କେନ୍ଦ୍ରାପଡ଼ା

୨ କ୍ୟାବିନ୍‌ ଉପରେ ମାଡ଼ିଗଲା ଯାତ୍ରାପାର୍ଟି ଟ୍ରକ୍‌, ବାଇକ୍‌କୁ ନେଲା ଘୋଷାଡ଼ି

କେନ୍ଦ୍ରାପଡ଼ା,୨୦ା୪(ଜଗନ୍ନାଥ ଧଳ): ସଦର ଥାନା ଅନ୍ତର୍ଗତ ଦୁହୁରିଆ ଛକରେ ପଟ୍ଟାମୁଣ୍ଡାଇ ଆଡୁ ଆସୁଥିବା ପୃଥ୍ବୀରାଜ ଯାତ୍ରା ପାର୍ଟିର ଏକ ଟ୍ରକ ଭାରସାମ୍ୟ ହରାଇ ଜିଲା ଶିକ୍ଷାଅଧିକାରୀ୍‌ଙ୍କ କାର୍ଯ୍ୟାଳୟ ସାମ୍ନାରେ ଥିବା ଦୁଇଟି କ୍ୟାବିନ୍‌(ପାନ ଦୋକାନ) ଉପରେ ମାଡ଼ି ଯାଇଥିଲା। ଏଥିସହ...

ପେଟ ପାଇଁ ଗାଁ ବୁଲୁଛି ଓଟ

ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ସୁଦୂର ରାଜସ୍ଥାନ ଓ ଉତ୍ତରପ୍ରଦେଶରୁ କେତେଜଣ ବ୍ୟକ୍ତି ଓଟକୁ ଧରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଗାଁକୁ ଗାଁ ବୁଲି ଧାନ, ଚାଉଳ, ଟଙ୍କା, ପନିପରିବା ଆଦି ଯିଏ ଯାହା ଦେଲା ତାହା ଗ୍ରହଣ...

ଯୌତୁକ ପାଇଁ ୯ ମାସର ଗର୍ଭବତୀଙ୍କୁ ମାରିଦେଲେ ଶାଶୁଘର ଲୋକେ

ରାଜନଗର,୧୯।୪(କୃତିବାସ ପ୍ରଧାନ): ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା ଅଭିଯୋଗ। କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ବାଲିସାହିପାଟଣା ଗାଁ ରେ ଘଟିଛି ଏହି ଅଭାବନୀୟ ଘଟଣା। ଅଭିଯୋଗ ମୁତାବକ, ଆଳି ଥାନା ନଳପାହି ଗାଁର ଜୈରାମ ପରିଡାଙ୍କ ଝିଅ କଳ୍ପନା ପରିଡା...

ତୁଳସୀ କ୍ଷେତ୍ରରେ ଐତିହ୍ୟ ସ୍ମାରକୀକୁ ଅଣଦେଖା

କେନ୍ଦ୍ରାପଡ଼ା,୧୯ା୪ (ଜଗନ୍ନାଥ ଧଳ): ଶୁକ୍ରବାର ବିଶ୍ୱ ଐତିହ୍ୟ ଦିବସ ପାଳିତ ହୋଇଯାଇଛି। ନିଜ ଅଞ୍ଚଳର ଐତିହ୍ୟ ସ୍ମାରକୀ ଚିହ୍ନଟ ଓ ଏହାର ସଂରକ୍ଷଣ ପାଇଁ ଇଣ୍ଟରନ୍ୟାଶନାଲ କାଉନସିଲ ଅନ୍‌ ମନୁମେଣ୍ଟ ଆଣ୍ଡ ସାଇଟସ ପକ୍ଷରୁ ୧୯୮୨ ମସିହାରୁ ଉଦ୍ୟମ ହେଉଥିଲେ...

କାର୍ଯ୍ୟକ୍ଷମ ଅପେକ୍ଷାରେ ସହରର ଡ୍ରେନେଜ ସିଷ୍ଟମ୍‌ ପ୍ଲାନ

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ପୌରାଞ୍ଚଳ ଡ୍ରେନେଜ ସିଷ୍ଟମର ପୁନରୁଦ୍ଧାର ଏକ ସମସ୍ୟା ଭାବେ ଉଭା ହୋଇଛି। ପୌରପାଳିକା ପକ୍ଷରୁ ଡ୍ରେନ ସଫେଇକୁ ଗୁରୁତ୍ୱ ଦିଆଯାଉଛି। ମାତ୍ର ଏହି ସମସ୍ୟାର ସାମାଧାନ ପାଇଁ ରାଜ୍ୟ ସରକାରଙ୍କ ସହର ଉନ୍ନୟନ ବିଭାଗ ପକ୍ଷରୁ...

