କେନ୍ଦ୍ରାପଡ଼ା

ଜବରଦଖଲ: ଜଳ ନିଷ୍କାସନରେ ବାଧା, ଫସଲହାନି

ପଟ୍ଟାମୁଣ୍ଡାଇ, ୨୬ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ଅଳଭା ଗ୍ରାମର ବିଲବାଡିରେ ବର୍ଷସାରା ଜଳ ଜମି ରହି ବହୁ ଏକର ଚାଷଜମୀ ନଷ୍ଟ ହେଉଥିବା…

10 months ago

ପହଲଗାମ୍‌ରେ ଆକ୍ରମଣ ପରେ ଉପକୂଳରେ ହାଇ ଆଲର୍ଟ

ମହାକାଳପଡ଼ା, ୨୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ଦେଶର ଜମ୍ମୁ-କଶ୍ମୀର ପହଲଗାମ୍‌ରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ନିରୀହ ପର୍ଯ୍ୟଟକମାନଙ୍କ ଉପରେ ବର୍ବରୋଚିତ ଭାବେ ଆକ୍ରମଣକୁ ଦେଶବାସୀ ଘୋର ନିନ୍ଦା କରିଛନ୍ତି।…

10 months ago

ଗହୀରମଥା ଚଳଚଞ୍ଚଳ: ଦୁଇଦିନରେ ୮୨ ଲକ୍ଷ କଇଁଛ ଶାବକ ଅଣ୍ଡାରୁ ବାହାରି ହେଲେ ସମୁଦ୍ରମୁହାଁ

ରାଜନଗର,୨୫ା୪: ଦୀର୍ଘ ୫୦ ଦିନ ପରେ କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା ପୁଣି ଚଳଚଞ୍ଚଳ ହୋଇପଡ଼ିଛି। ଲକ୍ଷଲକ୍ଷ ମାଈ କଇଁଛ ଗହୀରମଥାର ଅଗରନାସୀ-୨ରେ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଶେଷ…

10 months ago

୨ କ୍ୟାବିନ୍‌ ଉପରେ ମାଡ଼ିଗଲା ଯାତ୍ରାପାର୍ଟି ଟ୍ରକ୍‌, ବାଇକ୍‌କୁ ନେଲା ଘୋଷାଡ଼ି

କେନ୍ଦ୍ରାପଡ଼ା,୨୦ା୪(ଜଗନ୍ନାଥ ଧଳ): ସଦର ଥାନା ଅନ୍ତର୍ଗତ ଦୁହୁରିଆ ଛକରେ ପଟ୍ଟାମୁଣ୍ଡାଇ ଆଡୁ ଆସୁଥିବା ପୃଥ୍ବୀରାଜ ଯାତ୍ରା ପାର୍ଟିର ଏକ ଟ୍ରକ ଭାରସାମ୍ୟ ହରାଇ ଜିଲା ଶିକ୍ଷାଅଧିକାରୀ୍‌ଙ୍କ କାର୍ଯ୍ୟାଳୟ…

10 months ago

ପେଟ ପାଇଁ ଗାଁ ବୁଲୁଛି ଓଟ

ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ସୁଦୂର ରାଜସ୍ଥାନ ଓ ଉତ୍ତରପ୍ରଦେଶରୁ କେତେଜଣ ବ୍ୟକ୍ତି ଓଟକୁ ଧରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଗାଁକୁ ଗାଁ ବୁଲି ଧାନ,…

10 months ago

ଯୌତୁକ ପାଇଁ ୯ ମାସର ଗର୍ଭବତୀଙ୍କୁ ମାରିଦେଲେ ଶାଶୁଘର ଲୋକେ

ରାଜନଗର,୧୯।୪(କୃତିବାସ ପ୍ରଧାନ): ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା ଅଭିଯୋଗ। କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ବାଲିସାହିପାଟଣା ଗାଁ ରେ ଘଟିଛି ଏହି ଅଭାବନୀୟ ଘଟଣା। ଅଭିଯୋଗ ମୁତାବକ,…

10 months ago

ତୁଳସୀ କ୍ଷେତ୍ରରେ ଐତିହ୍ୟ ସ୍ମାରକୀକୁ ଅଣଦେଖା

କେନ୍ଦ୍ରାପଡ଼ା,୧୯ା୪ (ଜଗନ୍ନାଥ ଧଳ): ଶୁକ୍ରବାର ବିଶ୍ୱ ଐତିହ୍ୟ ଦିବସ ପାଳିତ ହୋଇଯାଇଛି। ନିଜ ଅଞ୍ଚଳର ଐତିହ୍ୟ ସ୍ମାରକୀ ଚିହ୍ନଟ ଓ ଏହାର ସଂରକ୍ଷଣ ପାଇଁ ଇଣ୍ଟରନ୍ୟାଶନାଲ କାଉନସିଲ…

10 months ago

କାର୍ଯ୍ୟକ୍ଷମ ଅପେକ୍ଷାରେ ସହରର ଡ୍ରେନେଜ ସିଷ୍ଟମ୍‌ ପ୍ଲାନ

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ପୌରାଞ୍ଚଳ ଡ୍ରେନେଜ ସିଷ୍ଟମର ପୁନରୁଦ୍ଧାର ଏକ ସମସ୍ୟା ଭାବେ ଉଭା ହୋଇଛି। ପୌରପାଳିକା ପକ୍ଷରୁ ଡ୍ରେନ ସଫେଇକୁ ଗୁରୁତ୍ୱ ଦିଆଯାଉଛି। ମାତ୍ର ଏହି…

10 months ago

କାଳବୈଶାଖୀ ହେଲା କାଳ: ଉପୁଡ଼ିଲା ଟେଣ୍ଟ ଖୁଣ୍ଟ, ଜୀବନ ବିକଳରେ ଦୌଡ଼ିଲେ ଦର୍ଶକ

ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମା’ ଦରିଆ ରାମଚଣ୍ଡୀ ମନ୍ଦିର ପୀଠରେ ଜମ୍ବୁ ଦ୍ୱୀପ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ୪ର୍ଥ…

10 months ago

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ

ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ ଠେଲାପେଲା…

10 months ago