କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ାରେ ଫୁଟିଲା ଗୁଳି

ଡେରାବିଶ,୪ା୫(ବେବର୍ତ୍ତା ଅଜୟ ଦାଶ): କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଇନ୍ଦାଳୋ ପଞ୍ଚାୟତ ବାଲିସାହିଠାରେ ଗୁଳିମାଡ଼ ହୋଇଛି। ରବିବାର ଅପରାହ୍ନରେ ୪ ଜଣ ଦୁର୍ବୃତ୍ତ ଗୁଳିମାଡ଼…

1 year ago

ମା’ଦରିଆ ରାମଚଣ୍ଡୀଙ୍କ ବିଗତ ବର୍ଷ ଅପେକ୍ଷା ଆୟ ବଢ଼ିଛି

କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ଦରିଆ ରାମଚଣ୍ଡୀଙ୍କ ଝାମୁଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଝାମୁଯାତ୍ରାରେ ବିଗତ ବର୍ଷ ଅପେକ୍ଷା ଆୟ ବଢ଼ିଛି। ହୁଣ୍ଡି ଦାନବାକ୍ସ ମହାକାଳପଡ଼ା, ୩୦।୪(ପ୍ରତାପ…

1 year ago

ଜିପ୍‌ସମ୍‌ ଗୁଣ୍ଡ ଧୂଳିରେ ପଥଚାରୀ ଅଣନିଃଶ୍ୱାସୀ

ମହାକାଳପଡ଼ା, ୨୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ-ମାର୍ଶାଘାଇ ମୁଖ୍ୟ ବ୍ରିଟିଶ କେନାଲ ୨୪ କି.ମି. ରାସ୍ତା ପାଇଁ ପୂର୍ତ୍ତ ବିଭାଗ ପକ୍ଷରୁ ୧୦୪ କୋଟି…

1 year ago

୧୦ ହଜାର ନଳକୂପରୁ ବାହାରୁଛି ଲୁଣିପାଣି

କେନ୍ଦ୍ରାପଡ଼ା,୨୮ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୭ ନଦୀ ପ୍ରବାହିତ ହେଉଥିବା ସତ୍ତ୍ୱେ ଏଠାରେ ପାନୀୟ ଜଳ ସଙ୍କଟ ଏକ ମୁଖ୍ୟ ସମସ୍ୟା ହୋଇରହିଛି। କାରଣ ମହାନଦୀ, ବ୍ରାହ୍ମଣୀ…

1 year ago

ବିବାହର ୩ ମାସ ପରେ ନବବଧୂଙ୍କ ମୃତ୍ୟୁ: ଯୌତୁକ ପାଇଁ ହତ୍ୟା ଅଭିଯୋଗ

ପଟ୍ଟାମୁଣ୍ଡାଇ, ୨୮ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ମାