କନ୍ଧମାଳ ଏମ୍ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …
ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ ଜିଲାର ଦାରିଙ୍ଗବାଡ଼ି ଏବଂ ତୁମୁଡ଼ିବନ୍ଧ ବ୍ଲକ ପାଇଁ ପ୍ରତିନିଧି ଭାବେ ମନୋନୀତ ବ୍ୟକ୍ତିମାନଙ୍କର…
ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ
ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ବିନା କଂକ୍ରିଟ ପିଲରରେ ଥିବା ପୁରୁଣା କୋଠାର କାନ୍ଥ, ଛାତ ଓ ଅନ୍ୟାନ୍ୟ…
ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…
ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି ହାତୀଙ୍କ ଏକ ପଲ ତୁମୁଡିବନ୍ଧ ବନାଞ୍ଚଳ ଅଧୀନ ଲଙ୍କାଗଡ଼ ଅଞ୍ଚଳକୁ ଆସି ବାରେଙ୍ଗିଲି…
ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ
ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଦୁର୍ଗମ କାଟିଙ୍ଗିଆ ପଞ୍ଚାୟତ ତିଆରିଗାଁ…
ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ
ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା ବିଶୋଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାୟ ୫୦ ଜଣ ବରିଷ୍ଠ ନାଗରିକ…
ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ
ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ ବୁଧବାର ସନ୍ଧ୍ୟାରେ ପାରମ୍ପରିକ ରୀତିନୀତି ଅନୁଯାୟୀ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଶୁଭଖୁଣ୍ଟି ସ୍ଥାପନ…
ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ
ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା ଘଟଣା ସମ୍ନାକୁ ଆସିଛି। ଅଙ୍ଗନଓ୍ବାଡି କେନ୍ଦ୍ରକର୍ମୀ ଓ ସହାୟିକା ପିଲାଙ୍କୁ ତାଲା ପକାଇ…
ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର
ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ ଭାବେ ଜନଜୀବନ ଚାଲିଥିବା ବେଳେ ଦୋକାନ, ବଜାର, ବ୍ୟବସାୟିକ ପ୍ରତିଷ୍ଠାନ ଖୋଲା ରହିଥିଲା।…
ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ
ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ ଦିଲ୍ଲୀରେ ଆୟୋଜିତ ଏକ ସେମିନାରରେ ଯୋଗଦେଇ କନ୍ଧମାଳ ହଳଦୀର ପାରମ୍ପରିକତା, ଗୁଣବତ୍ତା ଓ…
ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ
ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ଗତ ସୋମବାର ବେଲଘର କଲୋନୀ ସାହିର ଲୋକମାନେ…
ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି
ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ ସ୍ଥାନୀୟ ଯୁବ ସରପଞ୍ଚ ଦୀପକ ପ୍ରଧାନ ଆଗେଇ ଆସିଛନ୍ତି। ମଙ୍ଗଳବାର ସରପଞ୍ଚ ହଠାତ୍…
ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ
ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା ବାରହା ଆକ୍ରମଣର ଶିକାର ହୋଇ ଗୁରୁତର ଆହତ ହୋଇଛନ୍ତି। ବାରହାଟି ହଠାତ୍ ଆକ୍ରମଣ…

