କେନ୍ଦ୍ରାପଡ଼ା

ପାଟକୁରାରେ କଂଗ୍ରେସର ବିକ୍ଷୋଭ

ପାଟକୁରା,୨୧।୬(ଡି.ଏନ୍‌.ଏ.): ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜେରା କରିବା ପ୍ରତିବାଦରେ ମଙ୍ଗଳବାର ପାଟକୁରା କଂଗ୍ରେସ ପକ୍ଷରୁ ଗରଦପୁର ଉପ-ଡାକଘର ସମ୍ମୁଖରେ…

2 years ago

ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗକୁ ମିଳୁନି ଋଣ

କେନ୍ଦ୍ରାପଡ଼ା ଅଫିସ/ ପଟ୍ଟାମୁଣ୍ଡାଇ,୨୦ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବହିରାଗତ ଶିଳ୍ପ ଉପତ୍ାଦ ଅର୍ଥ ଅଞ୍ଚଳକୁ ବିକଶିତ କରେ। ଏଥିତ୍ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ…

2 years ago

ରାଜନୈତିକ ଛକାପଞ୍ଝା ଜୋର ଧରିଲା

ଡେରାବିଶ, ୧୯।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ସମବାୟ ସମିତିର ପରିଚାଳନା ନିର୍ଦ୍ଦେଶକ ପଦବୀ ପାଇଁ ରବିବାର ଅର୍ଥାତ୍‌ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏହି…

2 years ago

ଅର୍ଥନୀତିଭିତ୍ତିକ କୃଷି ବିପର୍ଯ୍ୟସ୍ତ

କେନ୍ଦ୍ରାପଡ଼ା ଅଫିସ,୧୯।୬: କେନ୍ଦ୍ରାପଡ଼ା ଜିଲାର ୭୦ ପ୍ରତିଶତ ଅର୍ଥନୀତି କୃଷି ଉପରେ ନିର୍ଭରଶୀଳ । ତେବେ ଅର୍ଥକରୀ ଫସଲ ଉତ୍ପାଦନ ପାଇଁ ବିଭିନ୍ନ ସମସ୍ୟାର ସମାଧାନ ଦୀର୍ଘଦିନ…

2 years ago

ଅଭାବୀ ସଂସାରର ଚାହିଦା ମେଣ୍ଟାଉଛି ପାଣି ସାରୁ

ମହାକାଳପଡ଼ା,୧୮ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ବହୁ ଅଭାବୀ ଲୋକମାନଙ୍କର ଚାହିଦା ମେଣ୍ଟାଉଛି ପାଣି ସାରୁ। ଏହି ସାରୁକୁ ଅଭାବୀ ଶ୍ରେଣୀର ଲୋକେ ମୁଖ୍ୟ…

2 years ago

ବାବୁହତା ଏବେ ଚାରଣଭୂଇଁ

କେନ୍ଦ୍ରାପଡ଼ା ଅଫିସ, ୧୮ା୬: କେନ୍ଦ୍ରାପଡ଼ା ସହର ରଣପଡ଼ାଠାରେ ଥିବା ଜଳସମ୍ପଦ ବିଭାଗର ପୁରୁଣା ଆବାସିକ କାର୍ଯ୍ୟାଳୟ ବାବୁହତା ଏବେ ଚାରଣଭୂଇଁ ପାଲଟିଛି। ଏହା ଅପରାଧୀମାନଙ୍କ ଆଡ୍ଡାସ୍ଥଳ ପାଲଟିଛି।…

2 years ago

ସମୁଦ୍ରରେ ବୁଡ଼ିଗଲା ଟ୍ରଲର, ଫସିଗଲେ ୧୩ ମତ୍ସ୍ୟଜୀବୀ

ରାଜନଗର,୧୭ା୬(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସମୁଦ୍ରକୁ ମାଛ ଧରିବାକୁ ଯାଇ କେନ୍ଦ୍ରାପଡ଼ା ଜିଲା ତାଳଚୁଆର ୧୩ ମତ୍ସ୍ୟଜୀବୀ ଗୁରୁବାର ରାତିରେ ନିଖୋଜ ହୋଇଯାଇଥିଲେ। ଆଜି ସୁରକ୍ଷିତ ସମସ୍ତଙ୍କୁ ଉଦ୍ଧାର କରାଯାଇଛି।…

2 years ago

ଜୀବିତ ୧୧ଜଣଙ୍କୁ ମୃତ ଦର୍ଶାଇ ହରିଶ୍ଚନ୍ଦ୍ର ଟଙ୍କା ହଡ଼ପ

ରାଜନଗର, ୧୭ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କୁରୁଣ୍ଟି ପଞ୍ଚାୟତରେ ବଞ୍ଚତ୍ଥିବା ୧୧ ଜଣ ଲୋକଙ୍କୁ ସରକାରୀ ଦସ୍ତାବିଜରେ ଚଞ୍ଚକତା କରି ମୃତ ଦର୍ଶାଇ ଶବ ସଂସ୍କାର…

2 years ago

୬୨ବର୍ଷରେ ୪୨ ବଙ୍ଗଭାଷୀ ରାଜସ୍ବ ଗାଁ

କେନ୍ଦ୍ରାପଡ଼ା ଅଫିସ,୧୭ା୬: ବାଂଲାଦେଶର ଠିକଣା ଅନୁଯାୟୀ ବଜରହାଟ ଜିଲା ଛତଲମାରି ଥାନା ଆରୁଲିଏ ଗାଁରେ ରୁହନ୍ତି ଆଶାଲତା ଓ ବିଧାନ ରାୟଙ୍କ ପୁଅ ଅମିତ ରାୟ(୨୯)। ଢାକାର…

2 years ago

ପାରାଦୀପ ବନ୍ଦରରୁ ଉଠିଲା ମାଛଧରା କଟକଣା

ପାରାଦୀପ,୧୫।୬(ସ୍ବ.ପ୍ର.): ଦୀର୍ଘ ୨ ମାସ ପରେ ପାରାଦୀପ ବନ୍ଦରରୁ ଉଠିଛି ମାଛଧରା କଟକଣା। ଫଳରେ ବୁଧବାରଠାରୁ ମତ୍ସ୍ୟଜୀବୀ ସମୁଦ୍ରକୁ ଯିବାକୁ ବାହାରିଛନ୍ତି। ଟ୍ରଲରରେ ବରଫ, ଡିଜେଲ, ପିଇବା…

2 years ago