କେନ୍ଦ୍ରାପଡ଼ା ଅଫିସ,୫।୨: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବାରହାପୁରଠାରେ ଗହୀରମଥା ମେରାଇନ ଟର୍ଟଲ ପ୍ରୋଟେକଶନ ଆଣ୍ଡ ମାନଗ୍ରୁଭ କଞ୍ଜରଭେଶନ ସୋସାଇଟିର ଏକ ଆଲୋଚନାଚକ୍ର ଗୁରୁବାର ଅନୁଷ୍ଠିତ ହୋଇଥିଲା।…
ମହାକାଳପଡ଼ା,୫।୨(ଡି.ଏନ୍.ଏ.): ପ୍ରଶାନ୍ତ ମହାସାଗର ଓ ଭାରତ ମହାସାଗରରେ ବିରଳ ପ୍ରଜାତିର ସାମୁଦ୍ରିକ ନୀଳରକ୍ତ କଙ୍କଡ଼ା ବହୁଳ ମାତ୍ରାରେ ଦେଖାଯାଇଥାନ୍ତି। ବଙ୍ଗୋପସାଗରର ଓଡ଼ିଶା ଉପକୂଳ ସନ୍ତସନ୍ତିଆ ହେନ୍ତାଳ ଜଙ୍ଗଲ…
ମହାକାଳପଡ଼ା,୧ା୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବଙ୍ଗୋସାଗର ସଂଲଗ୍ନ ଉପକଣ୍ଠ ମହାନଦୀ ମୁହାଣ ଉପକଣ୍ଠରେ ବାଲି ଓ ପଟୁମାଟି ଜମୁଛି। ଏହାଦ୍ୱାରା ବନ୍ୟାଜଳ ସମୁଦ୍ରକୁ…
କେନ୍ଦ୍ରାପଡ଼ା ଅଫିସ,୧ା୨: କରୋନା ସଂକ୍ରମିତ ଅଞ୍ଚଳ ବାହାରେ ଥିବା ରାଜ୍ୟର ଅଙ୍ଗନୱାଡି କେନ୍ଦ୍ର ଫେବୃୟାରୀ ୧ ରୁ ଖୋଲିବ। ଏ ନେଇ ରାଜ୍ୟ ସରକାର ଶନିବାର ଗାଇଡ୍ଲାଇନ୍…
କେନ୍ଦ୍ରାପଡ଼ା ଅଫିସ, ୩୧।୧: ବିରଳ ଅଲିଭରିଡ୍ଲେ କଇଁଛଙ୍କ ଅନ୍ତୁଡିଶାଳ ଭାବେ ପରିଚିତ ବିଶ୍ୱପ୍ରସିଦ୍ଧ ଗହୀରମଥା (ସାମୁଦ୍ରିକ) ବନ୍ୟଜନ୍ତୁ ଅଭୟାରଣ୍ୟ ଅଗରନାଶିର ପରିସୀମା ଦିନକୁ ଦିନ ହ୍ରାସ ପାଇବାରେ…
କେନ୍ଦ୍ରାପଡ଼ା ଅଫିସ,୨୯।୧: ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଇତିମଧ୍ୟରେ ୪ ବର୍ଷ ପୂରଣ ହୋଇଛି। ୨୦୨୨ରେ ଏହି ନିର୍ବାଚନ ଅନୁଷ୍ଠିତ ହେବା ପାଇଁ ସଜବାଜ ଚାଲିଛି। ହେଲେ…
ପଟ୍ଟାମୁଣ୍ଡାଇ,୨୯। ୧(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହର ନିକଟ ତଥା କଟକ-ଚାନ୍ଦବାଲି ରାସ୍ତାର ତନୁପୁର ବ୍ରିଜ୍ ନିକଟରୁ ବୁଧବାର ରାତିରେ ପୋଲିସ ୭ ଡକାୟତଙ୍କୁ ଗିରଫ କରିଛି…
କେନ୍ଦ୍ରାପଡ଼ା ଅଫିସ,୨୯।୧: ମା-ବାପାଙ୍କ ଆଖି ସାମ୍ନାରେ ଜଳିଗଲା ୩ ବର୍ଷର ଝିଅ। ଏପରି ଅଭାବନୀୟ ଘଟଣା ଘଟିଛି ରାଜନଗର ବ୍ଲକ ଓକିଲପାଳ ଗାଁରେ। ଏହି ଗାଁର ରମାକାନ୍ତ ସାମଲ…
ମହାକାଳପଡା, ୨୫।୧(ଡି.ଏନ.ଏ.) : ପକ୍ଷୀପଶୁଙ୍କୁ ନିର୍ଯାତନା ଦେବା, ବଳପୂର୍ବକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ କରି ଲଢେଇ କରିବା ଏହା ଧର୍ତ୍ତବ୍ୟ ଅପରାଧ। ଜୀବେ ନିଷ୍ଠୁରତା ନିବାରଣ ଆଇନ ୧୯୬୦କୁ…
କେନ୍ଦ୍ରାପଡ଼ା ଅଫିସ/ରାଜନଗର/ପଟ୍ଟାମୁଣ୍ଡାଇ,୨୪ା୧: ରାଜ୍ୟ ସରକାର କେନ୍ଦ୍ରାପଡ଼ା ଜିଲାରେ ମେଡିକାଲ କଲେଜ ପାଇଁ ଭିତ୍ତିଭୂମି ଯୋଗାଇ ଦେଲେ କେନ୍ଦ୍ର ସରକାର ଅନୁଦାନ ଯୋଗାଇ ଦେବେ। କେନ୍ଦ୍ର ସରକାର ନଦୀଭିତ୍ତିକ…