ପାଟକୁରା,୨।୭(ରବୀନ୍ଦ୍ରନାଥ ବାରିକ)ଲଦାଖରେ ବରଫ ଅତଡା଼ ଧସିବାରୁ ଶହୀଦ ହୋଇଛନ୍ତି କେନ୍ଦ୍ରାପଡ଼ା ଜିଲା ପାଟକୁରା ଅଞ୍ଚଳର ଦେବୀ ପ୍ରସନ୍ନ ସୂତାର। ସେ ଭାରତୀୟ ସୈନ୍ୟବାହିନୀରେ ସିଭିଲ ଇଞ୍ଜିନିୟର ଭାବେ…
ରାଜକନିକା,୩୦ା୬ (ରବୀନ୍ଦ୍ର କୁମାର ଦାସ): କେନ୍ଦ୍ରାପଡ଼ା ଜିଲାରେ ଚଳିତବର୍ଷ ଆରମ୍ଭରେ ରାଜକନିକା ବ୍ଲକର କନପୁର ସେତୁ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ମାତ୍ର ୬ ମାସ ମଧ୍ୟରେ…
କେନ୍ଦ୍ରାପଡ଼ା,୩୦ା୬(ଜଗନ୍ନାଥ ଧଳ): ଚଳିତବର୍ଷ ଅନିୟମିତ ବୃଷ୍ଟିପାତ ଯୋଗୁ ଚାଷୀକୁଳ ହତାଶ ହୋଇପଡିଛନ୍ତି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଜୁନ୍ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପହଞ୍ଚତ୍ଛିି। ଜୁନ…
କେନ୍ଦ୍ରାପଡ଼ା,୨୯ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଇନ୍ଦୁପୁର ଅନ୍ତର୍ଗତ ଘାଘରା ପଞ୍ଚାୟତ ଘାଗରାଡିଆ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ଗୁରୁବାର କୁମ୍ଭୀର ଟାଣି ନେଇଛି। ବ୍ରାହ୍ମଣୀ ନଦୀକୁ ଶୌଚ ପାଇଁ…
ମହାକାଳପଡ଼ା,୨୯।୬(ପ୍ରତାପ ଚନ୍ଦ୍ର ସ୍ବାଇଁ)ସହରାଞ୍ଚଳ ପରି ଏବେ ଗ୍ରାମାଞ୍ଚଳରେ ବି ଚାରଣ ଭୂଇଁର ଅଭାବ ଦେଖାଦେଇଛି ା ଗୃହପାଳିତ ପ୍ରାଣୀମାନଙ୍କ ଚରିବା ପାଇଁ କାହିଁ କେଉଁ ଅନାଦି କାଳରୁ…
କେନ୍ଦ୍ରାପଡ଼ା,୨୯।୬ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ଲୋକସଂଖ୍ୟା ୧୬ ଲକ୍ଷରୁ ଊର୍ଦ୍ଧ୍ୱ। ୨୪୯୪ ବର୍ଗ କିଲୋମିଟର ଅଞ୍ଚଳ ପରିମିତ ଏହି ଜିଲାର ଉପାନ୍ତରେ ପ୍ରଶାସନିକ ସେବା ପହଞ୍ଚତ୍ ପାରୁନାହିଁ।…
ଆଳି,୨୭ା୬ (ବନମାଳୀ ସେନାପତି ): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ନିମନ୍ତେ ବିଭିନ୍ନ ଉନୟନମୂଳକ କାର୍ଯ୍ୟ କରି ଚାଲିଛନ୍ତି। କୋଟି କୋଟି ଟଙ୍କା ଖର୍ଚ୍ଚ…
କେନ୍ଦ୍ରାପଡ଼ା, ୨୭ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ବୃହତ୍ ଓ ମଧ୍ୟମ ଧରଣର ଶିଳ୍ପ ନାହିଁ। କ୍ଷୁଦ୍ରଶିଳ୍ପ ପାଇଁ ପ୍ରୋତ୍ସାହନ ମିଳିଲେ ଯୁବୋଦ୍ୟୋଗୀଙ୍କ ମାଧ୍ୟମରେ ଜିଲାର ଆର୍ଥିକ ପ୍ରଗତି…
କେନ୍ଦ୍ରାପଡ଼ା,୨୬ା୬ (ଜଗନ୍ନାଥ ଧଳ): ପଟ୍ଟାମୁଣ୍ଡାଇ ଓ ଆଖପାଖ ଅଞ୍ଚଳରେ ଟମାଟୋ ଦର ଆକାଶଛୁଆଁ ହୋଇଛି। ସାଧାରଣ ଖାଉଟି ଟମାଟୋ ବଜାରରୁ କିଣିପାରୁନାହିଁ। ୨ ସପ୍ତାହ ମଧ୍ୟରେ ଟମାଟୋ…
ଆଳି,୨୬।୬(ବନମାଳୀ ସେନାପତି): ରାଜ୍ୟ ସରକାର ଛାତ୍ରୀଛାତ୍ରମାନଙ୍କୁ ଉତ୍ତମ ପରିବେଶ ଓ ଶିକ୍ଷା ଦେବା ନିମନ୍ତେ ଆଦର୍ଶ ବିଦ୍ୟାଳୟ ଗଠନ କରିଥିଲେ। ଆଳି ବ୍ଲକରେ ଦୀର୍ଘ ୨ବର୍ଷ ହେବ…