କନ୍ଧମାଳ

ଦାରିଙ୍ଗବାଡ଼ି ବୁଲିଲେ ଇଟାଲୀ ପର୍ଯ୍ୟଟକ

ଦାରିଙ୍ଗବାଡି,୫ା୧ (ଅରୁଣ ସାହୁ): କନ୍ଧମାଳ ଜିଲାକୁ ବିଦେଶୀ ପର୍ଯ୍ୟଟକମାନେ ବୁଲିବା ଆଗ୍ରହ ରହୁଥିବା ବେଳେ ଦାରିଙ୍ଗବାଡ଼ି, ବାଲିଗୁଡ଼ା, ତୁମୁଡ଼ିବନ୍ଧ, କୋଟଗଡ଼ ଆଦି ଅଞ୍ଚଳରେ ବୁଲି ଅନୁସୂଚିତ ଜନଜାତିଙ୍କ ସମ୍ପର୍କରେ ଅଧିକା ଜାଣିବା ପାରମ୍ପରିକ ଖାଦ୍ୟ ସମେତ ସେମାନଙ୍କ ଚଳଣିକୁ ପସନ୍ଦ...

ବାରଣ୍ଡାରେ ବସିଥିବାବେଳେ ମାଡ଼ିଗଲା ଅଟୋ, ୩ ଗୁରୁତର

ରାଇକିଆ,୫ା୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବାସନ୍ତୀ ପଲ୍ଲୀ ଛକ ନିକଟରେ ରବିବାର ଅପରାହ୍ନରେ ଘର ବାରଣ୍ଡା ଉପରକୁ ଅଟୋ ମାଡ଼ି ଯାଇ ୩ ଜଣ ଗୁରୁତର ହୋଇଛନ୍ତି। ଏକ ଡାଲା ଅଟୋ ନିୟନ୍ତ୍ରଣ ହରାଇ ରାସ୍ତାକଡ଼ ଘର ବାରଣ୍ଡା...

ସୌନ୍ଦର୍ଯ୍ୟ ହରାଉଛି ‘ଆଇ ଲଭ୍‌ ଦାରିଙ୍ଗବାଡ଼ି ସାଇନ୍‌ ବୋର୍ଡ’

ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ଆସୁଛନ୍ତି। ଆଉ କିଛି ଦିନ ପରେ ଏଠାରେ ଆରମ୍ଭ ହେବ ଶୀତ ମହୋତ୍ସବ। ଏନେଇ ସ୍ଥାନୀୟ ଓ ଜିଲା ପ୍ରଶାସନ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ଦାରିଙ୍ଗବାଡ଼ି ଏହି...

ପାଟ୍ଟାବନ୍ଧା ଜଳପ୍ରପାତରେ ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼, ଭୋଜିଭାତ କରି ଉଠାଉଛନ୍ତି ମଜା

ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): ଯେତିକି ଶୀତ ବୃଦ୍ଧି ପାଉଛି, କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ପର୍ଯ୍ୟଟନକ୍ଷେତ୍ରଗୁଡିକୁ ସେତିକି ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ପର୍ଯ୍ୟଟନକ୍ଷେତ୍ର ମଧ୍ୟରେ  ପାଟ୍ଟାବାନ୍ଧା ଜଳପ୍ରପାତ ଅନ୍ୟତମ। ଏହି ଜଳପ୍ରପାତ ଦୁର୍ଗମ ଘାଟି, ପାହାଡ଼ ମଧ୍ୟରେ ରହିଥିଲେ...

ଶୀତରେ ଥରୁଛି ଜି. ଉଦୟଗିରି, ୫ ଦିନ ଧରି ରାଜ୍ୟରେ ସବୁଠାରୁ ଥଣ୍ଡା ସହର

ଜି ଉଦୟଗିରି ୫।୧(ଶିଶିର ପଟ୍ଟନାୟକ): ଗତ ୫ଦିନ ହେବ ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଚିହ୍ନଟ ହୋଇଛି । ରବିବାର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲସିୟସ ରହିଛି । ଗୁରୁବାର, ଶୁକ୍ରବାର ଦିନ ସର୍ବନିମ୍ନ...

ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ସହର, ସର୍ବନିମ୍ନ ତାପମାତ୍ରା…

ଜି.ଉଦୟଗିରି,୪ା୧(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି.ଉଦୟଗିରି ସହର କ୍ରମାଗତ ୪ଦିନ ଧରି ରାଜ୍ୟର ସବୁବେଳେ ଥଣ୍ଡା ସହର ଭାବେ ଚିହ୍ନଟ ହୋଇଛି। ଶନିବାର ସର୍ବନିମ୍ନ ତାପମାତ୍ରା ୪.୬ ଡିଗ୍ରୀ ରେକର୍ଡ କରାଯାଇଛି। ଗୁରୁବାର ଓ ଶୁକ୍ରବାର ସର୍ବନିମ୍ନ ତାପମାତ୍ରା ୪.୮...

୧୧ରୁ ଶୀତ ମହୋତ୍ସବ: ଯୋଗଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲା କମିଟି

ଦାରିଙ୍ଗବାଡି,୪।୧(ଅରୁଣ ସାହୁ):ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁକ୍ରବାର ବିଳମ୍ବିତ ରାତିରେ ଦାରିଙ୍ଗବାଡି ଶୀତ ମହୋତ୍ସବ କମିଟି ଭେଟିଛନ୍ତି। କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, କମିଟିର ସମ୍ପାଦକ ତଥା ବିଡ଼ିଓ...

ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ ଭାଇଚାରା, ଶାନ୍ତି ସଦ୍‌ଭାବନା ପାଇଁ ନିଆରା ପ୍ରୟାସ

ଦାରିଙ୍ଗବାଡି,୩।୧ (ଅରୁଣ ସାହୁ ): କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଲାଦାମାଲା ଗ୍ରାମରେ ନୂତନ ବର୍ଷରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ  ଗୁରୁବାର ସାଂସ୍କୃତିକ କାର୍ଯ୍ୟକ୍ରମ ବଡ଼ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ କାର୍ଯ୍ୟକ୍ରମକରେ...

ଖସିଲା ପାରଦ: ବଢ଼ିଲା ଶୀତ, କାଲୁଆ ମାରିଯାଉଛି ଦେହହାତ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): ପୁଣି ବାହୁଡ଼ିଲା ଶୀତ। ଲଘୁଚାପ ଜନିତ ବର୍ଷା କିଛିଦିନ ଲାଗିରହିଥିଲା। ଫଳରେ ଦିନରେ କୋହଲା ପାଗ ସହ ରାତିରେ ତାପମାତ୍ରା ବୃଦ୍ଧି ପାଇ ୧୮ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଯାଇଥିଲା। ପୁଣି ଏବେ ପାଗ ଶୁଖିଲା ରହିବା...

ଘର ଭାଙ୍ଗୁଥିବାବେଳେ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ, ଚାପି ହୋଇଗଲେ

ବାଲିଗୁଡ଼ା,୨ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ତୁମୁଡ଼ିବନ୍ଧର ରାମପୁର ଛକରେ ଘର କାନ୍ଥ ପଡ଼ି କିରିକୁଟି ଗ୍ରାମର ଶ୍ରମିକ ମାନେଶ୍ୱର ପ୍ରଧାନଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।...

ଶୀତରେ ଥରୁଛି ଜି.ଉଦୟଗିରି ସହର, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୨ା୧(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି.ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଚିହ୍ନଟ ହୋଇଛି। ପ୍ରବଳ ଶୀତରେ ଥରୁଛି ସହର। ଗୁରୁବାର ଜି.ଉଦୟଗିରି ସହରର ସର୍ବନିମ୍ନ ତାପମାତ୍ରା ୪.୮ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ବୋଲି ଜି.ଉଦୟଗିରି କୃଷି ଗବେଷଣା...

୪ ଦଶନ୍ଧି ପରେ ପୂରଣ ହେବ ସ୍ବପ୍ନ! ବ୍ରାହ୍ମଣୀଗାଁରେ ବ୍ଲକ ସ୍ଥାପନ ହେବା ଆଶା ବୃଦ୍ଧି

ଦାରିଙ୍ଗବାଡି, ୨।୧ (ଅରୁଣ ସାହୁ):ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ସରକାର ଗଠନ କରିଛି। ସରକାରଙ୍କ ନୂଆ ନୂଆ ଯୋଜନା ପ୍ରସ୍ତୁତି ହେଉଛି, ଯାହାକି ଗରୀବ ଶ୍ରେଣୀର ଲୋକଙ୍କ ପାଇଁ ଅନେକ ଫାଇଦା ଦେବ। ନୂଆ ସରକାରଙ୍କ ଉପରେ ଲୋକଙ୍କ ଆସ୍ଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri