କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ସହର ମାଷ୍ଟର ପ୍ଲାନ୍‌କୁ ଅପେକ୍ଷା କରିଛି

କେନ୍ଦ୍ରାପଡ଼ା,୩ା୭ (ଜଗନ୍ନାଥ ଧଳ): ଆଗକୁ ସାଧାରଣ ନିର୍ବାଚନ ଆସୁଛି। ଶାସକ ଦଳ ପକ୍ଷରୁ ବିଳମ୍ବିତ ହୋଇଥିବା ପ୍ରକଳ୍ପକୁ ସାରିବାକୁ ତତ୍ପରତା ପ୍ରକାଶ ପାଉଛି। ଏହିକ୍ରମରେ ସହରର ମୁଖ୍ୟସ୍ଥଳ…

10 months ago

କନିକା ବନାଞ୍ଚଳରେ ୧୦୭ କୁମ୍ଭୀର ବସା ଚିହ୍ନଟ

ରାଜନଗର,୩ା୭ (ଭାସ୍କର ରାଉତରାୟ): ବଉଳା କୁମ୍ଭୀରମାନଙ୍କ ପ୍ରାକୃତିକ ବାସସ୍ଥାନ ଭିତରକନିକା ଜାତୀୟ ଉଦ୍ୟାନ ଅଧୀନରେ ଥିବା କନିକା ବନାଞ୍ଚଳରେ ପ୍ରବାହିତ ନଦୀ ନାଳ। ଏଠାରେ ବସବାସ କରୁଥିବା…

10 months ago

ଘୂର୍ଣ୍ଣିଝଡ଼ରେ ଉଡ଼ିଗଲା ୧୫ରୁ ଊର୍ଦ୍ଧ୍ୱ ଘରର ଚାଳ

କେନ୍ଦ୍ରାପଡ଼ା,୩ା୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜକନିକା ତହସିଲ ଅଞ୍ଚଳରେ ରବିବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ହୋଇଛି। ଏହି ଝଡ଼ ତହସିଲ ଅନ୍ତର୍ଗତ ପଙ୍କି ଗ୍ରାମର ୧୫ରୁ ଊର୍ଦ୍ଧ୍ୱ…

10 months ago

ଭିତରକନିକା ଆର୍ଦ୍ରଭୂମିକୁ ଉଜାଡ଼ିବ ପ୍ରଦୂଷିତ ଜଳ

କେନ୍ଦ୍ରାପଡ଼ା,୨।୭ (ଜଗନ୍ନାଥ ଧଳ)ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିଛି ା ତେବେ କେନ୍ଦ୍ରାପଡ଼ା ଜିଲାରେ ଆଶାନୂରୂପକ ବର୍ଷା ହୋଇନାହିଁ ା ଫଳରେ ଜିଲାରେ ଉତ୍କଟ ଜଳାଭାବ ଦେଖାଦେଇଛି।…

10 months ago

ବରଫ ଅତଡ଼ା ଖସି ସେନା କର୍ମଚାରୀ ମୃତ

ପାଟକୁରା,୨।୭(ରବୀନ୍ଦ୍ରନାଥ ବାରିକ)ଲଦାଖରେ ବରଫ ଅତଡା଼ ଧସିବାରୁ ଶହୀଦ ହୋଇଛନ୍ତି କେନ୍ଦ୍ରାପଡ଼ା ଜିଲା ପାଟକୁରା ଅଞ୍ଚଳର ଦେବୀ ପ୍ରସନ୍ନ ସୂତାର। ସେ ଭାରତୀୟ ସୈନ୍ୟବାହିନୀରେ ସିଭିଲ ଇଞ୍ଜିନିୟର ଭାବେ…

10 months ago

ନିର୍ମାଣକୁ ବର୍ଷେ ପୂରିନି, କନପୁର ସେତୁ ଭାଙ୍ଗିଲାଣି

ରାଜକନିକା,୩୦ା୬ (ରବୀନ୍ଦ୍ର କୁମାର ଦାସ): କେନ୍ଦ୍ରାପଡ଼ା ଜିଲାରେ ଚଳିତବର୍ଷ ଆରମ୍ଭରେ ରାଜକନିକା ବ୍ଲକର କନପୁର ସେତୁ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ମାତ୍ର ୬ ମାସ ମଧ୍ୟରେ…

10 months ago

ବିହନ ବୁଣି ବର୍ଷାକୁ ଚାହିଁଛନ୍ତି ଚାଷୀ

କେନ୍ଦ୍ରାପଡ଼ା,୩୦ା୬(ଜଗନ୍ନାଥ ଧଳ): ଚଳିତବର୍ଷ ଅନିୟମିତ ବୃଷ୍ଟିପାତ ଯୋଗୁ ଚାଷୀକୁଳ ହତାଶ ହୋଇପଡିଛନ୍ତି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଜୁନ୍‌ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପହଞ୍ଚତ୍ଛିି। ଜୁନ…

10 months ago

ଶୌଚ ବେଳେ ଟାଣି ନେଲା କୁମ୍ଭୀର

କେନ୍ଦ୍ରାପଡ଼ା,୨୯ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଇନ୍ଦୁପୁର ଅନ୍ତର୍ଗତ ଘାଘରା ପଞ୍ଚାୟତ ଘାଗରାଡିଆ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ଗୁରୁବାର କୁମ୍ଭୀର ଟାଣି ନେଇଛି। ବ୍ରାହ୍ମଣୀ ନଦୀକୁ ଶୌଚ ପାଇଁ…

10 months ago

ଗ୍ରାମାଞ୍ଚଳରେ ବି ହ୍ରାସ ପାଉଛି ଚାରଣ ଭୂଇଁ

ମହାକାଳପଡ଼ା,୨୯।୬(ପ୍ରତାପ ଚନ୍ଦ୍ର ସ୍ବାଇଁ)ସହରାଞ୍ଚଳ ପରି ଏବେ ଗ୍ରାମାଞ୍ଚଳରେ ବି ଚାରଣ ଭୂଇଁର ଅଭାବ ଦେଖାଦେଇଛି ା ଗୃହପାଳିତ ପ୍ରାଣୀମାନଙ୍କ ଚରିବା ପାଇଁ କାହିଁ କେଉଁ ଅନାଦି କାଳରୁ…

10 months ago

ଜିଲାରେ ସବ୍‌ଡିଭିଜନ ମାନ୍ୟତା ଦାବି ତେଜୁଛି

କେନ୍ଦ୍ରାପଡ଼ା,୨୯।୬ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ଲୋକସଂଖ୍ୟା ୧୬ ଲକ୍ଷରୁ ଊର୍ଦ୍ଧ୍ୱ। ୨୪୯୪ ବର୍ଗ କିଲୋମିଟର ଅଞ୍ଚଳ ପରିମିତ ଏହି ଜିଲାର ଉପାନ୍ତରେ ପ୍ରଶାସନିକ ସେବା ପହଞ୍ଚତ୍ ପାରୁନାହିଁ।…

10 months ago