ଏଟିଏମରୁ ଟଙ୍କା ଉଠାଇବାବେଳେ ବାହାରିଲା ଫଟା ୫୦୦ ଟଙ୍କିଆ ନୋଟ
ଦାରିଙ୍ଗବାଡି, ୪।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିଠାରେ ଥିବା ଏସବିଆଇର ଏଟିଏମରୁ ଅଚଳ ୫ ଶହ ଟଙ୍କିଆ ନୋଟ ବାହାରୁଥିବା ଅଭିଯୋଗ ହୋଇଛି। ଗୋଟିଏ କି ୨ଟି ନୁହଁ ୭ଟି ଫଟା ୫ ଶହ ଟଙ୍କିଆ ନୋଟ…
ବାଲିଗୁଡା ଅଭିମୁଖେ ଯାଉଥିବା କାଠ ବୋଝେଇ ମିନିଟ୍ରକକୁ ମାଡି ବସିଲେ ବନ ଅଧିକାରୀ
ଦାରିଙ୍ଗବାଡି, ୪।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳରେ ମିନି ଟ୍ରକ ସହ ୭୦ଖଣ୍ଡ ପିଆଶାଳ କାଠ ପଟା ଜବତ ହୋଇଛି। ଯାହାର ଆନୁମାନିକ ମୁଲ୍ୟ ଦେଢ଼ ଲକ୍ଷ ଟଙ୍କା ହେବ ବୋଲି ବନାଞ୍ଚକ ଅଧିକାରୀ ମାଧବ ଚନ୍ଦ୍ର ବେହେରା…
ଯୌନ ଉତ୍ପୀଡ଼ନ ସମ୍ପର୍କରେ ଛାତ୍ରୀଛାତ୍ରଙ୍କୁ କରାଗଲା ସଚେତନ, ବାଲ୍ୟ ବିବାହଠୁ ଦୂରରେ ରହିବାକୁ ପରାମର୍ଶ
ଦାରିଙ୍ଗବାଡି, ୪।୮ (ଅରୁଣ ସାହୁ): ଆଜିର ଶିଶୁ କାଲିର ଭବିଷ୍ୟତ ସେମାନଙ୍କ ସାମାଜିକ ସୁରକ୍ଷା ନିହାତି ଆବଶ୍ୟକ। ବାଲ୍ୟ ବିବାହ, ବାଲ୍ୟ ଶ୍ରମିକକୁ ରୋକିବା ସହ ଯୌନ ଉତ୍ପୀଡ଼ନ ସମ୍ପର୍କରେ ଛାତ୍ରୀଛାତ୍ରମାନଙ୍କୁ ସଚେତନ କରାଯାଇଛି। ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ ଉମେଶ…
ଗାଁରୁ ସହରକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ: ହଇରାଣ ଭୋଗୁଛନ୍ତି ପଞ୍ଚାୟତବାସୀ
ଦାରିଙ୍ଗବାଡି, ୩।୮ (ଅରୁଣ ସାହୁ): ଗାଁକୁ ସହର ସଂଯୋଗ କରିବାକୁ ରାଜ୍ୟ ଏବଂ କେନ୍ଦ୍ର ଉଭୟ ସରକାର ଗୁରୁତ୍ୱାରୋପ ଦେଉଛନ୍ତି। କିନ୍ତୁ ବର୍ଷ ବର୍ଷ ଧରି ଅବହେଳିତ ରହିଛି ପଞ୍ଚାୟତ ଅଧୀନରେ ଥିବା ଗାଁ ଓ ସାହି ରାସ୍ତା। କନ୍ଧମାଳ ଜିଲା…
ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସିଡିଓ, ବିଡିଓ, ଏମ୍ଜିଏନ୍ଆର୍ଇିଜିଏସ୍ ଶ୍ରମିକ ନିୟୋଜିତ ନେଇ କହିଲେ…
ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ): କନ୍ଧମାଳ ଜିଲା ସିଡିଓ (ମୁଖ୍ୟ ଉନ୍ନୟନ ଅଧିକାରୀ)ଶମ୍ଭୁନାଥ ନନ୍ଦୀ ଶନିବାର ଦାରିଙ୍ଗବାଡ଼ିର ସର୍ବ ବୃହତ ପଞ୍ଚାୟତ ପର୍ତ୍ତମାହାର ଦୁର୍ଗମ ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ନିର୍ମାଣ କାର୍ଯ୍ୟ ସମେତ…
ସୌନ୍ଦର୍ଯ୍ୟ ହରାଉଛି ଡୁଲୁରୀ ପାଇନବଣ, ପର୍ଯ୍ୟଟନକ୍ଷେତ୍ର ପାଲଟିଛି ଏବେ ଗୋରୁ ଛେଳିଙ୍କ ଚରାଭୂଇଁ
ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ): ପର୍ଯ୍ୟଟନ ଋତୁ ଆସିଲେ ଅନେକ କଥା କହେ ପାଇନବଣର ଦୃଶ୍ୟ। ଆଉ ପର୍ଯ୍ୟଟକ ଯଦି ଦାରିଙ୍ଗବାଡ଼ି ଆସିନ୍ତି ନିଶ୍ଚିତ ଉକ୍ତ ପାଇନବଣ ବୁଲିଥାନ୍ତି। ବଣଭୋଜି କରି ମଜା ନେଇଥାନ୍ତି। ପର୍ଯ୍ୟଟକଙ୍କ ପାଇଁ ରହିଛି ବଣଭୋଜି କରି ମଜା ନେବା…
