କେନ୍ଦ୍ରାପଡ଼ା,୧୬ା୧୧: କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବଳଦେବଜୀଉଙ୍କ ପରିକ୍ରମା ପ୍ରକଳ୍ପ ପାଇଁ ୧୦୦…
କେନ୍ଦ୍ରପଡ଼ା,୧୪ା୧୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଗୋଚାଲାଣକାରୀଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସମୟରେ ଧରାପଡ଼ି ଜେଲ୍ ଯାଉଥିଲେ ମଧ୍ୟ ଏହା ବନ୍ଦ ହେଉନାହିଁ। ଗୁରୁବାର ରାତିରେ…
ମାର୍ଶାଘାଇ,୧୩।୧୧ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଜଣେ ବିବାହିତା ମହିଳାଙ୍କୁ ବାରମ୍ବାର ପ୍ରେମ ନିବେଦନ କରିବା, ଅଶ୍ଳୀଳ ଭାଷାରେ ଗାଳିଗୁଲଜ ଓ ଜୀବନରେ ମାରିଦେବା ଆଦି ଧମକ ଦେବା…
ମହାକାଳପଡ଼ା, ୧୨ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍ ଉପକୂଳ ଅଞ୍ଚଳ ନଦୀ ନାଳଘେରା ଜଙ୍ଗଲ ମଧ୍ୟରେ ପ୍ରଚୁର ପରିମାଣରେ ସୁନାଘାସ ନାଳିଆ ବିଲୁପ୍ତହେବାକୁ ବସିଲାଣି। ନାଳିଆ…
ମହାକାଳପଡ଼ା, ୧୧ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ଦିଲ୍ଲୀରେ ଆତଙ୍କବାଦୀଙ୍କ ବିସ୍ଫୋରଣ ପରେ ଓଡ଼ିଶାର ସମ୍ବେଦନଶୀଳ ସ୍ଥାନଗୁଡିକରେ ହାଇ ଆଲର୍ଟ ଜାରି କରାଯାଇଛି। ଉପକୂଳ ଅଞ୍ଚଳରେ ସତର୍କ ସୂଚନା ଜାରି କରାଯାଇଛି…
ମହାକାଳପଡ଼ା,୧୦ା୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପିତାପାଟ ଗାଁରେ ପୂଜା ପାଆନ୍ତି ଅକାଳ ବୋଧନ ସର୍ପ ଦେବୀ ମା’ ମନସା। ୨୯ ବର୍ଷ…
ପଟ୍ଟାମୁଣ୍ଡାଇ, ୮ା୧୧ (କଳ୍ପତରୁ ନାୟକ):ସରକାରୀ ଜମିରୁ ଜବରଦଖଲ ଓ ଏହାର ସୁରକ୍ଷା ପ୍ରସଙ୍ଗରେ ରାଜ୍ୟ ସରକାର ନୀତିଗତ ନିଷ୍ପତ୍ତି ନେଇଛନ୍ତି। ଏହି ପ୍ରସଙ୍ଗକୁ ସରକାର ପ୍ରାଥମିକତା ଦେଇ…
ମହାକାଳପଡ଼ା, ୮ା୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍ ଅଞ୍ଚଳ ଜୈବ ବିବିଧତା ପରିବେଷ୍ଟିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଲୁଣା ହେନ୍ତାଳ ଜଙ୍ଗଲ ଅଞ୍ଚଳ ଖୁବ୍…
ମହାକାଳପଡ଼ା, ୨ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ରାମନଗରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରର ୨ ବର୍ଷ ପୂର୍ବେ ସୌନ୍ଦର୍ଯ୍ୟକରଣ…
ମହାକାଳପଡ଼ା,୩୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଶ୍ୱପ୍ରସିଦ୍ଧ ଅଲିଭ୍ରିଡ୍ଲେ କଇଁଛମାନଙ୍କ ଅନ୍ତୁଡ଼ିଶାଳ ବୋଲି ଗହୀରମଥା ପରିଚିତ। ପ୍ରଶାନ୍ତମହାସାଗରରୁ ଯୋଜନ ଯୋଜନ ମାଇଲ ପଥ ଅତିକ୍ରାନ୍ତ କରି ନିଜ ଜନ୍ମମାଟି ଗହୀରମଥାକୁ…