‘ଆଦିବାସୀଙ୍କ ଦାବି ପୂରଣ ପ୍ରତି ସରକାର ଗୁରୁତ୍ୱ ଦିଅନ୍ତୁ’
ତୁମୁଡିବନ୍ଧ,୨୯ା୪(ଦିପକ କୁମାର ପରାସେଠ)- କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁଇ କୁଳ ସମିତିର ସାଂସ୍କୃତିକ ବାର୍ଷିକ ଉତ୍ସବ ମଙ୍ଗଳବାର ପାଳିତ ହୋଇଛି। ଏଥିରେ ତୁମୁଡିବନ୍ଧ ବ୍ଲକ କୁଇ କୁଳ ସଭାପତି ଯୁବରାଜ ପାଟମାଝି, ସମ୍ପାଦକ ଦଶରଥ ମାଝି ଓ ପଞ୍ଚାୟତସ୍ତରୀୟ ନେତୃବୃନ୍ଦ…
ସୌଜନ୍ୟ ବଦଳରେ ସ୍ବଜନ୍ୟ ଲେଖାକୁ ନେଇ ଉଦବେଗ ପ୍ରକାଶ କଲେ ପର୍ଯ୍ୟଟକ
ଦାରିଙ୍ଗବାଡି, ୨୯।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଓଡିଶାର କାଶ୍ମୀର ଭାବେ ବହୁ ପରିଚିତ। ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ ବୁଲିବାକୁ ଆସୁଛନ୍ତି କେତେବେଳେ ଅଳିଆ ଆବର୍ଜନା ଓ କୁଢ଼ କୁଢ଼ ପ୍ଲାଷ୍ଟିକ ପର୍ଯ୍ୟଟନ କ୍ଷେତ୍ରରେ ପଡିଥିବା ଦେଖି…
ବିଶ୍ୱ ଏକତା, ବିଶ୍ୱାସର ବିକାଶ ପାଇଁ ରାଜଯୋଗ
ଦାରିଙ୍ଗବାଡ଼ି,୨୭ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପ୍ରଜାପତି ବ୍ରହ୍ମକୁମାରୀ ପକ୍ଷରୁ ରବିବାର ବିଶ୍ୱ ଏକତା ଓ ବିଶ୍ୱାସର ବିକାଶ ପାଇଁ ରାଜଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅତିଥି ଭାବେ କାକଟପୁରର ରାଜଯୋଗିନୀ ବି.କେ କୁନ୍ତଳା, ନିମାପଡ଼ାର ରାଜଯୋଗିନୀ ବି.କେ…
ବିପଦକୁ ଡାକୁଛି ଶୁଖିଲା ଗଛ, ପବନରେ ଡାଳ ଭାଙ୍ଗିବାରୁ ଆତଙ୍କିତ ପଥଚାରୀ
ଦାରିଙ୍ଗବାଡ଼ି,୨୭।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ଳିହେରୀ ପଞ୍ଚାୟତ ମ୍ଲୁକଚେରୀ ଗାଁ ଜାତୀୟରାଜପଥ କଡ଼ରେ ରହିଛି ଶୁଖିଲା ବିରାଟ କାୟ ଗଛ। ଯାହାକି ବିପଦ ସଂକୁଳ ଅବସ୍ଥାରେ ରହିଛି। ଶନିବାର କାଳବୈଶାଖୀର ପ୍ରଭାବରେ ଗଛର ଶୁଖିଲା ଡାଳ ସବୁ…
ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର
ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ କଷ୍ଟ ମାଝୀ(୪୫)। ଗୁରୁତର ଜଣକ ରବି ଖମାରୀ(୫୦)।…
ଦିବ୍ୟାଙ୍ଗ ଶିକ୍ଷା ତାଲିମ ଶିବିର ଉଦ୍ଯାପିତ
ଦାରିଙ୍ଗବାଡ଼ି,୨୬ା୪ (ଅରୁଣ ସାହୁ): ୧୫ ଦିନ ଧରି ଚାଲିଥିବା ନିଷ୍ଠା ବା ସମାନ ଓ ଅନ୍ତର୍ଭୁକ୍ତ ଶିକ୍ଷା ତାଲିମ ଶିବିର ଉଦ୍ଯାପିତ ହୋଇଛି। ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉଦ୍ଯାପନୀ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ବେହେରାଙ୍କ ତତ୍ୱାବଧାନରେ…
ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ
ମୋହନା,୨୬ା(ମନ୍ମଥ ମିଶ୍ର): ମୋହନାରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ୧୩୪ତମ ଜୟନ୍ତୀ ପାଳିତ ହୋଇଛି। ମୋହନାସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଯୁବକ ସଂଘ ପକ୍ଷରୁ ହୋଇଥିବା ଏହି ଉତ୍ସବରେ ସଂଘ ସଭାପତି ଅଜିତ ପାତ୍ର ଓ ବାର୍ ଆସୋସିଏଶନ ଉପସଭାପତି ସୀମାଞ୍ଚଳ କାର୍ଜି,…
ଖଣି ଖନନ ଯୋଜନା ବିରୋଧରେ ବିଜାଲି ଗ୍ରାମରେ ପ୍ରତିବାଦ ସଭା: ଜିଲା ପ୍ରଶାସନ, ବ୍ଲକ ପ୍ରଶାସନକୁ ଟାର୍ଗେଟ୍
ଦାରିଙ୍ଗବାଡ଼ି,୨୬ା୪ (ଅରୁଣ ସାହୁ): ଆମକୁ ଖଣି ନୁହଁ ଜଳ, ଜଙ୍ଗଲ ଓ ପରିବେଶ ଦରକାର, ଆମ ପାଇଁ ଜୀବନ ଓ ଜୀବିକା ମୂଲ୍ୟବାନ। ଏଠି ଖଣି ଖନନ ହେଲେ କେବଳ ବିଜାଲି ନୁହେଁ, ସାରା ହାତୀମୁଣ୍ଡା ଗ୍ରାମ ପଞ୍ଚାୟତ ସମେତ ପଡୋଶୀ…
କାଳବୈଶାଖୀ ପ୍ରଭାବ: ଘରଉପରେ ପଡ଼ିଲା ଗଛ
ରାଇକିଆ,୨୪।୪:(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ଘଟିଛି । ପ୍ରବଳ ବେଗରେ ପବନ ବହିବା ସହ କୁଆପଥର ମାଡ ହୋଇଥିଲା। ଏହାର ପ୍ରଭାବରେ ଗଛ ଭାଙ୍ଗି ଘର ଉପରେ ପଡ଼ିଥିବା…
ପହଲଗାମ୍ରେ ଆତଙ୍କବାଦୀ ଆକ୍ରମଣ ଘଟଣା: ଦାରିଙ୍ଗବାଡ଼ି ବଣିକ ସଂଘ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା
ଦାରିଙ୍ଗବାଡି, ୨୫।୪ (ଅରୁଣ ସାହୁ)- ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କୀବାଦୀଙ୍କ ଆକ୍ରମଣ ଘଟଣାରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବଣିକ ସଙ୍ଘ ଓ ଗ୍ରାମବାସୀ ପକ୍ଷରୁ ଏହାର ପ୍ରତିବାଦ ଜଣାଯାଇଛି। ଏଥିସହ ମୃତ ହିନ୍ଦୁ ପର୍ଯ୍ୟଟକଙ୍କ ଆମର ଆତ୍ମାର ସଦ୍ଗତି କାମନା କରି…
ଧରିତ୍ରୀ ଖବରଦାତାଙ୍କ ନାଁ ନେଇ ଫେକ୍ ଚିଠି
ଦାରିଙ୍ଗବାଡି,୨୫।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଧରିତ୍ରୀ ପ୍ରତିନିଧିଙ୍କ ନାମରେ ଫେକ ଚିଠି ଯାଇଛି ପ୍ରଶାସନିକ ଅଧିକାରୀଙ୍କ ନିକଟକୁ। ତେବେ ପ୍ରଶାସନିକ ଅଧିକାରୀମାନେ ସେଠାରେ ଅନୁପସ୍ଥିତ ଥିବାରୁ ଉକ୍ତ ଚିଠି ଫେରେଇ ଦିଆଯାଇଛି। ପ୍ରକାଶ ଯେ, ବାଲିଗୁଡା ତହସିଲଦର ପ୍ରଫୁଲ…
ତାର ଉପରେ ଗଛ ପଡ଼ି ବିଦ୍ୟୁତ୍ ସରବରାହ ବନ୍ଦ
ଖଜୁରିପଡ଼ା,୨୫ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ଅନ୍ତର୍ଗତ ଡଲାବାଲି ଛକ ଖେଳପଡିଆଠାରେ ବିଦ୍ୟୁତ୍ ତାର ଉପରେ ଗୁରୁବାର ଗଛ ପଡ଼ି ଯିବାରୁ ଦୀର୍ଘ ୯ ଘଣ୍ଟା ଧରି ବିଦ୍ୟୁତ୍ ସରବରାହ ବନ୍ଦ ରହିଥିଲା। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲେ। ବିଭାଗୀୟ ଯନ୍ତ୍ରୀ…
Archives


