କେନ୍ଦ୍ରାପଡ଼ା

ଯୁବକଙ୍କ ଉନ୍ମତକାଣ୍ଡ: ପେଟ୍ରୋଲ ବୋମା ଫିଙ୍ଗି ଜାଳିଦେଲେ ହାଇୱା

ଆଳି, ୧୩।୬(ଡି.ଏନ୍‌.ଏ.): ଆଳି ଦେମାଳ ଅଞ୍ଚଳରେ ଶନିବାର ଜଣେ ଯୁବକଙ୍କ ଉନ୍ମତକାଣ୍ଡ ଦେଖିବାକୁ ମିଳିଛି l ଭୋର ୫ଟାରେ ଯୁବକ ଜଣକ ପେଟ୍ରୋଲ ବୋମା ଫିଙ୍ଗି ଚିପ୍ସ…

6 years ago

ବ୍ରହ୍ମ ତାଳଧ୍ୱଜ ରଥରେ ଯୋଡ଼ା ହେଉଛି ବରାନ୍ଦ

କେନ୍ଦ୍ରାପଡ଼ା ଅଫିସ, ୧୩ା୬: ଆସନ୍ତା ୨୩ ତାରିଖରେ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା। କେନ୍ଦ୍ରାପଡାର ଇଚ୍ଛାପୁରସ୍ଥିତ ବ୍ରହ୍ମ ତାଳଧ୍ୱଜ ରଥରେ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବ ଜୀଉ ବିରାଜମାନ ହୋଇଥାନ୍ତି।…

6 years ago

ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ

କେନ୍ଦ୍ରାପଡ଼ା ଅଫିସ,୧୦ା୬: କେନ୍ଦ୍ରାପଡ଼ା ଜିଲା ସ୍ବାଧୀନତା ସଂଗ୍ରାମୀ ସମିତିର ସଭାପତି ତଥା ବରିଷ୍ଠ ସାମାଜିକକର୍ମୀ ନକୁଳ ଚରଣ ଦାସ(୯୪)ଙ୍କର ବାର୍ଦ୍ଧକ୍ୟ ଜନିତ କାରଣରୁ ବୁଧବାର ପରଲୋକ ଘଟିଛି।…

6 years ago

ନଦୀକୁ ଖସିଲା ଜେସିବି, ବର୍ତ୍ତିଲେ ଚାଳକ

ମହାକାଳପଡ଼ା, ୮ା୬(ଡି.ଏନ୍‌.ଏ.): ମହାକାଳପଡା ବ୍ଲକ ବଡକୁଳ ଗ୍ରାମ ପାର୍ଶ୍ୱ ଲୁଣା ନଦୀ ଗର୍ଭକୁ ସୋମବାର ଏକ ଜେସିବି ମେଶିନ ଖସିପଡ଼ିଥିଲା। ଫଳରେ ଚାଳକ ଅଳ୍ପକେ ବର୍ତ୍ତିଯାଇଛନ୍ତି। କେନ୍ଦ୍ରାପଡା…

6 years ago

କାଳବୈଶାଖୀ ତାଣ୍ଡବ: ବଜ୍ରପାତରେ ଚାଷୀଙ୍କ ମୃତ୍ୟୁ

ମହାକାଳପଡ଼ା,୮।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଥିଲା। ବର୍ଷା ପବନ ସାଙ୍ଗକୁ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଡାଙ୍ଗ ପଞ୍ଚାୟତ ରମଳାଢିହି…

6 years ago

ସ୍ତ୍ରୀଙ୍କୁ ହାଣି ବୃଦ୍ଧଙ୍କ ଆତ୍ମହତ୍ୟା ଉଦ୍ୟମ

କେନ୍ଦ୍ରାପଡ଼ା ଅଫିସ,୮ା୬: ପରିଣତ ବୟସରେ ପାରିବାରିକ ମନୋମାଳିନ୍ୟ ଭୟଙ୍କର ରୂପ ନେଇଛି। କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁର ଗ୍ରାମର ଝିଙ୍ଗର ମଲ୍ଲିକ (୭୪) ସ୍ତ୍ରୀ ଘୁଙ୍ଗୁର(୭୦)ଙ୍କୁ…

6 years ago

ଶଟ୍‌ଡାଉନ୍‌ ପ୍ରଭାବ: ଗରଦପୁର ଅଞ୍ଚଳ ଜନଶୂନ୍ୟ

ପାଟକୁରା,୭।୬(ଡି.ଏନ୍‌.ଏ.): ରାଜ୍ୟ ସରକାର ୧୧ଟି ଜିଲାରେ ଜୁନ୍‌ ମାସ ପ୍ରତ୍ୟେକ ଶନିବାର ଓ ରବିବାରକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ସେଥି ମଧ୍ୟରେ କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଭୁକ୍ତ। ତେବେ…

6 years ago

ସ୍ନାନମଣ୍ଡପରେ ଶ୍ରୀ ବଳଦେବଜୀଉ: ମନ୍ଦିର ନିକଟରେ ୧୪୪ ଧାରା ଜାରି, ଦର୍ଶନରୁ ବଞ୍ଚିତ ଶ୍ରଦ୍ଧାଳୁ

କେନ୍ଦ୍ରାପଡ଼ା ଅଫିସ,୫ା୬: ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କ ସ୍ନାନଯାତ୍ରା ନୀତି ଶୁକ୍ରବାର ଅରମ୍ଭ ହୋଇଛି। ପ୍ରତ୍ୟୁଷରୁ ମଙ୍ଗଳାର୍ପଣ ପରେ ଶ୍ରୀ ବଳଦେବଜୀଉଙ୍କ ସହିତ ପ୍ରଭୁ ଜଗନ୍ନାଥ ଏବଂ…

6 years ago

ବାତ୍ୟା ଅମ୍ଫନ୍‌ କ୍ଷୟକ୍ଷତି ଆକଳନ: ବାଲେଶ୍ୱର, କେନ୍ଦ୍ରାପଡ଼ା ପରିଦର୍ଶନ କଲେ କେନ୍ଦ୍ରୀୟ ଟିମ୍‌; ଶୁକ୍ରବାର ଗସ୍ତ କରିବେ ଜଗତ୍‌ସିଂହପୁର, ଭଦ୍ରକ 

ଭୁବନେଶ୍ୱର,୪ା୬(ବ୍ୟୁରୋ)/କେନ୍ଦ୍ରାପଡ଼ାଅଫିସ/ଭୋଗରାଇ/ବାଲିଆପାଳ, (ଡି.ଏନ୍‌.ଏ.): ବାତ୍ୟା ଅମ୍ଫନ୍‌ର କ୍ଷୟକ୍ଷତି ଆକଳନ କରିବାକୁ ଏକ ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଭୁବନେଶ୍ୱରରେ ପହଞ୍ଚିଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ…

6 years ago

କେନ୍ଦ୍ରାପଡ଼ା ଜିଲା ଏବେ କରୋନା ହଟ୍‌ସ୍ପଟ୍‌: ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା

କେନ୍ଦ୍ରାପଡ଼ା ଅଫିସ, ୧ା୬: କେନ୍ଦ୍ରାପଡ଼ା ଜିଲା ଏବେ କରୋନା ହଟ୍‌ସ୍ପଟ୍‌ ପାଲଟିଛି । ଏପ୍ରିଲ ୭ରେ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଇତିମଧ୍ୟରେ…

6 years ago