ରାଜନଗର,୨୫ା୬(ଡି.ଏନ୍.ଏ.)- କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନ ଅନ୍ତର୍ଗତ ଡାଙ୍ଗମାଳ ବଉଳା କୁମ୍ଭୀର ସଂରକ୍ଷଣ କେନ୍ଦ୍ରରେ ବସବାସ କରୁଥିବା ୪୫ ବର୍ଷୀୟ ଶଙ୍ଖୁଆ ବଉଳା…
କେନ୍ଦ୍ରାପଡା ଅଫିସ, ୨୫ା୬- ପଦାର୍ଥ ବିଜ୍ଞାନର ୪ଟି ସେମିଷ୍ଟର ପରୀକ୍ଷାରେ ୭୦ରୁ ଊର୍ଦ୍ଧ୍ୱ ନମ୍ବର ରଖିଥିବା ୧୫ ଜଣ ଛାତ୍ରୀ ପଞ୍ଚମ ସେମିଷ୍ଟର ପରୀକ୍ଷାରେ ଫେଲ ହୋଇଯାଇଛନ୍ତି…
ପଟ୍ଟାମୁଣ୍ଡାଇ,୨୪।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାଉ ମଡ଼କ ଦେଖିବାକୁ ମିଳିଛି। ଏତେ ସଂଖ୍ୟାରେ କାଉ ମରିବାନେଇ ବାର୍ଡଫ୍ଲ୍ୟୁ ଆଶଙ୍କା ପ୍ରକାଶ ପାଇଛି। ପଟ୍ଟାମୁଣ୍ଡାଇ ବ୍ଲକ ଖଡ଼ଇଣ୍ଟା…
କେନ୍ଦ୍ରାପଡ଼ା ଅଫିସ, ୨୪ା୬: ରାଜ୍ୟର ଘରୋଇ ଚିକିତ୍ସାଳୟଗୁଡିକରେ କିଭଳି ମନମାନି ଚାଲିଛି ତା’ର ଏକ ଉଦାହରଣ ଦେଖିବାକୁ ମିଳିଛି ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲରେ। କେନ୍ଦ୍ରପଡ଼ା ଜିଲା…
ମହାକାଳପଡା,୨୪ା୬(ଡି.ଏନ୍.ଏ.): ମହାକାଳପଡା ବ୍ଲକ ଖରିନାସୀ ପଞ୍ଚାୟତ ଅନ୍ତର୍ଗତ ବାରଶହ ଏକର ଅଞ୍ଚଳ ଚାଷ ଜମି ପାର୍ଶ୍ୱରେ ଚିଙ୍ଗୁଡି ବ୍ୟବସାୟୀମାନେ ବେଆଇନ ଭାବେ ଘେରି ନିର୍ମାଣ କରିଛନ୍ତି। ଘେରିର…
ମହାକାଳପଡ଼ା.୧୮.୬(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ସାଙ୍ଗକୁ ଘଡ଼ଘଡି ଓ ବଜ୍ରପାତ ହୋଇଛି। ଏଥିରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି।…
ମହାକାଳପଡ଼ା,୧୫।୬(ଡି.ଏନ୍.ଏ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜମ୍ବୁ ମେରାଇନ୍ ଥାନା ଅନ୍ତର୍ଗତ ଖରିନାସୀ ଜେଠୀ ନିକଟ ଷ୍ଟାଫ କ୍ୱାର୍ଟର୍ସରେ ରଜ ସଂକ୍ରାନ୍ତିରେ ଏକ ଅଭାବନୀୟ…
ଡେରାବିଶ, ୧୪ା୬(ସ୍ବ.ପ୍ର.): ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷାର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ମାଗଣାରେ ବହି, ପୋଷାକ,…
ଡେରାବିଶ,୧୦।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଧୀନ ବଳଭଦ୍ରପୁରପାଟରେ ସୋମବାର ସକାଳେ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ କେଉଟ…
ମହାକାଳପଡ଼ା,୯।୬(ଡି.ଏନ୍.ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତ ସ୍ଥାନୀୟ କୋଚିଳା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜନୈକ ନବ ବିବାହିତାଙ୍କ କୀଟନାଶକ ପିଇବା ଯୋଗୁ…