କନ୍ଧମାଳ

ଅଷ୍ଟଦଣ୍ଡ ମିଳନ କାର୍ଯ୍ୟକ୍ରମ ଉଦଯାପିତ: ମନ ମୋହିଲା ପାରମ୍ପରିକ ଦଣ୍ଡ ନୃତ୍ୟ

ରାଇକିଆ, ୫।୪(ପ୍ରଦୀପ ବେହେରା )-କନ୍ଧମାଳ ଜିଲା ରାଇକିଆ ପଞ୍ଚଦଣ୍ଡ ପରିଚାଳନା କମଟି ଆନୁକୁଲ୍ୟରେ ଗୁରବାର ଅଷ୍ଟମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆୟୋଜକ ପଞ୍ଚଦଣ୍ଡ କମିଟିର ୨୬ ବର୍ଷ ପୂର୍ତ୍ତି ଅବସରରେ ଅଷ୍ଟଦଣ୍ଡ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ନିମନ୍ତ୍ରଣ କରାଯାଇଥିବା ଆଠ…

ନିଜକୁ ନିଜେ ସୁରକ୍ଷା ଦେବାରେ ସିଦ୍ଧହସ୍ତ ହେବେ ଛାତ୍ରୀ: ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ

ଦାରିଙ୍ଗବାଡି, ୧୦।୪ (ଅରୁଣ ସାହୁ )- କଲେଜ ପଢିବା ଛାତ୍ରୀମାନେ ନିଜ ସୁରକ୍ଷାକୁ କିଭଳି ସୁଦୃଢ଼ କରିବେ ସାମାଜିଜ ସୁରକ୍ଷା ପାଇଁ ସେମାନଙ୍କୁ ରାଜ୍ୟ ସରକାର ତାଲିମ ପ୍ରଦାନ କରୁଛନ୍ତି। ପ୍ରକାଶ ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ…

ସିମନବାଡ଼ି-ବାଡାବାଙ୍ଗାରେ ଦଣ୍ଡନାଚ: ଦର୍ଶକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଚୈତ୍ର ମାସରେ ଚାରିଆଡ଼େ ଦଣ୍ଡନାଚ ପାଇଁ ଏକ ପ୍ରକାର ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଏହି ପ୍ରରିପ୍ରେକ୍ଷୀ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଧ୍ୟ ପ୍ରତିଦିନ ଗାଁ ଗାଁରେ ଏହି ଦଣ୍ଡନାଚ ଚାଲିଛି। ଏହି ଅବସରରେ ଗୁରୁବାର…

ଶୁଭାରମ୍ଭ ଅପେକ୍ଷାରେ ‘ଆୟୁଷ୍ମାନ ଯୋଜନା’: ଉପକୃତ ହେବେ ହଜାର ହଜାର ହିତାଧିକାରୀ

ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା। ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଯାହାକି ସ୍ବାସ୍ଥ୍ୟସେବାରେ ଲୋକମାନେ ଅନେକ ଉପକୃତ ହେବେ। ମୁଖ୍ୟମନ୍ତ୍ରୀ…

ରାଇକିଆ ଚଳଚଞ୍ଚଳ: ଅଷ୍ଟଦଣ୍ଡ ପାଇଁ ବଢୁଛି ଭକ୍ତଙ୍କ ଗହଳି

ରାଇକିଆ,୧୦ା୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଗୁରୁବାର ଅନୁଷ୍ଠିତ ହେଉଛି ଅଷ୍ଟ ଦଣ୍ଡ ମିଳନ କାର୍ଯ୍ୟକ୍ରମ। ଏଥିପାଇଁ ରାଇକିଆ ସହର ଚଳଚଞ୍ଚଳ ହୋଇଉଠିଛି। ସକାଳୁ ଅଷ୍ଟଦଣ୍ଡ ମିଳନ କାର୍ଯ୍ୟକ୍ରମରେ ଭାଗ ନେଉଥିବା ଦଣ୍ଡନୃତ୍ୟ ଦଳମାନେ ପହଞ୍ଚିଥିବା ବେଳେ ଶ୍ରଦ୍ଧାଳୁଙ୍କର ମଧ୍ୟ ଭିଡ଼…

