କନ୍ଧମାଳ

ଖସିଲା ପାରଦ, ବଢ଼ିଲା ଶୀତ:୧୦ ଡିଗ୍ରୀ ତଳେ ପାରଦ

ଦାରିଙ୍ଗବାଡି,୨।୧(ଅରୁଣ ସାହୁ): ପୁଣି ବାହୁଡ଼ିଲା ଶୀତ। ଲଘୁଚାପ ଜନିତ ବର୍ଷା କିଛିଦିନ ଲାଗିରହିଥିଲା। ଫଳରେ ଦିନରେ କୋହଲା ପାଗ ସହ ରାତିରେ ତାପମାତ୍ରା ବୃଦ୍ଧି ପାଇ ୧୮ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଯାଇଥିଲା। ପୁଣି ଏବେ ପାଗ ଶୁଖିଲା ରହିବା...

କାର୍ଯ୍ୟରେ ଯୋଗଦାନ ପରେ ପ୍ରକଳ୍ପ ପରିଦର୍ଶନ କଲେ ପ୍ରକଳ୍ପ ପ୍ରଶାସକ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ନୂତନ ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର ବୁଧବାର କାର୍ଯ୍ୟରେ ଯୋଗଦାନ କରିବା ପରେ ତାଙ୍କୁ ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ସମେତ ଅନ୍ୟ କର୍ମଚାରୀମାନେ...

ବାଲିଗୁଡ଼ା ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଭାବେ କାର୍ଯ୍ୟରେ ଯୋଗଦେଲେ ଗଦାଧର ପାତ୍ର, କହିଲେ ଜନଜାତି…

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ନୂଆ ପ୍ରକଳ୍ପ ପ୍ରଶାସକ ଭାବେ ଗଦାଧର ପାତ୍ର ନୂତନ ବର୍ଷ ବୁଧବାରରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିର୍ଦ୍ଦେଶ...

ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ: ମନ୍ଦିର-ଚର୍ଚ୍ଚରେ ପ୍ରବଳ ଭିଡ଼

ଦାରିଙ୍ଗବାଡି, ୧।୧ (ଅରୁଣ ସାହୁ): ଇଂରାଜୀ ନୂତନ ବର୍ଷ ବୁଧବାର ବଡ଼ ଧୁମଧାମରେ ପାଳନ କରାଯାଉଛି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡି, ସିମନବାଡି, ବ୍ରାହ୍ମଣୀଗାଁ, ତାଜୁଙ୍ଗିଆ କାଟିଙ୍ଗିଆ, ସରାମୁଳି, ଦାସିଙ୍ଗବାଡି, ଭ୍ରମରବାଡି, ଶିକରମାହା, ପର୍ତ୍ତମାହା ଆଦି ୨୫ ପଞ୍ଚାୟତ...

ପ୍ରଥମେ ଭାରତ ଆଉ ଏବେ ଓଡିଶା ବୁଲି ପ୍ରକୃତି ସୁରକ୍ଷା ଦେଉଛନ୍ତି ନନ୍ଦିଘୋଷ 

ଦାରିଙ୍ଗବାଡି,୩୧।୧୨ (ଅରୁଣ ସାହୁ ): ପ୍ରକୃତିକୁ ସୁରକ୍ଷା ଦେବା ପାଇଁ ଗାଁଗାଁ ବୁଲି ଜନ ସଚେତନ କରୁଛନ୍ତି ନନ୍ଦିଘୋଷ ଖମାରୀ। ବରଗଡ଼ ଜିଲାର ବାସିନ୍ଦା ନନ୍ଦିଘୋଷ ଗତ ୨୫ ଦିନହେଲା ଏହି ଯାତ୍ରା ଆରମ୍ଭ କରିଥିବା ବେଳେ ଏବେ ସୁଦ୍ଧାସେ...

ଭାରତ ବନ୍ଦ ଡାକରା ପ୍ରଭାବ: ପର୍ଯ୍ୟଟକ ହଟହଟା

ଦାରିଙ୍ଗବାଡି, ୩୧।୧୨ (ଅରୁଣ ସାହୁ ): ବିଭିନ୍ନ ସଂଗଠନ ପକ୍ଷରୁ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଦେଖିବାକୁ ମିଳିଛି। ପ୍ରକାଶ ଯେ, ଦେଶରେ ନିର୍ବାଚନରେ ଅନିୟମିତତା ହେଉଛି ତେଣୁ ଇଭିଏମରେ ନିର୍ବାଚନକୁ...

