞ୍ଚଟି ଦଣ୍ଡଥଳ ସିମନବାଡି ପଟ୍ଟାଖଣ୍ଡା ମନ୍ଦିର ପ୍ରାଙ୍ଗଣରେ ପହଞ୍ଚିଥିଲେ ତାଙ୍କୁ ସିମନବାଡି ପଞ୍ଚୁଦଣ୍ଡ ପରିଚାଳନା କମିଟି…
ବିଦ୍ୟୁତ ଚାଲିଗଲେ ଏଟିଏମ,ମୋବାଇଲ ନେଟୱାର୍କ ଅଚଳ : ଦୀର୍ଘଦିନ ହେଲା ସମସ୍ୟା ହେଲେ ସମାଧାନ ଶୂନ
ଦାରିଙ୍ଗବାଡି, ୭।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଅଞ୍ଚଳରେ ସୋମବାର ଷ୍ଟେଟ ବ୍ୟାଙ୍କର ଏଟିଏମ୍ ଅଚଳ ସହ ବିଏସଏନଏଲ ଏବଂ ଘରୋଇ ଅନୁଷ୍ଠାନର ୪ ଜି ମୋବାଇଲ ସେବା ମଧ୍ୟ ଠପ ହୋଇଯାଇଛି। ଏଭଳି…
ଜନଜାତି ହାଟ କାମରେ ଆସୁନି
ଦାରିଙ୍ଗବାଡ଼ି,୭ା୪ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଜନଜାତିଙ୍କ ଉଦ୍ଦେଶ୍ୟରେ କରାଯାଇଥିବା ଜନଜାତି ହାଟକୁ ଏକ ଦଶନ୍ଧିରୁ ଅଧିକା ଦିନ ବିତିଥିଲେ ବି ଆଜି ପର୍ଯ୍ୟନ୍ତ କାର୍ଯ୍ୟରେ ଲାଗିପାରୁ ନାହିଁ। ଦାରିଙ୍ଗବାଡ଼ି ପରେ ସିମନବାଡ଼ି ବଜାର ଉପରେ ପ୍ରାୟ…
ଆକର୍ଷଣ ସାଜିଲା ତେର ଦଣ୍ଡ ମିଳନ: ସାମିଲ ହେଲେ ହଜାର ହଜାର ଶ୍ରଦ୍ଧାଳୁ
ବାଲିଗୁଡ଼ା,୬ା୪ (ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ତମ ବାର୍ଷିକ ତେର ଦଣ୍ଡ ମିଳନ ରବିବାର ଉଦ୍ଯାପିତ ହୋଇଯାଇଛି। ଏହାକୁ ଦେଖିବା ଲାଗି ଆଖପାଖ ଅଞ୍ଚଳରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ଏହି ଅବସରରେ…
Archives