୨୭ ଫୁଟର କାଉଡ଼ି ଭାର ଧରି ଚାଲିଲେ କାଉଡିଆ
ଫୁଲବାଣୀ,୨ା୮(ରାକେଶ କୁମାର ରାଉତ): ଏବେ କାଉଡିଆଙ୍କ ଭିଡ଼ ଲାଗିଛି ମହାଦେବଙ୍କ ପାଖରେ ଜଳ ଲାଗି କରିବାକୁ। ଅନେକ ଆକର୍ଷଣୀୟ କାଉଡି ଏବେ ଦର୍ଶନୀୟ ବସ୍ତୁ ପାଲଟିଛି। ଶନିବାର ଫୁଲବାଣୀ ସହରରୁ ଏଭଳି ଅନେକ କାଉଡିଆ ଦଳ ସୁଦୃଶ୍ୟ କାଉଡି ଭାର ଧରି…
ତହସିଲ କାର୍ଯ୍ୟାଳୟରେ ଫାଇଲ ଯାଞ୍ଚ କଲେ ଅତିରିକ୍ତ ଜିଲାପାଳ
ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲାର ଅତିତିକ୍ତ ଜିଲାପାଳ ରମେଶ ଜେନା ଦାରିଙ୍ଗବାଡ଼ି ତହସିଲ କାର୍ଯ୍ୟାଳୟକୁ ଶନିବାର ପରିଦର୍ଶନ କରିଛନ୍ତି। ସେ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତହସିଲଦାରଙ୍କ ପ୍ରକୋଷ୍ଠକୁ ଯାଇଥିଲେ ସେଠାରେ ଦାୟିତ୍ୱରେ ଥିବା ତହସିଲଦାର ଫାଲ୍ଗୁନୀ କୁମାର, ଅତିତିକ୍ତ ତହସିଲଦାର ଦୁଃଶାସନ…
ଶିକ୍ଷକ ବଦଳି ପାଇଁ ଅର୍ଥ ଲୁଟ୍: ଅଡିଓ ଭାଇରାଲ, କିଛି ଦଳୀୟ କର୍ମୀଙ୍କୁ ହାତ ଥିବା ଅଭିଯୋଗ
ଦାରିଙ୍ଗବାଡି, ୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶିକ୍ଷକଙ୍କୁ ବଦଳି କରାଇଦେବା ନାମରେ ଅର୍ଥକୁ ହରିଲୁଟ କରାଯାଇଥିବା ନେଇ ଏବେ ଅଡିଓ ମୋବାଇଲକୁ ମୋବାଇଲ ଘୁରିବୁଲୁଛି। ମିଳିଥିବା ସୂତ୍ର ପ୍ରକାରେ, ଫିରିଙ୍ଗିଆ ବ୍ଲକରେ କାର୍ଯ୍ୟରତ ଶିକ୍ଷକ ଦାରିଙ୍ଗବାଡି ବ୍ଲକ…
ଶୋଚନୀୟ ଗବାଟବାଡ଼ି ରାସ୍ତା, ଯାତାୟାତ ବାଧାପ୍ରାପ୍ତ
ଦାରିଙ୍ଗବାଡି, ୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଅଧୀନରେ ରହିଥିବା ଆଦିବାସୀ ଅଧ୍ୟୁଷିତ ଗବାଟବାଡ଼ି ଗ୍ରାମର ମୁଖ୍ୟ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଛି। ଗୋଟିଏ ପଟେ ଗାଁକୁ ରାଜ୍ୟ ସରକାରଙ୍କ ପକ୍ଷରୁ ସେତୁ କାର୍ଯ୍ୟ ଚାଲିଥିବା…
ମା’ଙ୍କୁ ପିଠିରେ ୮ କି.ମି. ବୋହି ଡାକ୍ତରଖାନା ନେଲେ ଝିଅ: ବଞ୍ଚାଇପାରିଲେନି ଜୀବନ
ତୁମୁଡ଼ିବନ୍ଧ/ବାଲିଗୁଡ଼ା,୨ା୮(ଦୀପକ କୁମାର ପରାସେଠ/ସଞ୍ଜୟ ପାଣିଗ୍ରାହୀ): ସାପ କାମୁଡ଼ାରେ ଗୁରୁତର ହୋଇପଡ଼ିଥିବା ମା’ଙ୍କ ଜୀବନ ବଞ୍ଚାଇବାକୁ ତାଙ୍କୁ ପିଠିରେ ୮ କି.ମି. ଜଙ୍ଗଲ ରାସ୍ତାରେ ବୋହି ଆମ୍ବୁଲାନ୍ସ ଯାଏ ନେଇଥିଲେ ଝିଅ। ପରେ ମା’ଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ତାଙ୍କର…
ଶିବ ମନ୍ଦିର ସାହିରୁ ବାଇକ୍ ଚୋରି, ଖୋଜି ଖୋଜି ନୟାନ୍ତ ହେବା ପରେ…
ଦାରିଙ୍ଗବାଡି, ୧।୮ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶିବ ମନ୍ଦିର ସାହିରୁ ଗୋଟିଏ ବାଇକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଗତ ୨୮ରେ ଉକ୍ତ ସାହିରେ ମଧ୍ୟପ୍ରଦେଶର ସଲିମ ଶେଖଙ୍କ ଭଡା ଘର ସମ୍ମୁଖରୁ ଚୋରି ହୋଇଥିବା…