ଅବକାରୀ ବିଭାଗର ମହୁଲ ଜବତ ଘଟଣା: ଦୁଇ ସ୍ଥାନରୁ ୨ ହଜାର ୪୫ କେଜି ମହୁଲ ଜବତ

ଦାରିଙ୍ଗବାଡି, ୧୦।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅବକାରୀ ବିଭାଗ ଏବେ ଆକ୍ସନ ମୁଡ଼ରେ। ବିଭାଗ ବୁଧବାର ୨ଟି ସ୍ଥାନରେ ଚଢ଼ାଉ କରି ବେଆଇନ ଭାବେ ମହୁଲ କିଣା ବିକା କରୁଥିବା ଗୋଦାମରୁ ୨ ହଜାର ୪୫ କେଜି…

ସିଆରପିଏଫ ୧୨୭ ବାଟାଲିୟନ ପକ୍ଷରୁ ବୀରତ୍ୱ ଦିବସ ପାଳିତ

ବାଲିଗୁଡ଼ା,୯।୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ସିଆରପିଏଫ’ର ୧୨୭ ବାଟାଲିୟନ ପକ୍ଷରୁ ସାହସୀ ସୈନିକ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦେଶ୍ୟରେ କ୍ୟାମ୍ପ ପରିସରରେ ବୀରତ୍ୱ ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ କମାଣ୍ଡାଣ୍ଟ ପଙ୍କଜ ବର୍ମା ଏବଂ ଅନ୍ୟାନ୍ୟ…

ବେଆଇନ ମହୁଲ ଫୁଲ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଅବକାରୀ ବିଭାଗର ଚାବୁକ

ଦାରିଙ୍ଗବାଡି,୯।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ମହୁଲ ଗୋଦାମରେ ଚଢ଼ାଉ କରି ପ୍ରାୟ ୫୦ ଛୋଟ ବଡ଼ ବସ୍ତାରେ ଭର୍ତ୍ତି ମହୁଲ ଫୁଲକୁ ଜବତ କରିଛି। ବିଭାଗ ଏହାର ଆନୁମାନିକ ମୂଲ୍ୟ…

ନାବାଳିକାଙ୍କୁ ବଳାତ୍କାର: ଆସିଲା ବଡ଼ ରାୟ

ଫୁଲବାଣୀ,୯।୪(ରାକେଶ କୁମାର ରାଉତ): ଜଣେ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରା ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୨୦ ହଜାର ଟଙ୍କା…

ତାତିଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ: ଦାୟିତ୍ୱ ନେଇଥିବା ସଂସ୍ଥାକୁ କତାଲିକାଭୁକ୍ତ କରିବାକୁ…

ଫୁଲବାଣୀ ଅଫିସ, ୯ା୪(ରାକେଶ କୁମାର ରାଉତ):  ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଦିନିକିଆ କନ୍ଧମାଳ ଜିଲା ଗସ୍ତରେ ଆସି ଜିଲାସ୍ତରୀୟ ସମୀକ୍ଷା କରିଛନ୍ତି। ଜିଲା ପରିଷଦ ସଭାଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ସେ…

ସଫଳତାର ସହ ପଞ୍ଚୁଦଣ୍ଡ ଶେଷ: ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଲା

ଦାରିଙ୍ଗବାଡ଼ି,୯।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିରେ ସଫଳତାର ସହ ପଞ୍ଚୁଦଣ୍ଡ ମିଳନ କାର୍ଯ୍ୟକ୍ରମ ବୁଧବାର ସକାଳ ୭ ଟାରେ ସମ୍ପୂର୍ଣ୍ଣ ହୋଇଛି।ଜିଲାର କେଲେମାହା ଦଣ୍ଡୁଆ ଦଳ ସମେତ ଡାମିଗୁଡା, ଡାଉଙ୍ଗିଆ, ଗ୍ରୀନବାଡି ଏବଂ ଗୁଞ୍ଜିବାଡିର ଦଣ୍ଡୁଆମାନଙ୍କ ଦ୍ୱାରା…

୩ ବିଦ୍ୟାଳୟକୁ ସମ୍ମାନିତ କଲେ ଗୋଷ୍ଠୀ ଶିକ୍ଷାଧିକାରୀ

ଜି.ଉଦୟଗିରି,୮ା୪ (ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଠାରେ ନୂଆ ବିଦ୍ୟାର୍ଥୀ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆ ପାଇଁ ଶିକ୍ଷା ସଚେତନତା ରଥ ଭ୍ରମଣର କାର୍ଯ୍ୟକ୍ରମ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri