କେନ୍ଦ୍ରାପଡ଼ା

ଲୁଣା ନଦୀବନ୍ଧ ରାସ୍ତା ୪୦ଫୁଟ୍‌ ଦବିଲା

ମାର୍ଶାଘାଇ/ଡ଼େରାବିଶ/ପାଟକୁରା,୬।୧୧(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକର ଲୁଣା-କରାଣ୍ଡିଆ ଦୀପାଞ୍ଚଳ ଜଳପୋକ ପଞ୍ଚାୟତର ପକ୍ଷଟ ଗ୍ରାମଠାରେ ଲୁଣା ନଦୀବନ୍ଧର ଦକ୍ଷିଣପାର୍ଶ୍ୱ ରାସ୍ତା ଶନିବାର ୪୦ ମିଟର ଦବି ଯାଇଛି…

3 years ago

ରାସ୍ତାରେ ବଉଳା କୁମ୍ଭୀର, ଲୋକେ ଆତଙ୍କିତ

ରାଜନଗର,୬।୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ଜନଗହଳି ରାସ୍ତାର ଜୁଣଗଡିରୁ ଘଡିଆମାଳ ମଧ୍ୟରେ ଶୁକ୍ରବାର ବିଳମ୍ବିତ ରାତିରେ ୧୦ଫୁଟ ଲମ୍ବର ଏକ ବଉଳାକୁମ୍ଭୀର ରାସ୍ତା ପାର ହେଉଥିବା ଦେଖିବାକୁ…

3 years ago

କେନ୍ଦ୍ରାପଡ଼ାରେ ବାଲି ଚୋରି ଅଣାୟତ୍ତ

କେନ୍ଦ୍ରାପଡ଼ା ଅଫିସ, ୫ା୧୧: କେନ୍ଦ୍ରାପଡ଼ା ଜିଲାରେ ବାଲି ସଇରାତଗୁଡ଼ିକରୁ ବେଆଇନ ଉଠାଣ ଅଣାୟତ୍ତ ହୋଇପଡ଼ିଛି। ନିଲାମ ଅବଧି ସରିବା ପରେ ମଧ୍ୟ ବାଲି ଉଠାଣକୁ ରୋକାଯାଇପାରୁନାହିଁ। ଉଦାହରଣ…

3 years ago

ଧାନ ଜମି ଫାଟି ଆଁ କଲାଣି

ପଟ୍ଟାମୁଣ୍ଡାଇ ୫ା୧୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ ଧାନ ଥୋଡ଼ ଧରୁଥିବା ବେଳେ ବର୍ଷା ଏକପ୍ରକାର ଉଭାନ୍‌ ହୋଇଯାଇଛି। ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲରେ ପାଣି ନ…

3 years ago

ନାଗପଡ଼ାରେ ଦୁର୍ବୃତ୍ତ ଜାଳି ଦେଲେ ଘର, ବୋଲେରୋ

ଆଳି,୫ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନାଗପଡା ଗଁାର ଗୋଟିଏ ବୋଲେରୋ ସମେତ ୨ ଜଣଙ୍କ ଘରକୁ ଦୁର୍ବୃତ୍ତମାନେ ଜାଳି ଦେଇଥିବା ନେଇ ଅଭିଯୋଗ ହୋଇଛି।…

3 years ago

ବ୍ଲକ କଲୋନୀରୁ ମୂଲ୍ୟବାନ ଶିଶୁକାଠ ଗାଏବ

ପଟ୍ଟାମୁଣ୍ଡାଇ, ୪ା୧୧(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କଲୋନୀ ଶିଶୁଉଦ୍ୟାନ ମଧ୍ୟରୁ ୧୬ ଦିନ ତଳେ ବେଆଇନ ଭାବେ ୫ଟି ମୂଲ୍ୟବାନ ବଡ ଶିଶୁ ଗଛ କଟାଯାଇଥିଲା। ଗଛ…

3 years ago

ପାୱାରଟିଲର କେନ୍ଦ୍ରାପଡ଼ାରୁ ଯାଉଛି କୋଲକାତା

କେନ୍ଦ୍ରାପଡ଼ା ଅଫିସ, ୪ା୧୧:କେନ୍ଦ୍ରାପଡ଼ାର ଅର୍ଥନୀତି କୃଷିଭିତ୍ତିକ। ଜିଲା କୃଷିର ଉନ୍ନତି ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର କୃଷି ସାଜ ସରଞ୍ଜାମ କ୍ରୟଦରରେ ରିହାତି ଦେଉଛନ୍ତି। ଏହି…

3 years ago

କେନ୍ଦ୍ରାପଡ଼ା କେନାଲର ଦାନପୁର ଲକ୍‌ ପୋଲ ବିପଦସଙ୍କୁଳ

ଡେରାବିଶ, ୪ା୧୧(ସ୍ବ.ପ୍ର.):ବ୍ରିଟିସ୍‌ ସରକାର ଅମଳରୁ ନୌବାଣିଜ୍ୟ କାରବାର ଓ ଜଳସେଚନ ସୁବିଧା ପାଇଁ ଡେରାବିଶ ବ୍ଲକ ଅଧୀନ ଦାନପୁରଠାରେ କେନ୍ଦ୍ରାପଡ଼ା ମୁଖ୍ୟ କେନାଲରେ ଲକ୍‌ ପୋଲ ନିର୍ମିତ…

3 years ago

ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଧାନ ଜମି ଶୁଖିଲା: ସେଣାରେ ପାଣି ମଡ଼ାଇଲେ ଚାଷୀ

ମହାକାଳପଡ଼ା, ୩ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଧାନ କ୍ଷେତରେ ପାଣି ନାହିଁ। ଫଳରେ ଥୋଡ ଧାନ ବା ଫୁଲ ବାହାରିବା ସମୟରେ ଗଛ ମୂଳରେ…

3 years ago

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଳିଗଲେ ଯୁକ୍ତ ଦୁଇ ଛାତ୍ର

କେନ୍ଦ୍ରାପଡା ଅଫିସ/ମାର୍ଶାଘାଇ,୨।୧୧: କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଜୁଣ ଛକରେ ଥିବା ଏକ କୋଚିଂ ସେଣ୍ଟରରେ ମଙ୍ଗଳବାର ବିଳମ୍ବିତ ରାତିରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଛାତ୍ରଙ୍କ…

3 years ago