କେନ୍ଦ୍ରାପଡ଼ା

ପୋଲିସ ଏନ୍‌କାଉଣ୍ଟର: ସୁପାରିକିଲର ମେହେତାବ ଗୁରୁତର, କଟକ ବଡ଼ ମେଡିକାଲରେ ଭର୍ତ୍ତି

କେନ୍ଦ୍ରାପଡ଼ା ଅଫିସ,୬।୮: କେନ୍ଦ୍ରାପଡ଼ା ସଦର ପୋଲିସ ଓ ଜିଲା ପୋଲିସ ସ୍କ୍ବାଡ୍‌ ପକ୍ଷରୁ ଗଣ୍ଡାଖିଆ ରାସ୍ତାର ଏରାଠାରେ ସୋମବାର ବିଳମ୍ବିତ ରାତିରେ ଏନ୍‌କାଉଣ୍ଟର କରାଯାଇଛି। ଏଥିରେ ଟାଉନ…

5 years ago

ଶ୍ରାବଣ ତୃତୀୟ ସୋମବାର : ଜଳଲାଗି କଲେ ଶତାଧିକ ଭକ୍ତ

ରାଜନଗର,୫।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନଗରସ୍ଥିତ ପ୍ରାଚୀନ ଶୈବପୀଠ ଚନ୍ଦ୍ରମଉଳି ମହାଦେବଙ୍କ ପୀଠରେ ଶ୍ରାବଣ ମାସର ତୃତୀୟ ସୋମବାରରେ ଶତାଧିକ ଭକ୍ତ ଜଳାଲାଗି କରିଛନ୍ତି। ଆଜି…

5 years ago

ସାପକାମୁଡ଼ାରେ ଚାଷୀଙ୍କ ଜୀବନ ଗଲା

ରାଜନଗର,୫।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଚାନ୍ଦିବାଉଁଶମୂଳ ପଞ୍ଚାୟତ ଯଦୁଚନ୍ଦ୍ରପୁର ଗ୍ରାମର ଭାଗଚାଷୀ ବୈଲୋଚନ ରାଉତ(୪୮)ଙ୍କ ସାପକାମୁଡ଼ାରେ ମୃତ୍ୟୁ ଘଟିଛି। ସୋମବାର ସକାଳେ ବିଲରେ କାମ କରୁଥିବାବେଳେ…

5 years ago

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା

ରାଜନଗର,୧।୮(ଡି.ଏନ୍‌.ଏ): ଦେଶ ବିଦେଶର ପର୍ଯ୍ୟଟକଙ୍କ ପରିଭ୍ରମଣ ପାଇଁ ଗୁରୁବାର ଭିତରକନିକା ଜାତୀୟ ଉଦ୍ୟାନକୁ ଖୋଲାଯାଇଛି। ବହୁ ପତୀକ୍ଷା ପରେ ଦୂରଦୂରାନ୍ତରୁ ଆସିଥିବା ହଜାର ହଜାର ପର୍ଯ୍ୟଟକ ଭିତରକନିକା…

5 years ago

ବନ୍ୟପ୍ରାଣୀ ଡିଭିଜନ କାର୍ଯ୍ୟାଳୟ ସମ୍ମୁଖରେ ମତ୍ସ୍ୟଜୀବୀ ସଂଘର ବିକ୍ଷୋଭ

ରାଜନଗର,୨୯।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବନ୍ୟପ୍ରାଣୀ ଡିଭିଜନ କାର୍ଯ୍ୟାଳୟ(ଡିଏଫ୍‌ଓ) ସମ୍ମୁଖରେ ଅଖିଳ ଓଡ଼ିଶା ମତ୍ସ୍ୟ ଉତ୍ପାଦକ ମହାସଂଘ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଗହୀର ମଥା…

5 years ago

ଅଗଷ୍ଟ ୧ରୁ ଖୋଲିବ ଭିତରକନିକା

ରାଜନଗର, ୨୯ା୭(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ ତାରିଖ ଠାରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ। କୁମ୍ଭୀର…

5 years ago

ବାରିମୂଳ ଆଶ୍ରମରେ ଇଡିର ନୋଟିସ, ଜବତ ଜମିରେ ସର୍ବସାଧାରଣଙ୍କ ଯାତାୟାତ ମନା

କେନ୍ଦ୍ରାପଡ଼ା ଅଫିସ/ଡେରାବିଶ, ୨୮।୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ବାରିମୂଳ ଆଶ୍ରମ ମୁଖ୍ୟ ସାରଥି ଓରଫ ସନ୍ତୋଷ ରାଉଳ ଗତ ୨୫ ତାରିଖରେ ଜେଲରୁ ସର୍ତ୍ତମୂଳକ ଜାମିନ୍‌ରେ ମୁକୁଳିଛନ୍ତି। ଏହାପରେ…

5 years ago

୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଲାଇନ୍‌ ମ୍ୟାନ୍‌ ମୃତ

ଆଳି,୨୩।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଲାଇନ୍‌ ମ୍ୟାନ୍‌ଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

5 years ago

ବର୍ଷା ପାଇଁ ବେଙ୍ଗ,ବେଙ୍ଗୁଲୀଙ୍କ ପୂଜାର୍ଚ୍ଚନା

ମହାକାଳପଡ଼ା,୨୩ା୭(ଡି.ଏନ୍‌.ଏ.)- ଚଳିତ ବର୍ଷ ମହାକାଳପଡା ବ୍ଲକରେ ଭଲ ବର୍ଷା ନ ହେବାରୁ ଚାଷୀଙ୍କ ଠାରୁ ଆରମ୍ଭ କରି ସମସ୍ତଙ୍କ ଚିନ୍ତା ବଢ଼ିବାରେ ଲାଗିିଛି। ବର୍ଷା ଅଭାବରୁ ଜମିରେ…

5 years ago

ସାପକାମୁଡାରେ ବୃଦ୍ଧଙ୍କ ଜୀବନଗଲା

ରାଜନଗର,୧୯।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବ୍ରାହ୍ମଣୀ ପଞ୍ଚାୟତ ଓଲସାହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସାପକାମୁଡାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଫକୀର ଚରଣ…

5 years ago