କେନ୍ଦ୍ରାପଡ଼ା ଅଫିସ, ୨୩ା୧:କେନ୍ଦ୍ରାପଡ଼ା ଜିଲାର ମାତ୍ର ୪୮ କିଲୋମିଟର ତଟାଞ୍ଚଳରେ ୩ ସାମୁଦ୍ରିକ ଥାନା ପ୍ରତିଷ୍ଠା ହୋଇଛି। ଅନୁପ୍ରବେଶ ରୋକିବା ସହିତ ସ୍ଥାନୀୟ ଅଞ୍ଚଳର ଆଇନଶୃଙ୍ଗଳା ପରିସ୍ଥିତିର…
ଜଗତ୍ସିଂହପୁର ଅଫିସ,୨୨।୧: ‘ଚିରିଦେବା ଆଗରୁ ଚିଠି ଥରେ ପଢ଼ି ଦେଖ, ଭୁଲିଯିବା ଆଗରୁ ଆଉଥରେ ଭାବି ଦେଖ’, ଏହି ଲୋକାଦୃତ ସଙ୍ଗୀତ ଯେତେବେଳେ ଛକ, ବଜାରରେ ବାଜିଉଠେ ସେତେବେଳେ…
କେନ୍ଦ୍ରାପଡ଼ା ଅଫିସ, ୨୨।୧: କଟ୍ନୀ ଛଟ୍ନୀ ଓ ଅନ୍ୟ ସମସ୍ୟାକୁ ନେଇ ନବ ନିର୍ମାଣ କୃଷକ ସଙ୍ଗଠନ ଗତ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଗଣଧାରଣା ଦେଇଥିଲା। ସେହିପରି…
ରାଜନଗର,୨୧ା୧(ଡି.ଏନ.ଏ.): ଗାଁ ଗହଳିରେ ମୁଣ୍ଡ ଗୁଞ୍ଜିବା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ମିଳିବ ା ଏଥିପାଇଁ ଗତ ସାଢେ ୩ ବର୍ଷ ହେବ ଲୋକେ ସରକାରଙ୍କ…
କେନ୍ଦ୍ରାପଡ଼ା ଅଫିସ, ୨୧ା୧: ଜାନୁୟାରୀ ଅଧାରୁ ଶୀତ ଉଭାନ ହୋଇଛି ା ଆଗକୁ ଆସୁଛି ଖରାଦିନ ା ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସରେ ପହଞ୍ଚତ୍ବା…
ଡେରାବିଶ,୨୦ା୧(ସ୍ବ.ପ୍ର.):ଖରିଫ ଧାନ ଫସଲ ଅମଳ ପରେ କେନାଲ ଉପରେ ନିର୍ଭରଶୀଳ ଚାଷୀମାନେ ଜାନୁୟାରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ରବି ଫସଲ ଚାଷ କରିଥାନ୍ତି। ପ୍ରତ୍ୟେକ ବର୍ଷ ଜାନୁୟାରୀ…
ମହାକାଳପଡ଼ା,୧୯ା୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଖରିନାସୀ ଅଞ୍ଚଳରେ ବିଦେଶୀ ପ୍ୟାସନ୍ ଫଳ ବା ଭାରତୀୟମାନେ କହୁଥିବା କ୍ରିଷ୍ଣା ଫଳ ଚାଷ ହେଉଛି। ଏହା…
କେନ୍ଦ୍ରାପଡ଼ା ଅଫିସ, ୧୯ା୧: ପ୍ରକୃତିପ୍ରେମୀଙ୍କ ପାଇଁ ଜାତୀୟ ଉଦ୍ୟାନ ଭିତରକନିକା ଖୁସି ଖବର ଦେଇଛି। ଜୈବ ବିବିଧତାରେ ପରିପୂର୍ଣ୍ଣ ଏହି ଅଞ୍ଚଳ ସାମୁଦ୍ରିକ ଜୀବଙ୍କ ପାଇଁ ଅମରାବତୀ…
ରାଜକନିକା,୧୯ା୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଗଞ୍ଜା ନିକଟରେ ଗୁରୁବାର ସକାଳେ ‘ଦୟାଲ’ ନାମକ ଏକ ବସ୍ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଛି। ଏଥିରେ ୩୦ରୁ ଊର୍ଦ୍ଧ୍ୱ…
ମହାକାଳପଡ଼ା,୧୮।୧(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳ ଶିଶୁଙ୍କ କୁପୋଷଣ, ମୃତ୍ୟୁହାର ହ୍ରାସ, ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ଗର୍ଭସ୍ଥ ଶିଶୁର ବିକାଶ ପାଇଁ ପୁଷ୍ଟିକର ଭିଟାମିନ୍…