କେନ୍ଦ୍ରାପଡ଼ା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା, ୧୦ଜଣଙ୍କ ନାମରେ ମାମଲା

ମହାକାଳପଡ଼ା,୧୬।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଳିପାଳ ପଞ୍ଚାୟତ ବାଲିସାହି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଗ୍ନିକାଣ୍ଡ ଘଟିଛି। କିଛି ଦୁର୍ବୃତ୍ତ ଗୁରୁବାର ବିଳମ୍ବିତ ରାତିରେ…

6 years ago

ମହାନଦୀରେ ବନ୍ୟାଜଳ ପ୍ରବାହିତ, ୩ ବ୍ଲକର ଲୋକେ ଆତଙ୍କିତ

କେନ୍ଦ୍ରାପଡ଼ା ଅଫିସ,୧୬।୮: ମହାନଦୀରେ ବନ୍ୟାଜଳ ପ୍ରବାହିତ ହେତୁ କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ ବ୍ଲକର ୩୦ରୁ ଊର୍ଦ୍ଧ୍ୱ ଗ୍ରାମରେ ପାଣି ପଶିଛି। ଏହି ସମସ୍ୟାର…

6 years ago

୨୩ରୁ ଭିତରକନିକାରେ ପକ୍ଷୀଗଣନା ଆରମ୍ଭ

ରାଜନଗର,୧୬।୮(ଡି.ଏନ୍‌.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ସମାଗମ ହୋଇଥିବା ଦେଶୀୟ ପକ୍ଷୀଙ୍କ ଗଣନା ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବ। ୭ ଦିନ ଧରି ଏହି ଗଣନା…

6 years ago

କେନ୍ଦ୍ରାପଡାରେ ଇଦ୍‌-ଉଲ୍‌-ଜୁହା ପାଳିତ

କେନ୍ଦ୍ରାପଡ଼ା ଅଫିସ, ୧୨।୮: କେନ୍ଦ୍ରାପଡ଼ା ଜିଲାର ମୁସଲମାନ ବହୁଳ ଅଞ୍ଚଳରେ ଇଦ୍‌-ଉଲ୍‌-ଜୁହା ସୋମବାର ଶାନ୍ତି ଶୃଙ୍ଖଳାର ସହ ପାଳିତ ହୋଇଯାଇଛି। ଏଥିପାଇଁ ବିଭିନ୍ନ ଇଦ୍‌ଗାହଠାରେ ସମୂହ ନମାଜ…

6 years ago

ଜାତୀୟ କରାଟେ ପ୍ରତିଯୋଗିତାରେ ମିଳିଛି ସ୍ବର୍ଣ୍ଣ ପଦକ : ପ୍ରତିଭା ବିିକାଶରେ ଅର୍ଥ ସାଜିଛି ବାଧକ

ମହାକାଳପଡ଼ା,୧୨ା୮(ଡି.ଏନ୍‌.ଏ.):  ଅର୍ଥ ଅଭାବରୁ ଜଣେ ପ୍ରତିଭାବାନ ଛାତ୍ରୀ ତଥା ଜାତୀୟସ୍ତରର କରାଟେ ଖେଳାଳି ଉଚ୍ଚ ଶିକ୍ଷା ଲାଭ କରିବାରେ ବାଧକ ସୃଷ୍ଟି ହୋଇଛି। ସେ ହେଲେ କେନ୍ଦ୍ରାପଡ଼ା…

6 years ago

ବଢ଼ୁଛି କାଇଁଚ ରାଖୀ ଚାହିଦା

କେନ୍ଦ୍ରାପଡା ଅଫିସ, ୧୨ା୮ :  ଆଉ ମାତ୍ର ୪ ଦିନ ପରେ ରାଖୀ ପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ବାନ୍ଧିବ ରାଖୀ। ଏହାକୁ ଦୃଷ୍ଟିରେ ରଖି ପରିବେଶ…

6 years ago

ପଟ୍ଟାମୁଣ୍ଡାଇ: ବେଆଇନ ଘୋଷଣା ପରେ ବି ମୋବାଇଲରେ ମହିଳାଙ୍କୁ ତିନି ତଲାକ ଦେଲେ ସ୍ବାମୀ, ମାମଲା ରୁଜୁ

ପଟ୍ଟାମୁଣ୍ଡାଇ, ୧୦।୮(ସ୍ବ.ପ୍ର.): ତିନି ତଲାକଖ ବିଲ୍‌କୁ ନେଇ ଲୋକ ସଭା ଏବଂ ରାଜ୍ୟ ସଭାରେ ତର୍ଜମା କରାଯିବା ପରେ ଏଥିରେ ମୋହର ମରାଯାଇଛି। ମୁସଲମାନ ମହିଳାଙ୍କ ସୁରକ୍ଷାକୁ…

6 years ago

ଭିତରକନିକା ଜାତୀୟ ଉଦ୍ୟାନର କୃତ୍ରିମ ପ୍ରଜନନ କେନ୍ଦ୍ରରେ କୁମ୍ଭୀର ଛୁଆ ଫୁଟିବା ଆରମ୍ଭ

ରାଜନଗର,୧୦।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନରେ ୧୯୭୫ ମସିହାରେ ଅଷ୍ଟ୍ରେଲିଆର ବିଶିଷ୍ଟ ପ୍ରାଣୀ ବୈଜ୍ଞାନିକ ଡ. ଏଚ୍‌ .ଆର୍‌ ବଷ୍ଟାର୍ଡଙ୍କ ଦ୍ୱାରା ପ୍ରଥମ…

6 years ago

ଜଳଶକ୍ତି ଅଭିଯାନ ଶୁଭାରମ୍ଭ

କେନ୍ଦ୍ରାପଡା ଅଫିସ, ୮।୮: କେନ୍ଦ୍ର ସରକାରଙ୍କ ଜଳଶକ୍ତି ଅଭିଯାନରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ଏକମାତ୍ର ଜିଲା ଭାବେ କେନ୍ଦ୍ରାପଡ଼ା ସ୍ଥାନ ପାଇଥିବା ବେଳେ ସହରର ଟାଉନହଲଠାରେ ଗୁରୁବାର…

6 years ago

ମଦ ଦୋକାନ ଉଚ୍ଛେଦ ଦାବି ଆନ୍ଦୋଳନରେ ବସିଥିବା ୬ ମହିଳା ଅସୁସ୍ଥ

ରାଜନଗର,୮।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ମୁଖ୍ୟରାସ୍ତାର ଭିତରଗଡ଼ ପଞ୍ଚାୟତରେ ନୂତନ ଭାବେ ଖୋଲା ଯାଇଥିବା ବିଦେଶୀ ମଦ ଦୋକାନ ଉଚ୍ଛେଦ ଦାବିରେ ଭିତରଗଡ଼ ପଞ୍ଚାୟତର ଶତାଧିକ ମହିଳା…

6 years ago