କାଳବୈଶାଖୀ ହେଲା କାଳ: ଉପୁଡ଼ିଲା ଟେଣ୍ଟ ଖୁଣ୍ଟ, ଜୀବନ ବିକଳରେ ଦୌଡ଼ିଲେ ଦର୍ଶକ

ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମା’ ଦରିଆ ରାମଚଣ୍ଡୀ ମନ୍ଦିର ପୀଠରେ ଜମ୍ବୁ ଦ୍ୱୀପ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ୪ର୍ଥ ସନ୍ଧ୍ୟାର କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ହେଲେ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଥିଲା।...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ

ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ ଠେଲାପେଲା ହୋଇଛି। ଉକ୍ତ ଘଟଣା ଦଳୀୟ ଗୋଷ୍ଠୀ କନ୍ଦଳକୁ ପଦାରେ ପକାଇଛି। ସୂଚନା...

ସରକାରୀ ନୋଟିସ ମୂଲ୍ୟହୀନ: କେନ୍ଦ୍ରାପଡ଼ାରେ ସର୍ବାଧିକ ବାଂଲାଦେଶୀ ଅନୁପ୍ରବେଶକାରୀ

କେନ୍ଦ୍ରାପଡ଼ା,୧୫ା୪ (ଜଗନ୍ନାଥ ଧଳ): ବାଂଲାଦେଶ ଓ କେନ୍ଦ୍ରାପଡ଼ା ଜିଲା ମଧ୍ୟରେ ଖୋଲାମେଲା ସମୁଦ୍ର। ଏହି ଦୂରତା ଅତିକ୍ରମ କରିବା ପାଇଁ ସି ସଟ୍‌ଲକୁ ମାତ୍ର ୮ ଘଣ୍ଟା ଆବଶ୍ୟକ। ତଟରକ୍ଷା ବାହିନୀ, ୩ ସାମୁଦ୍ରିକ ଥାନା ସତ୍ତ୍ୱେ ଅନୁପ୍ରବେଶ ରୋକି...

ଆଜି ମା’ରାମଚଣ୍ଡୀଙ୍କ ପ୍ରସିଦ୍ଧ ଝାମୁଯାତ୍ରା: ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦେବେ ଦର୍ଶନ

ମହାକାଳପଡ଼ା,୧୪ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତିପୀଠ ମା’ଦରିଆ ରାମଚଣ୍ଡୀ ମନ୍ଦିରରେ ମହାବିଷୁବ ସଂକ୍ରାନ୍ତି ଅବସରରେ ସୋମବାର ଝାମୁ ଯାତ୍ରା ଅନୁଷ୍ଠିତ ହେବ। ଏହି ଅବସରରେ ମା’ ସୁନାବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେବେ । ମା’ରାମଚଣ୍ଡୀ...

ବିଜେଡିର ଭୀଷ୍ମ ମହାନ୍ତି ହେଲେ ଜିଲା ପରିଷଦ ଉପାଧ୍ୟକ୍ଷ

କେନ୍ଦ୍ରାପଡା, ୧୧ା୪(ଜଗନ୍ନାଥ ଧଳ): ଗତ ସାଧାରଣ ନିର୍ବାଚନ ପୂର୍ବରୁ ଫାଙ୍କା ରହିଥିବା କେନ୍ଦ୍ରାପଡା ଜିଲା ପରିଷଦ ଉପାଧ୍ୟକ୍ଷ ପଦ ଶୁକ୍ରବାର ପୂରଣ ହୋଇଛି ା ଏହି ପଦ ପାଇଁ ନିର୍ବାଚନ ପରେ ଆଳି ଜୋନ ଅନ୍ତର୍ଗତ ୪ ନମ୍ବର ପରିଷଦ...

କେନ୍ଦ୍ରାପଡାରେ ମେଡିକାଲ କଲେଜ ପାଇଁ ୨୨ ଏପ୍ରିଲରୁ ଅନିର୍ଦ୍ଦିଷ୍ଟ କାଳ ପ୍ରତିବାଦ

କେନ୍ଦ୍ରାପଡା,୧୦।୪: ଉପକୂଳ ଜିଲାରେ ଏକ ମେଡିକାଲ କଲେଜ ଏବଂ ହସ୍ପିଟାଲ ପ୍ରତିଷ୍ଠା ପାଇଁ ତୁରନ୍ତ ପଦକ୍ଷେପ ଦାବି କରି କେନ୍ଦ୍ରାପଡା ବାସିନ୍ଦା ୨୨ ଏପ୍ରିଲରୁ କଲେକ୍ଟରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଦେବାକୁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ରାପଡା...

ସରକାରୀ ଜମିରୁ ଜବରଦଖଲ ମୁକ୍ତ: ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଖାଲି ହେଲା ଗୋଚର, ଗ୍ରାମ୍ୟ ରାସ୍ତା ଜମି

ମହାକାଳପଡ଼ା, ୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଖରିନାସୀ ପଞ୍ଚାୟତ ହରିଆବାଙ୍କ ଗ୍ରାମର କେତେଜଣ ବ୍ୟକ୍ତି ବେଆଇନ ଭାବେ ସରକାରୀ ଜମିକୁ ଜବରଦଖଲକରି ଦୀର୍ଘବର୍ଷ ଧରି ରହି ଆସୁଥିଲେ। ଏହି ଜମିକୁ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ତହସିଲଦାରଙ୍କ ଉପସ୍ଥିତିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri