କେନ୍ଦ୍ରାପଡ଼ା

ବାର୍‌ହା ଆକ୍ରମଣରେ ଜଣେ ଗୁରୁତର

ମହାକାଳପଡ଼ା,୧୮।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବନାଞ୍ଚଳ ଅଧୀନ ସ୍ଥାନୀୟ ଜମ୍ବୁ ଗ୍ରାମର ଧନଞ୍ଜୟ ଗାଇନ(୩୫)ଙ୍କୁ ଏକ ଜଙ୍ଗଲୀ ବାର୍‌ହା ଆକ୍ରମଣ କରିଛି। ଫଳରେ ତାଙ୍କର ଡାହାଣ…

5 years ago

କେନ୍ଦ୍ରାପଡ଼ାରେ ଗୁଳିକାଣ୍ଡ: ଯୁବ ଔଷଧ ବ୍ୟବସାୟୀଙ୍କ ମୃତ୍ୟୁ

କେନ୍ଦ୍ରାପଡ଼ା ଅଫିସ,୧୮।୯: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ମଣିକୁଣ୍ଡ ଛକରେ ଘଟିଥିବା ଗୁଳିକାଣ୍ଡରେ ବୁଧବାର ସକାଳେ ଜଣେ ଯୁବ ଔଷଧ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

5 years ago

ଚାଷ ପାଇଁ ଭିତ୍ତିଭୂମି ନାହିଁ : ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୧୮ା୯ : ଶିଳ୍ପ ଓ ଅନ୍ୟାନ୍ୟ ଭିତ୍ତିଭୂମି ନ ଥିବାରୁ କେନ୍ଦ୍ରାପଡ଼ା ଜିଲାବାସୀ କୃଷିକୁ ଆଦରି ନେଇଛନ୍ତି। ଜିଲାର ୬୮ ପ୍ରତିଶତ ଅଞ୍ଚଳରେ ଖରିଫ…

5 years ago

ତହସିଲ, ଆରଆଇ ଅଫିସରେ କର୍ମଚାରୀ ଅଭାବ: ୬୧ରୁ ୩୦ ପଦବୀ ଖାଲି

ରାଜନଗର, ୧୮।୯ (ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ରାଜନଗର ତହସିଲ ଓ ଆର୍‌ଆଇ ଅଫିସ୍‌ରେ କର୍ମଚାରୀ ଅଭାବ ଯୋଗୁ ସରକାରୀ କାର୍ଯ୍ୟରେ ବିଳମ୍ବ ହେଉଛି। ସାଧାରଣ ଲୋକଙ୍କ କାମ…

5 years ago

ସ୍କୁଲରେ ବଢୁଛି ଅସଦାଚରଣ ମାମଲା : ନିଲମ୍ବନରେ ସୀମିତ ରହୁଛି କାର୍ଯ୍ୟାନୁଷ୍ଠାନ

କେନ୍ଦ୍ରାପଡା ଅଫିସ୍‌, ୧୮।୯ : କେନ୍ଦ୍ରାପଡା ଜିଲାର ବିଭିନ୍ନ ସ୍କୁଲରେ ଅନେକ ସମୟରେ ନାବାଳିକା/ନାବାଳକ (ଛାତ୍ରୀ/ଛାତ୍ର)ମାନେ ଅସଦାଚରଣର ଶିକାର ହେଉଛନ୍ତି। କିନ୍ତୁ ଏହି ଘଟଣାରେ ସମ୍ପୃକ୍ତ ଶିକ୍ଷକମାନଙ୍କୁ…

5 years ago

୨୬ ଦିନରେ ଧାନ ଗଛରୁ ଥୋଡ଼ ବାହାରିବା ଘଟଣା, ତଦନ୍ତ କଲେ ସିଆର୍‌ଆର୍‌ଆଇ ବୈଜ୍ଞାନିକ

ପଟ୍ଟାମୁଣ୍ଡାଇ, ୧୭।୯ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ ଚାଷୀମାନେ ତଳି ରୋଇବାର ମାତ୍ର ୨୬ ଦିନରେ ଧାନ ଗଛରୁ ଥୋଡ଼ ବାହାରିଥିବା ନେଇ ଚାଷୀମାନେ ଅଭିଯୋଗ କରିଥିଲେ।…

5 years ago

ମଧ୍ୟାହ୍ନଭୋଜନ ନିୟମକୁ ବେଖାତିର, ୧୫ ପ୍ରଧାନ ଶିକ୍ଷକଙ୍କ ଦରମା ବନ୍ଦ

ରାଜନଗର, ୧୭।୯ (ଡି.ଏନ୍‌.ଏ.)- ସରକାରୀ ସ୍କୁଲରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣାରେ ମଧ୍ୟାହ୍ନ ଭୋଜନ ଯୋଗାଇ ଦେବା ପାଇଁ ସରକାର ଏହି ବ୍ୟବସ୍ଥା କରିଛନ୍ତି। ପାଠପଢ଼ା…

5 years ago

ବିଦ୍ୟୁତ୍‌ ସଂଯୋଗ ନ ଥାଇ ଆସିଲା ବିଲ୍‌

କେନ୍ଦ୍ରାପଡା ଅଫିସ, ୯ା୯- କେନ୍ଦ୍ରାପଡା ବ୍ଲକ ଘିଘିଡିଆ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ହିତାଧିକାରୀ ସୌଭାଗ୍ୟ ଯୋଜନାରେ ସାମିଲ ହୋଇଛନ୍ତି ।ଅଦ୍ୟାବଧି ଏହି ହିତାଧିକାରୀଙ୍କୁ ବିଦ୍ୟୁତ ସଂଯୋଗ ଦିଆ…

5 years ago

ଜିଲାସ୍ତରୀୟ ଜଙ୍ଗଲ ଜମି ଅଧିକାର ଆଇନ ସମ୍ପର୍କିତ ଜନଶୁଣାଣି ଶିବିର

ମହାକାଳପଡା,୭ା୯(ଡି.ଏନ.ଏ.)- ମହାକାଳପଡ଼ାବ୍ଲକ ସଭାଗୃହରେ ଶୁକ୍ରବାର ଜିଲାସ୍ତରୀୟ ଜଙ୍ଗଲ ଜମି ଅଧିକାର ଆଇନ୍‌ ସମ୍ପର୍କିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ଜଙ୍ଗଲ…

5 years ago

ରାସ୍ତା ନିର୍ମାଣରେ ବିଳମ୍ବ: ଟାୟାର୍‌ ଜାଳି ରାସ୍ତାରୋକୋ

ମହାକାଳପଡ଼ା,୪।୯(ଡି.ଏନ.ଏ.): ମହାକାଳପଡା ବ୍ଲକ ଅଧୀନ ବିଜୟ ନଗର-ଓରତ ମୁଖ୍ୟ ପୂର୍ତ୍ତ ରାସ୍ତା ନିର୍ମାଣ ବିଳମ୍ବ ପ୍ରତିବାଦରେ ସ୍ଥାନୀୟ ଓଳିଆ ଗ୍ରାମରେ ଲୋକମାନେ ଟାୟାର ଜାଳି ରାସ୍ତା ରୋକ…

5 years ago