ଡେରାବିଶ, ୨୮ା ୩ (ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ରତାଦିଆଖଣ୍ଡସାହି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର ଡେରାବିଶ…
ବଲାଙ୍ଗୀର/ କେନ୍ଦ୍ରାପଡ଼ା ଅଫିସ, ୨୮ା୩:ବଲାଙ୍ଗୀର ଡାକ ମଣ୍ଡଳରେ ଜାଲ୍ ସାର୍ଟିଫିକେଟ୍ ଦେଇ ଚାକିରି ଆବେଦନକରି କେତେଜଣ ପ୍ରାର୍ଥୀ ଧରାପଡ଼ିବା ଘଟଣାର ପୋଲିସ ତଦନ୍ତ ପରେ ଦେଶବ୍ୟାପୀ ବିଛେଇ…
ପଟ୍ଟାମୁଣ୍ଡାଇ,୨୭ା୩(ସ୍ବ.ପ୍ର.): ଗ୍ରାମାଞ୍ଚଳରେ ପାନୀୟ ଜଳ ସମସ୍ୟା ଦୂର ଲାଗି ସରକାର ବିଭିନ୍ନ ଯୋଜନା କରୁଛନ୍ତି। ଏଥିଲାଗି ସରକାରୀ ତହବିଲରୁ ଅର୍ଥ ଖର୍ଚ୍ଚ କରାଯାଉଛି। ହେଲେ କେନ୍ଦ୍ରାପଡ଼ା ଜିଲା…
ଡେରାବିଶ,୨୬।୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଇନ୍ଦୁପୁର ବାରୁଣୀ ଯାତ୍ରା ଶନିବାର ଶେଷ ହୋଇଛି ା ବିରୁପା ନଦୀ କୂଳରେ ଥିବା ମା’ଚଣ୍ଡୀଙ୍କ ପୀଠରେ ଗତ ରବିବାର ଠାରୁ…
ପଟ୍ଟାମୁଣ୍ଡାଇ,୨୬।୩(ସ୍ବ.ପ୍ର.): ଖରାଦିନ ଆସିଲେ ଟିକେ ଥଣ୍ଡା ପାଣି ପାଇଁ ଖୋଜାପଡ଼େ ହାଣ୍ଡି, ମାଠିଆ, କଳସି। ସେତେବେଳେ କୁମ୍ଭକାରଙ୍କ କଥା ସମସ୍ତଙ୍କ ମନେପଡ଼େ। ଏବେ ପ୍ଲାଷ୍ଟିକ, ଷ୍ଟିଲ୍, ସିଲ୍ଭର…
କେନ୍ଦ୍ରାପଡ଼ା ଅଫିସ, ୨୬।୩: କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ନାହିଁ। କୃଷିକୁ ୬୯ ପ୍ରତିଶତ ପରିବାର ଜୀବିକା କରିଛନ୍ତି। ହେଲେ ଜିଲାରେ କେନାଲ ଜଳସେଚିତ ଅଞ୍ଚଳ ଭାବେ ଯାହା…
ଆଳି, ୨୫ା୩(ଡି.ଏନ୍.ଏ.): କେନ୍ଦ୍ର ସରକାର ନୂତନ ଶିକ୍ଷାନୀତିରେ ପ୍ରାକ୍ ବିଦ୍ୟାଳୟକୁ ଗୁରୁତ୍ୱ ଦେବାକୁ ଯୋଜନା କରାଯାଇଛି। ହେଲେ ତୃଣମୂଳସ୍ତରରେ ଶିକ୍ଷା ବ୍ୟବସ୍ଥାର ବାସ୍ତବ ଚିତ୍ର ଦୟନୀୟ ଅବସ୍ଥାରେ…
ରାଜନଗର, ୨୫ା୩(ଡି.ଏନ୍.ଏ.): ରାଜନଗର ବ୍ଲକ ଖମାରସାହିଠାରେ ଠାକୁର ଶ୍ରୀ ଶ୍ରୀ ଅଭିରାମ ପରମହଂସ ଦେବଙ୍କ ରାଜନଗର ଭକ୍ତଗୋଷ୍ଠୀ ପକ୍ଷରୁ ଆୟୋଜିତ ୫୩ତମ ରାଜ୍ୟସ୍ତରୀୟ ସନାତନ ଧର୍ମ ସମ୍ମିଳନୀ…
ପଟ୍ଟାମୁଣ୍ଡାଇ,୨୫ା୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ କ୍ରମାଗତ ଧାନକିଣାରେ ଦୁର୍ନୀତି, ମଣ୍ଡି ପରିଚାଳନାରେ ଅବ୍ୟବସ୍ଥା, ଫଲସ୍ ଏଣ୍ଟ୍ରି ପାଇଁ ଭୂତଚାଷୀ ନଁାରେ ପଞ୍ଜୀକରଣ ଓ ପ୍ରକୃତ ଚାଷୀମାନେ ସମ୍ମୁଖୀନ…
ପଟ୍ଟାମୁଣ୍ଡାଇ,୨୪ା୩ (ସ୍ବ.ପ୍ର.): ଖରିଫ ଧାନକିଣାରେ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବ୍ୟାପକ ଦୁର୍ନୀତି ହୋଇଥିବାରୁ ପ୍ରକୃତ ଚାଷୀ ସେମାନଙ୍କ ଧାନ ବିକ୍ରି କରି ନ ପାରି ଆର୍ଥତ୍କ କ୍ଷତି ସହୁଛନ୍ତି।…