କେନ୍ଦ୍ରାପଡ଼ା

ମହାନଦୀରେ ମାଛ ଧରୁଥିବାବେଳେ ଭାସିଗଲେ ୬ ମତ୍ସ୍ୟଜୀବୀ: ୫ ଜଣ ଉଦ୍ଧାର, ଜଣେ ନିଖୋଜ

ମହାକାଳପଡ଼ା,୧ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ବନ୍ତନାଶି-ମହାନଦୀ ମୁହାଣ ମାଉଥଠାରେ ମଙ୍ଗଳବାର ଅପରାହ୍ନରେ ୬ ଜଣ…

12 months ago

ଦରମାରେ ଗ୍ରାମଦେବୀଙ୍କ ପାଖେ ମାର୍ଜନା ହୋଇଥିଲା

କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଣ୍ଡିରା ଗ୍ରାମପଞ୍ଚାୟତର ତୁଳସୀପୁର ଗ୍ରାମରେ ଥିବା ଏକ ସାଧାରଣ କୃଷକ ପରିବାରରେ ମୋ ଜନ୍ମ। ପିଲାଟିବେଳୁ ପାଠପଢ଼ାରେ ଖୁବ୍‌ ଭଲ ଥିଲି।…

1 year ago

ବିଲ୍ ପାସ୍ କରିବା ପାଇଁ ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ

କେନ୍ଦ୍ରାପଡ଼ା,୧୭।୩: ଓଡ଼ିଶା ଭିଜିଲାନ୍ସ,କେନ୍ଦ୍ରାପଡ଼ା ଜିଲାର ରାଜକନିକାର ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ-କମ୍-ସହାୟକ କର୍ମଚାରୀ ମହମ୍ମଦ ଫିରୋଜ ଖାନଙ୍କୁ ୨୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ…

1 year ago

ଭିତରକନିକାରେ ୪ ପ୍ରଜାତିର ୫୦୫ ଡଲ୍‌ଫିନ୍‌

ରାଜନଗର, ୧୨ା୩(ଭାସ୍କର ରାଉତରାୟ):ଚଳିତ ବର୍ଷ ଡଲ୍‌ଫିନ୍‌ ଗଣନା ରିପୋର୍ଟ ମଙ୍ଗଳବାର ପ୍ରକାଶ ପାଇଛି। ଏହି ଅନୁଯାୟୀ ସାରା ଓଡ଼ିଶାରେ ୭୧୦ଟି ଦେଖିବାକୁ ମିଳିଛି। କେବଳ ଭିତରକନିକରେ ୪…

1 year ago

ଅନ୍ତର୍ଜାତୀୟ ମହିଳା ଦିବସ: ସସ୍ମିତାଙ୍କ ଦେହରେ ଏବେ ବି ରହିଛି ପୋଲିସ ଗୁଳି

କେନ୍ଦ୍ରାପଡ଼ା,୮ା୩ (ଜଗନ୍ନାଥ ଧଳ): ୨୦୧୫ ବିଶ୍ୱ ମହିଳା ଦିବସକୁ ଇତିମଧ୍ୟରେ ୧୦ ବର୍ଷ ପୂରିଛି। ଏହିଦିନରେ ମଦ ବିରୋଧରେ ଆନ୍ଦୋଳନରତ ମହିଳାଙ୍କୁ ପୋଲିସ ଗୁଳିମାଡ଼ ଘଟଣା କେନ୍ଦ୍ରାପଡ଼ା…

1 year ago

ହଟିବ ବେଆଇନ ବିଜ୍ଞାପନ

ପଟ୍ଟାମୁଣ୍ଡାଇ,୮ା୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ଘରୋଇ ପ୍ରଚାରପତ୍ର ଓ ବେଆଇନ ବିଜ୍ଞାପନ ହୋର୍ଡିଂ ଛାଇହୋଇଯାଇଛି। ସହରର ରାସ୍ତା ପାର୍ଶ୍ୱରେ ଏଭଳି ସ୍ଥିତି ଯୋଗୁ ଗାଡ଼ି…

1 year ago

ଗହୀରମଥାରେ ଅଲିଭ୍‌ ରିଡ୍‌ଲେଙ୍କ ସମୂହ ଅଣ୍ଡାଦାନ

ରାଜନଗର,୭।୩(ଭାସ୍କର ରାଉତରାୟ): ଗହୀରମଥାରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସାମୂହିକ ଅଣ୍ଡାଦାନ ପ୍ରକ୍ରିୟା ଜାରି ରହିଛି। ଦୁଇ ଦିନ ମଧ୍ୟରେ ୧ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ କଇଁଛ…

1 year ago

ପୁଣି ବାରିମୂଳ ଆଶ୍ରମକୁ ଫେରିବେ Sarathi Baba! ହାଇକୋର୍ଟ କହିଲେ…

କଟକ,୫।୩: ପୁଣି ଚର୍ଚ୍ଚାରେ ସନ୍ତୋଷ ରାଉଳ ଓରଫ ସାରଥି Sarathi। କେନ୍ଦ୍ରାପଡ଼ା ବାରିମୂଳ ଫେରିବାକୁ ହାଇକୋର୍ଟ ସାରଥୀଙ୍କ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି। ଅସୁସ୍ଥ ଭାଇଙ୍କୁ ଯାଇ ଦେଖା…

1 year ago

ପୋଖରୀରୁ ୨ ଛାତ୍ରଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର: ପୋଲିସ ତଦନ୍ତ ଆରମ୍ଭ

ମହାକାଳପଡ଼ା,୫।୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ମାର୍ଶାଘାଇ ଥାନା ଅନ୍ତର୍ଗତ ସ୍ଥାନୀୟ ଖୁରୁସିଆ ପଞ୍ଚାୟତ ମା’ ବ୍ରହ୍ମାଣି ପୀଠ ପରିସର ପୋଖରୀରେ ଦୁଇ…

1 year ago

ମାଦଳୀ ମୁହାଣରେ ବଢୁଛି ଅନୁପ୍ରବେଶ

ମହାକାଳପଡ଼ା,୫ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ହୁକିଟୋଲା-ମାଦଳୀ ମୁହାଣରେ ବେଆଇନ ଭାବେ ସ୍ଥାନୀୟ କଙ୍କଡ଼ା ଧରାଳି ଓ…

1 year ago