କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ାରେ ୪ ନୂଆ ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ଛୁଇଁଲା

କେନ୍ଦ୍ରାପଡା ଅଫିସ/ମାର୍ଶାଘାଇ/ମହାକାଳପଡା, ୧୬।୫(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୧୧ ତାରିଖ ସୁଦ୍ଧା ଜିଲାରେ ୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା…

6 years ago

ଖରସ୍ରୋତା ପାଣି ଭଦ୍ରକକୁ ନେବା ଘଟଣା: ରାଜ୍ୟ ସରକାରଙ୍କୁ ଏନ୍‌ଜିଟିର କାରଣ ଦର୍ଶାଅ ନୋଟିସ

କେନ୍ଦ୍ରାପଡ଼ା ଅଫିସ, ୧୫ା୫: ଭଦ୍ରକ ଜିଲାର ୪ ବ୍ଲକ ଅଞ୍ଚଳ ପାଇଁ ନିର୍ମାଣାଧୀନ ମେଗା ପାଣି ପ୍ରକଳ୍ପ ଉପରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ର ଛାଟ ବାଜିଛି।…

6 years ago

ପ୍ରବାସୀଙ୍କୁ ଘାରିଛି ରୋଜଗାର ଚିନ୍ତା: ଜିଲାର ଅଧା ଚାଷଜମିକୁ ଜଳସେଚନ ବ୍ୟବସ୍ଥା ନାହିଁ

କେନ୍ଦ୍ରାପଡ଼ା ଅଫିସ, ୧୫ା୫: ତାଲାବନ୍ଦ ଯୋଗୁ କର୍ମନିଯୁକ୍ତି ହରାଇ ଦେଶ ବିଦେଶରୁ ବହୁ ସଂଖ୍ୟାରେ ପ୍ରବାସୀ ଜିଲାକୁ ଫେରିବାରେ ଲାଗିଛନ୍ତି। ଏମାନଙ୍କୁ ଏବେ ରୋଜଗାର ଚିନ୍ତା ଘାରିଛି।…

6 years ago

ଡେରାବିଶର ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୩୩୦୦ ଶଯ୍ୟା ପ୍ରସ୍ତୁତ, ରହିଲେଣି ୮୨୦ ପ୍ରବାସୀ ଓଡ଼ିଆ

ଡେରାବିଶ,୧୫ା୫(ସ୍ବ.ପ୍ର.): ମହାମାରୀ କରୋନା ପାଇଁ ବିଭିନ୍ନ ରାଜ୍ୟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନରେ ଥିବା ୨୬ଟି ପଞ୍ଚାୟତରେ ମୋଟ୍‌ ୬୮ଟି…

6 years ago

କେନ୍ଦ୍ରାପଡ଼ାରୁ ଆଉ ୧୩ ପଜିଟିଭ୍‌ ଚିହ୍ନଟ: ଜିଲାରେ ଆକ୍ରାନ୍ତ ସଂଖ୍ୟା ୨୨ ଛୁଇଁଲା

କେନ୍ଦ୍ରାପଡ଼ା ଅଫିସ, ୧୪।୫: କେନ୍ଦ୍ରାପଡ଼ା ଜିଲାରେ ଗୁରୁବାର ଅପରାହ୍ନରେ ୧୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ସୁରଟ ଫେରନ୍ତା। ସେମାନେ ମହାକାଳପଡ଼ା, କେନ୍ଦ୍ରାପଡ଼ା ଏବଂ…

6 years ago

ରାଜନଗରରେ ଆଉ ଜଣେ ପଜିଟିଭ ଚିହ୍ନଟ: କେନ୍ଦ୍ରାପଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୯ରେ

ରାଜନଗର, ୧୧।୫(ଡି.ଏନ୍‌.ଏ.): ରାଜ୍ୟରେ ସୋମବାର ସକାଳେ ୧୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ବୋଲି ଜଣାପଡ଼ିଛି। ଆକ୍ରାନ୍ତ ଜଣଙ୍କ…

6 years ago

ବାଇକ୍‌କୁ ଧକ୍କା ଦେଲା ଟ୍ରକ: ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ଜୀବନଗଲା

ଡେରାବିଶ, ୮ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଅଗ୍ନିଶମ ବିଭାଗର ଜଣେ କର୍ମଚାରୀଙ୍କର ଶୁକ୍ରବାର ସକାଳେ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ ସହଦେବ ବିଶ୍ୱାଳ (୩୪)। ସୂଚନା ଅନୁଯାୟୀ,…

6 years ago

କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା: ସମସ୍ତ ଆକ୍ରାନ୍ତ ସୁରଟ ଫେରନ୍ତା, କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ

କେନ୍ଦ୍ରାପଡ଼ା ଅଫିସ,୮ା୫: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଶୁକ୍ରବାର ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଏହି ଜିଲାରେ ୩…

6 years ago

୧୫ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୨୮୬ ଜଣଙ୍କ ସ୍ବାବ୍‌ ସଂଗ୍ରହ

ରାଜନଗର,୭ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ବିଭିନ୍ନ ପଞ୍ଚାୟତର ୧୫ଟି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିବା ପ୍ରବାସୀ ଓଡ଼ିଆଙ୍କ ମଧ୍ୟରୁ ୫ ଦିନରେ ୧୮୬ ଜଣଙ୍କର ସ୍ବାବ୍‌ ଟେଷ୍ଟ୍‌…

6 years ago

ଡେରାବିଶରେ ପ୍ରବାସୀ ଓଡ଼ିଆଙ୍କ ପାଇଁ ୬୮ କ୍ୱାରାଣ୍ଟାଇନ୍‌ ସେଣ୍ଟର ପ୍ରସ୍ତୁତ

ଡେରାବିଶ,୭ା୫(ସ୍ବ.ପ୍ର.): ଲକ୍‌ଡାଉନ୍‌ରେ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆ ଶ୍ରମିକଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ ଉଦ୍ୟମ କରାଯାଇଛି। ଏ…

6 years ago