କେନ୍ଦ୍ରାପଡ଼ା

ଅଶୃଙ୍ଖଳା ପାଟନାଳୀ ସ୍ଲୁଇସ୍‌ ଗେଟ୍‌ ପାଇଁ ବିଶୃଙ୍ଖଳା

କେନ୍ଦ୍ରାପଡା ଅଫିସ,୩ା୩: ଜଳ ନିଷ୍କାସନ ପାଇଁ ସ୍ଲୁଇସ ଗେଟ ଉପରକୁ ଟେକିଲେ ପାଣିକୁ ଦଳ ରୋକୁଛି। ଜଳସେଚନ ପାଇଁ ଗେଟ ତଳକୁ କଲେ କବାଟର ଉପରି ଭାଗ…

3 years ago

ପଟ୍ଟାମୁଣ୍ଡାଇ ବ୍ଲକରେ ଜଳ କଷ୍ଟ

ପଟ୍ଟାମୁଣ୍ଡାଇ,୨ା୩ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ପାନୀୟ ଜଳ ସମସ୍ୟାର ସମାଧାନ ମାର୍ଗ ବାହାରି ପାରୁନି। କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳରେ ବ୍ଲକର ବିଭିନ୍ନ…

3 years ago

ସୂର୍ଯ୍ୟମୁଖୀ ଚାଷକୁ ମିଳୁନି ପ୍ରୋତ୍ସାହନ

କେନ୍ଦ୍ରାପଡ଼ା ଅଫିସ,୨ା୩: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ କୋଇଲିପୁରର ଚାରିପୋଖରିଆ ଗ୍ରାମର ସ୍ବୟଂସହାୟକ ମହିଳା ଗୋଷ୍ଠୀ ଚଳିତବର୍ଷ ୭ ଏକର ଜମିରେ ସୂର୍ଯ୍ୟମୁଖୀ ଚାଷ କରିଛନ୍ତି। ଏହି…

3 years ago

ବିପଦରେ ଆର୍ଦ୍ରଭୂମି ଭିତରକନିକାର ଫିଶିଂ କ୍ୟାଟ୍‌

କେନ୍ଦ୍ରାପଡ଼ା ଅଫିସ, ୧ା୩: ଓଡ଼ିଶାର ଚିଲିକା ଓ ଭିତରକନିକାରେ ଫିଶିଂ କ୍ୟାଟ୍‌ ଦେଖାଯାଇଥା’ନ୍ତି। ଚିଲିକାରେ ଏହି ବିରଳ ଓ ବିଲୁପ୍ତପ୍ରାୟ ଜୀବଙ୍କ ସଂଖ୍ୟା ଅଧିକ ଥିବା ବେଳେ…

3 years ago

ବିଶୁଦ୍ଧ ପାନୀୟ ଜଳ ନାମରେ ଠକେଇ

ପଟ୍ଟାମୁଣ୍ଡାଇ ୧।୩(ସ୍ବ.ପ୍ର.): ଆଗକୁ ଖରାଦିନ ଆସୁଛି। ଯେଉଁଭଳି ଭାବେ ପାଣିପାଗରେ ଅସ୍ବାଭାବିକ ପରିବତ୍ତର୍ର୍ନ ଦେଖାଦେଉଛି, ଚଳିତବର୍ଷ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବ ବୋଲି ପୂର୍ବାନୁମାନ କରାଯାଉଛି। ଫେବୃୟାରୀରୁ…

3 years ago

ଅଲିଭ୍‌ରିଡେ୍‌ଲଙ୍କ ଗଣଅଣ୍ଡାଦାନ ଅପେକ୍ଷାରେ ଗହୀରମଥା

ରାଜନଗର, ୧ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଅଲିଭ୍‌ରିଡ୍‌ଲେ ଅନ୍ତଃସତ୍ତ୍ୱା କଇଁଛମାନଙ୍କ ଅଣ୍ଡାଦାନ ପର୍ବ ବିକ୍ଷିପ୍ତ ଭାବେ ଆରମ୍ଭ ହୋଇଛି। ଏଥିପାଇଁ ସାମୁଦ୍ରିକ ଅଭୟାରଣ୍ୟର ନୀଳ…

3 years ago

ବେଆଇନ ଚିଙ୍ଗୁଡ଼ିଘେରି ଫସଲ ଉଜାଡୁଛି

ରାଜକନିକା, ୧ା୩(ଡି.ଏନ୍‌.ଏ.): ଗଁାଠାରୁ ସହର ଏବେ ଲାଭାନ୍ବିତ ଚାଷ କରିବାକୁ ଆଗ୍ରହ ପ୍ରକାଶ ପାଉଛି। ଚାଷୀମାନେ ଏବେ ଚିଙ୍ଗୁଡ଼ି ଚାଷକୁ ପ୍ରାଧ୍ୟାନ୍ୟ ଦେଉଛନ୍ତି। ହେଲେ ଚିଙ୍ଗୁଡ଼ି ଚାଷ…

3 years ago

ଯାଞ୍ଚରେ ୧୦୧ ନକଲି ମତ୍ସ୍ୟଜୀବୀ ଚିହ୍ନଟ

ମହାକାଳପଡ଼ା, ୧ା୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଅଧୀନ ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଉପକୂଳ ଅଞ୍ଚଳର ୩୫ଟି ଗଁାରେ ସାମୁଦ୍ରିକ ମତ୍ସ୍ୟଜୀବୀମାନେ ରହୁଛନ୍ତି। ସେମାନେ ନଦୀ, ସମୁଦ୍ରରେ ମାଛ…

3 years ago

ବିମାନ ଶୋଭାଯାତ୍ରାରେ ଡିଜେ, ବାଣ ବନ୍ଦ

ଡେରାବିଶ, ୨୮ା୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଓ କଟକ ଜିଲାର କେନ୍ଦ୍ରସ୍ଥଳୀରେ ଅବସ୍ଥିତ ପ୍ରସିଦ୍ଧ ଓଳକଣା ମେଳଣ ମାର୍ଚ୍ଚ ୬ରେ ଅନୁଷ୍ଠିତ ହେବ। ଚଳିତ ବର୍ଷ କୋଭିଡ କଟକଣା ନ ଥିବାରୁ…

3 years ago

ଭାରତର ଶ୍ରେଷ୍ଠ ବନ୍ୟଜନ୍ତୁ ସ୍ଥଳ ଭିତରକନିକା

ରାଜନଗର, ୨୭ା୨(ଡି.ଏନ.ଏ.):ପ୍ରକୃତିର ବିସ୍ମୟ ଭିତରକନିକା। ୬୭୨ବର୍ଗ କିମି ବ୍ୟାପ୍ତ ଭିତରକନିକା ଅଭୟାରଣ୍ୟ ଓ ୧୪୫ ବର୍ଗ କିମି ବିଶିଷ୍ଟ ଭିତରକନିକା ଜାତୀୟ ଉଦ୍ୟାନର ଜୈବ ବିବିଧତା ପ୍ରକୃତି…

3 years ago