କେନ୍ଦ୍ରାପଡ଼ା

ବାହ୍ୟ ମଳମୁକ୍ତ ଯୋଜନା ପ୍ରହସନ

ପଟ୍ଟାମୁଣ୍ଡାଇ,୨୪ା୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସ୍ବଚ୍ଛ ଭାରତ ଅଭିଯାନ ଯୋଜନା ଫେଲ୍‌ ମାରିଛି। ଅଧିକାଂଶ ଗଁା ଅଳିଆ ଆବର୍ଜନାରେ ପୁରି ରହିଛି। ଲୋକେ ବାହାରେ ମଳତ୍ୟାଗ କରୁଛନ୍ତି।…

3 years ago

ହ୍ରାସ ପାଉଛି ପ୍ରାଣୀଧନ ସଂଖ୍ୟା

କେନ୍ଦ୍ରାପଡ଼ା ଅଫିସ, ୨୪ା୨:ପ୍ରାଣୀଧନ ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ରାଷ୍ଟ୍ରୀୟ ଓ ରାଜ୍ୟସ୍ତରୀୟ କୃଷି ବିଭାଗ ପକ୍ଷରୁ ଏକାଧିକ ଯୋଜନା…

3 years ago

ରାଜ୍ୟର ପ୍ରଥମ ସୋଲାର ପମ୍ପ ୭ବର୍ଷ ହେଲା ଅଚଳ

ଡେରାବିଶ, ୨୪ା୨(ସ୍ବ.ପ୍ର.):ରାଜ୍ୟର ପ୍ରଥମ ସୌର ଚାଳିତ ପମ୍ପ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଛତାଠାରେ ୨୦୧୬ ମାର୍ଚ୍ଚ ୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

3 years ago

ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କୁ ହତ୍ୟା

ପାଟକୁରା,୨୪ା୨(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ ଅଟାବୁହା ଗ୍ରାମର ଶିକ୍ଷୟିତ୍ରୀ ରଶ୍ମିତା ସେଠୀ (୪୨)ଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ହତ୍ୟା କରାଯାଇଛି ବୋଲି ପାଟକୁରା ଥାନାରେ…

3 years ago

ବିଜୟ ମହାପାତ୍ରଙ୍କ ପୁଅଙ୍କୁ ନେଇ ପାଟକୁରା ରାଜନୀତି ସରଗରମ

ପାଟକୁରା,୨୩ା୨(ଡି.ଏନ୍‌.ଏ.): ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ରଙ୍କୁ ନେଇ ପାଟକୁରା ରାଜନୀତି ସରଗରମ ରହିଛି। ନିଜର ଶତାଧିକ ସମର୍ଥକଙ୍କ ସହିତ ଶୋଭାଯାତ୍ରାରେ ଯାଇ…

3 years ago

କେନ୍ଦ୍ରାପଡ଼ା ଜିଲାରେ ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା ଅଫିସ, ୨୩ା୨: ରାଜ୍ୟ ସରକାରଙ୍କ ସର୍ଭେ ରିପୋର୍ଟରେ କେନ୍ଦ୍ରାପଡ଼ା ଜିଲାର କୌଣସି ବ୍ଲକ ଅଞ୍ଚଳରେ ପିଇବାକୁ ଉପଯୁକ୍ତ ପାଣି ନାହିଁ । ଏହି ଜିଲାରେ ପାନୀୟ…

3 years ago

ଯାଜପୁରରେ ୨, କେନ୍ଦ୍ରାପଡ଼ା ଜିଲାକୁ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୨୩ା୨: ରାଜ୍ୟ ସରକାରଙ୍କ ସ୍ବାସ୍ଥ ଓ ପରିବାର ମଙ୍ଗଳ ବିଭାଗ ପକ୍ଷରୁ ରାଜ୍ୟର ୭ଟି ସ୍ଥାନରେ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଖୋଲିବ ବୋଲି ମଙ୍ଗଳବାର…

3 years ago

ବ୍ରାହ୍ମଣୀନଦୀରୁ ଚାଲିଛି ବେଆଇନ ବାଲି ଉଠାଣ

କେନ୍ଦ୍ରାପଡ଼ା ଅଫିସ,୨୨ା୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବାଲି ଚୋରା ଚାଲାଣ କରୁଥିବା ମାଫିଆ ଓ ତାଙ୍କୁ ସହଯୋଗ କରୁଥିବା ଅଧିକାରୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି…

3 years ago

ମଧୁରଜଳ ବିନା ବିପଦରେ ଭିତରକନିକା

କେନ୍ଦ୍ରାପଡା ଅଫିସ,୨୧ା୨:ଗତ ୧୩ ତାରିଖରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା ା ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭୁବନେଶ୍ୱର ମହାନିଗମର ପାନୀୟ ଜଳ ଭରଣା…

3 years ago

ଚାଷ କରି ଆଳୁଚାଷୀ ଫସିଗଲେ

କେନ୍ଦ୍ରାପଡ଼ା ଅଫିସ, ୨୦ା୨: କେନ୍ଦ୍ରାପଡ଼ା ଜିଲାରେ ୨ ମାସ ପୂର୍ବେ ଆଳୁ କେଜି ପ୍ରତି ୨୫ରୁ ୩୦ ଟଙ୍କାରେ ବିକ୍ରି ହେଉଥିଲା। ଏବେ କେଜି ପ୍ରତି ମାତ୍ର…

3 years ago