କୁହୁଡି ଚାଦର ତଳେ ଦାରିଙ୍ଗବାଡିର ଏକାଧିକ ସ୍ଥାନ: ଯାତାୟତ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୩୧।୧୨ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ପ୍ଳିହେରି, ସିମନବାଡି, କିରିକୁଟି, ବାଡାବାଙ୍ଗା, ସୁଲୁମାହା, ଡାବୁଲୁମାହା ଆଦି ଅଞ୍ଚଳରେ ଘନ କୁହୁଡି ଯୋଗୁ ଗାଡି ମୋଟର ଯାତାୟତରେ ବାଧା ସୃଷ୍ଟି ହୋଇଛି। ବିଶେଷ କରି ଜାତୀୟ ରାଜପଥ...

ରାସ୍ତାରେ ହାଇଓ୍ବାର ବ୍ରେକ୍‌ ଫେଲ୍‌, ଉପସ୍ଥିତି ବୁଦ୍ଧି ଖଟାଇଲେ ଡ୍ରାଇଭର

ଦାରିଙ୍ଗବାଡ଼ି,୩୦ା୧୨(ଅରୁଣ ସାହୁ): ବାଲି ବୋଝେଇ ଏକ ହାଇଓ୍ବା ରାଜପଥ ଉପରେ ବଡ଼ ଦୁର୍ଘଟଣାରୁ ରକ୍ଷା ପାଇଯାଇଛି। ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ବଡ଼ ଧରଣର ବିପଦ ଟଳି ଯାଇଛି। ପ୍ରକାଶ ଯେ, ୫୯ ନଂ ଜାତୀୟ ରାଜପଥରେ ବାଲିଗୁଡ଼ାରୁ ହାଇଓ୍ବା...

ମନ୍ଥରଗତିରେ ଚାଲିଛି ଅଞ୍ଚଳର ବିକାଶ କାର୍ଯ୍ୟ, ଏକାଠି ହୋଇ କାର୍ଯ୍ୟ କରିବାକୁ ପରାମର୍ଶ

ଦାରିଙ୍ଗବାଡ଼ି,୩୦ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସମିତିର ନବମ ଅଧିବେଶନ ବୈଠକ ସମିତିର ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ବୈଠକ ଆରମ୍ଭ ପୂର୍ବରୁ ବୈଠକ ସମ୍ପର୍କରେ ବିଡିଓ ପ୍ରୀତିରଞ୍ଜନ...

ନିଆରା ସଡ଼କ ସୁରକ୍ଷା ସଚେତନ: ଗୋଲାପ ଫୁଲ ଦେଇ ଗାଡ଼ିଚାଳକଙ୍କୁ କଲେ ସ୍ବାଗତ

ଦାରିଙ୍ଗବାଡ଼ି,୩୦ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଉଛି। ପ୍ରାୟ ସମୟରେ ଛୋଟ ବଡ଼ ଦୁର୍ଘଟଣା ଦେଖାଯିବା ସହ ଅନେକ ଲୋକଙ୍କ ଅକାରଣରେ ଜୀବନ ଚାଲିଯାଉଛି। ଦ୍ରୁତଗତିରେ ଗାଡ଼ିଚାଳନା, ହେଲମେଟ୍‌ ଓ ସିଟ୍‌...

ବଢୁଛି ପର୍ଯ୍ୟଟକଙ୍କ ଭିଡ଼, କମୁଛି ଅର୍ଥ ସଂଗ୍ରହ: ବାଟମାରଣା ସନ୍ଦେହ

ଦାରିଙ୍ଗବାଡି,୩୦।୧୨(ଅରୁଣ ସାହୁ): ଶୀତ ଯେମିତି ବଢୁଛି ପର୍ଯ୍ୟଟକଙ୍କ ଦାରିଙ୍ଗବାଡି ବୁଲିବା ସଂଖ୍ୟା ସେମିତି ବୃଦ୍ଧି ପାଉଛି। ପର୍ଯ୍ୟଟକଙ୍କ ବୃଦ୍ଧିକୁ ନଜରରେ ରଖି ଜିଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନ ପର୍ଯ୍ୟଟନ କ୍ଷେତ୍ରଗୁଡିକୁ ରୂପାନ୍ତର କରୁଛି। ଯେଉଁଭଳି ଲକ୍ଷ ଲକ୍ଷ ଟଙ୍କା...

ପର୍ଯ୍ୟଟକଙ୍କ ଭିଡ଼, ଅଳିଆ ଗଦାରେ ଦାରିଙ୍ଗବାଡି:ସ୍ବଚ୍ଛତାକୁ ନେଇ ଉଠିଲା ପ୍ରଶ୍ନ

ଦାରିଙ୍ଗବାଡି,୩୦।୧୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଥିବା ବ୍ଲକ ପ୍ରଶାସନ ପକ୍ଷରୁ ଜଣାପଡିଛି। ତେବେ ପର୍ଯ୍ୟଟକଙ୍କ ପ୍ରଚଣ୍ଡ ଭିଡ଼ ଯୋଗୁ ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ପରିସର ଓ ବାହାରେ କୁଢ଼କୁଢ଼ ଅଳିଆ ଗଦା ଦେଖିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri