କନ୍ଧମାଳ

ଜଙ୍ଗଲ ଜମି ପଟ୍ଟା ବଣ୍ଟନ: ଜଙ୍ଗଲ ବଞ୍ଚିଲେ ଆମେ ବଞ୍ଚିବା, ସୁରକ୍ଷା ଦେବାକୁ ନିବେଦନ

ବ୍ରାହ୍ମଣୀଗାଁ,୬ା୪ (ମନୋରଞ୍ଜନରଣା) : କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟ ପକ୍ଷରୁ ବ୍ରାହ୍ମଣୀଗାଁ ବନାଞ୍ଚଳ କାର୍ଯ୍ୟାଳୟ ପରିସର ମଧ୍ୟରେ ଶନିବାର ଦିନ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ରାଜସ୍ବ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କାଟିଙ୍ଗା ଗ୍ରାମ ପଞ୍ଚାୟତ…

ଗୋ-ମାଂସ କାଟିବା ବେଳେ ମାଡ଼ି ବସିଲା ପୋଲିସ

ବାଲିଗୁଡ଼ା,୫ା୪(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଗୋମାଂସ କଟିବା ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ବାଲିଗୁଡ଼ା ଥାନା ଅର୍ନ୍ତଗତ ସିତାପଡ଼ିଠାରେ ଗୋମାଂସ କଟାଯାଉଥିବା ଖବର ବାଲିଗୁଡ଼ା ବଜରଙ୍ଗଦଳ ପାଇବା ପରେ…

ଗାଁରେ ପଶିଲେ ୨୮ ଟିକିଆ ହାତୀପଲ, ବାସହରା ହେଲେ ପରିବାର

ଜି.ଉଦୟଗିରି,୫ା୪(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବ୍ଲକ କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ କୁର୍ମିଙ୍ଗିଆ କାଟାଗୁଡ଼ା ଗ୍ରାମରେ ୨୮ ଟିକିଆ ଜଙ୍ଗଲୀ ହାତୀ ପଲ ପଶି ଆସି ଘର ଦ୍ୱାର ସହ ଫସଲ ନଷ୍ଟ କରିଥିବା ଦେଖିବାକୁ ମିଳିଛି। ଗତ ବର୍ଷ ମଧ୍ୟ ହାତୀ…

ନାବାଳିକାଙ୍କୁ ଅପହରଣ ପରେ କରିଥିଲେ ବଳାତ୍କାର, ଅଭିଯୁକ୍ତଙ୍କୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ, ୫।୪(ରାକେଶ କୁମାର ରାଉତ)-ଏକ ନାବାଳିକା ଅପହରଣ ଏବଂ ବଳାତ୍କାର ମାମଲାର ଶୁଣାଣି କରି ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୬୦ ହଜାର ଟଙ୍କା ଜରିମାନା ଏବଂ ଅନାଦେୟ ଅଧିକ…

ଅଳିଆ ଗଦାରେ ଦାରିଙ୍ଗବାଡି: ନାକ ଟେକିଲେଣି ପର୍ଯ୍ୟଟକ, ଉନ୍ନତି ପଥରେ ଆଗେଇ ନେବାକୁ ଅଣ୍ଟାଭିଡିଛନ୍ତି ଯୁବ ସମାଜସେବୀ

ଦାରିଙ୍ଗବାଡି,୫।୪ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବରେ ଦାରିଙ୍ଗବାଡି ବେଶ୍‌ ବରିଚିତ। ଏହି ଜିଲାକୁ ଶୀତଦିନେ ପର୍ଯ୍ୟଟକଙ୍କ ସୁଅ ଛୁଟେ। ଦେଶ ଓ ବିଦେଶର ବିଭିନ୍ନ ସ୍ଥାନରୁ ପ୍ରେତିଦିନ ଶହ ଶହ ପର୍ଯ୍ୟଟକ ବର୍ଷ ତମାମ ଦାରିଙ୍ଗବାଡି ବୁଲିବାକୁ ଆସିଥାନ୍ତି ।…

ଓଡିଆ ପକ୍ଷ ପାଳନ କାର୍ଯ୍ୟକ୍ରମକୁ ଆସିଲେନି ଅଧିକାରୀ: ବ୍ଲକ କର୍ମଚାରୀଙ୍କୁ ନେଇ ଐତିହ୍ୟ ଗଣଦୌଡ଼

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଓଡ଼ିଶା ପାଳୁଛି ଓଡ଼ିଆ ପକ୍ଷ। ଏଥିପାଇଁ ପଲ୍ଲୀଠାରୁ ରାଜ୍ୟର ରାଜଧାନୀ ପର୍ଯ୍ୟନ୍ତ ଏହି ପକ୍ଷକୁ ବଡ଼ ଧୁମଧାମ୍‌ରେ ପାଳନ କରାଯାଉଛି। ଓଡ଼ିଆ ଅସ୍ମିତା ଓଡିଶାର ପରମ୍ପରା ସଂସ୍କୃତି, ଐତିହକୁ ପୁନଃରୁଦ୍ଧାର କରିବା ପାଇଁ ପାରମ୍ପରିକ ପୋଷାକ ପରିଧାନଠାରୁ…

ଭାଜପାର ଜିଲା ସାଙ୍ଗଠନିକ ବୈଠକ: ଜନ କଲ୍ୟାଣକାରୀ ଯୋଜନାର ହେବ ସଚେତନତା

ରାଇକିଆ, ୪ା୪ (ପ୍ରଦୀପ ବେହେରା): ରାଇକିଆ ସ୍ବସ୍ତିକ କଲ୍ୟାଣ ମଣ୍ଡପଠାରେ ଭାଜପାର ଜିଲାସ୍ତରୀୟ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଛି। ଜିଲା ସଭାପତି ପଣ୍ଡିତ ବିଶି ମାଝିଙ୍କ ଅଧ୍ୟକ୍ଷତାରେ ଅତିଥି ଭାବେ ଜିଲା ନିର୍ବାଚନ ଅଧିକାରୀ ପ୍ରକାଶ ମଙ୍ଗରାଜ, ପୂର୍ବତନ ଜିଲା ସଭାପତି…

ସଜେଇ ହେଉଛି ପ୍ରାଥମିକ-ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ପ୍ରଥମ ପର୍ଯ୍ୟାୟରେ ୫୪ଟି ବିଦ୍ୟାଳୟକୁ ରୂପାନ୍ତର

ଦାରିଙ୍ଗବାଡି,୪।୪ (ଅରୁଣ ସାହୁ):ଏବେ ଆଉ ବିଦ୍ୟାଳୟକୁ ଯିବାକୁ ଛାତ୍ରୀଛାତ୍ରଙ୍କ ମୁହଁରୁ ନା ଶୁଣିବାକୁ ମିଳିବନି। ଅଭିଭାବକମାନେ ଏଣିକି ଘରୋଇ ବଦଳରେ ସରକାରୀ ବିଦ୍ୟାଳୟକୁ ପିଲାଙ୍କୁ ପଠାଇବେ। ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରୂପରେଖକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିବା ପାଇଁ…

ପଞ୍ଚୁଦଣ୍ଡ ପାଇଁ ଅଣ୍ଟା ଭିଡ଼ିଲେ ଯୁବ ଗୋଷ୍ଠୀ: ଚାରିଆଡ଼େ ଆଧ୍ୟାତ୍ମିକ ପରିବେଶ

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ):ଚୈତ୍ର ପର୍ବ ଦଣ୍ଡଯାତ୍ରା ପାଇଁ ଏବେ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି। ଦାରିଙ୍ଗବାଡି ରେ ୩ ଦିନ ଧରି ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗାଜଲବାଡି ପଞ୍ଚାୟତ ଖଜୁରୀପଲିର ଦଣ୍ଡନାଚ ଚାଲିବାକୁ ରହିଥିବାବେଳେ ଗୁରୁବାର ଲଷ୍ମୀବଜାରରେ ଏହି ଯାତ୍ରା…

ଖରାକୁ ଖାତିର ନ କରି ଖୋଲା ମିନିଟ୍ରକ୍‌ରେ ଚାଲିଛି ଲୋକବୁହା, ପରିବହନ ବିଭାଗ ନୀରବ

ଦାରିଙ୍ଗବାଡ଼ି,୩ା୪(ଅରୁଣ ସାହୁ): ରାଜ୍ୟ ସରକାରଙ୍କ ବିପର୍ଯ୍ୟୟ ପରିଚାଳନା ପାଇଁ ଏବେ ଅନେକ ପଦକ୍ଷେପ ପାଇଁ ଜିଲା ଓ ବ୍ଲକ ସ୍ତରରେ ବୈଠକ କରି ସୁବ୍ୟବସ୍ଥା କରାଯିବାକୁ କୁହାଯାଉଛି। ବିଶେଷ କରି ପୂର୍ବାହ୍ନ ୧୧ଟାଠାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହର ଅଧିକ…

ବରିଷ୍ଠ ପ୍ରଶାସନିକ ଅଧିକାରୀ ଧରିତ୍ରୀ ପଢିବାକୁ ରୁଚି ରଖନ୍ତି

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ତତ୍କାଳ ବିଡ଼ିଓ ତଥା ଫୁଲବାଣୀ ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର ଧରିତ୍ରୀ ଖବର କାଗଜ ପଢିବାକୁ ଅଧିକା ରୁଚି ରଖନ୍ତି। ସେ ହାତରେ ଧରିତ୍ରୀ ଖବର କାଗଜ ଧରି ପୋଷ୍ଟ…

ଦୁର୍ଗମ ଅଞ୍ଚଳରେ ବିକାଶ କୁ ପ୍ରାଥମିକତା, ଉନ୍ନୟନ ମୂଳକ କାର୍ଯ୍ୟ ତଦାରଖ କରିଲେ ବିଡ଼ିଓ

ରାଇକିଆ,୩।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବିଡିଓ ସବ୍ୟସାଚୀ ସାହୁ ବ୍ଲକର ବିଭିନ୍ନ ଅପହଞ୍ଚ ଇଲାକାରେ ପହଞ୍ଚି ଉନ୍ନୟନ କାର୍ଯ୍ୟ ତଦାରଖ କରୁଛନ୍ତି । ବିଶେଷ କରି କରଡ଼ା, ଇନ୍ଦ୍ରଗଡ଼, ରଣବା ଭଳି ଦୁର୍ଗମ ପଞ୍ଚାୟତର ଆଭ୍ୟନ୍ତରୀଣ ଅଞ୍ଚଳରେ ସଧାରଣ ସୁବିଧା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri