କେନ୍ଦ୍ରାପଡ଼ା

ମୁକ୍ତା ଯୋଜନା: ଜଳ ଅମଳ ପ୍ରକଳ୍ପ ନାଁରେ ଦୁର୍ନୀତି

ପଟ୍ଟାମୁଣ୍ଡାଇ,୨୦ା୧୨(ସ୍ବ.ପ୍ର.):ମହାମାରୀ କରୋନା ସମୟରେ ବାହାର ରାଜ୍ୟରେ କାର୍ଯ୍ୟ କରୁଥିବା ପ୍ରବାସୀ ଶ୍ରମିକମାନେ ଘରବାହୁଡ଼ା ଦୃଷ୍ଟିରେ ରଖି ରାଜ୍ୟ ସରକାର ସହରାଞ୍ଚଳରେ ବାସ କରୁଥିବା ଅସହାୟ ଶ୍ରମିକମାନଙ୍କ ପାଇଁ…

3 years ago

ଛିଣ୍ଡା ପଲିଥିନ ତଳେ ବିତୁଛି ଜୀବନ

ମହାକାଳପଡ଼ା,୧୯ା୧୨ (ଡି.ଏନ୍‌.ଏ.):ଅନୁସୂଚିତ ଜନଜାତିର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଜନକଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସମାଜର ମୁଖ୍ୟସ୍ରୋତରେ ସାମିଲ କରିବାକୁ ସେମାନଙ୍କ ଜୀବନୀ…

3 years ago

ଟ୍ରଲର ମାଡ଼ରେ ଯାଉଛି ଅଲିଭ୍‌ରିଡ୍‌ଲେଙ୍କ ଜୀବନ

ରାଜନଗର, ୧୯ା୧୨(ଡି.ଏନ.ଏ.):ହିନ୍ଦୁ ଶାସ୍ତ୍ରରେ ଭଗବାନଙ୍କ ଦ୍ୱିତୀୟ ଅବତାର ରୂପେ କଇଁଛଙ୍କୁ ସ୍ଥାନ ଦିଆଯାଇଛି। ସମୁଦ୍ର ମନ୍ଥନ ସମୟରେ କଇଁଛଙ୍କ ପିଠିରେ ମନ୍ଦରାଚଳ ପର୍ବତକୁ ରଖାଯାଇ ଘୂର୍ଣ୍ଣନ କରିବାବେଳେ…

3 years ago

ବିଗୁଡୁଛି ଗହୀରମଥା ପରିବେଶ: ବନ୍ଦ ହେଉନାହିଁ ହୁଇଲର ଦ୍ୱୀପରୁ ମିଶାଇଲ ପରୀକ୍ଷା

କେନ୍ଦ୍ରାପଡ଼ା ଅଫିସ, ୧୮ା୧୨: ବିଶ୍ୱ ପ୍ରସିଦ୍ଧ ଗହିରମଥା ସାମୁଦ୍ରିକ ଅଞ୍ଚଳରେ ବିରଳ ଅଲିଭ ରିଡଲେ କଇଁଛ ଠୁଳ ହୋଇଛନ୍ତି । ଆଇୟୁସିଏନ୍‌ର ରେଡ ଡାଟା ବୁକ୍‌ରେ ଥିବା…

3 years ago

ସାଥୀ ମତ୍ସ୍ୟଜୀବୀଙ୍କ କଟୁରି ଆକ୍ରମଣରେ ୨ ଗୁରୁତର

ମହାକାଳପଡ଼ା,୧୭ା୧୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ମାଦଳି ମୁହାଁଣ ନିକଟ ମଝି ସମୁଦ୍ରରେ ଗୌରୀ ନାମକ ମାଛଧରା ବୋଟ୍‌ରେ ଶୁକ୍ରବାର…

3 years ago

ଅନ୍‌ଲାଇନ ସାମଗ୍ରୀ ଆତ୍ମସାତ୍‌ କରି ବନ୍ଧାହେଲେ ଡେଲିଭରି ବୟ

ଆଳି,୧୬ା୧୨ (ଡି.ଏନ.ଏ.): ଅନ୍‌ଲାଇନରେ ସାମଗ୍ରୀ ମଗାଇ ତାହାକୁ ଆତ୍ମସାତ କରିବା ଘଟଣାରେ ଆଳି ଥାନା ପୋଲିସ ଜଣେ ଡେଲିଭରି ବୟକୁ ଗିରଫ କରିିଛି। ପୋଲିସ ସୂଚନା ମୁତାବକ,…

3 years ago

ଗୋଲାଘରେ ଏବେ ବି ହେଉଛି ଶସ୍ୟ ସଂରକ୍ଷଣ

କେନ୍ଦ୍ରାପଡ଼ା ଅଫିସ,୧୬ା୧୨: ଓଳିଆ, ଘୁମ, ଖଣି, ଅମାର ଆଦି ଶସ୍ୟ ସଂରକ୍ଷଣ ବ୍ୟବସ୍ଥା ସମ୍ପ୍ରତି ସ୍ବାଭବିକ ଜୀବନଯାତ୍ରାରୁ ଉଭେଇ ଗଲାଣି। ତେବେ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ…

3 years ago

ଅମଳ ପୂର୍ବରୁ ଦୁର୍ବୃତ୍ତ ଜାଳିଦେଲେ ୫ ଏକର ଧାନ ଫସଲ

ଆଳି,୧୬ା୧୨(ଡି.ଏନ୍‌.ଏ.): ଫସଲ ଅମଳ କରି ଘରକୁ ନେବା ପୂର୍ବରୁ ଦୁର୍ବୃତ୍ତ ଜାଳି ଦେଇଛନ୍ତି ଚାଷୀର ବର୍ଷକର ଆହାର। ଧାନ ବିଲରେ ନିଆଁ ଲଗାଇ ଦେବାରୁ ୫ ଏକରରୁ…

3 years ago

କଟକଣା ଅଞ୍ଚଳରେ ଘୂରିବୁଲୁଛି ବୋଟ୍‌, ଟ୍ରଲର

କେନ୍ଦ୍ରାପଡ଼ା ଅଫିସ, ୧୫ା୧୨: ବିରଳ ଅଲିଭ୍‌ରିଡ୍‌ଲେ କଇଁଛ ବିଶ୍ୱ ପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ଏକାଠି ହୋଇଛନ୍ତି। ମିଳନ ପର୍ବ ଆରମ୍ଭ ହୋଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ…

3 years ago

ବାରଣ୍ଡାରେ ଅନୁଷ୍ଠିତ ହେଲା ମମତା ଦିବସ

କେନ୍ଦ୍ରାପଡ଼ା ଅଫିସ, ୧୪ା୧୨: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଭିତରଗଡ଼ ପଞ୍ଚାୟତର ଶିଳାପୋଖରୀ ଗ୍ରାମରେ ଅନୁଷ୍ଠିତ ହୋଇଥିବା ମମତା ଦିବସ ଶିବିରରେ ମାତୃ, ଶିଶୁ ଓ ଗର୍ଭବତୀ…

3 years ago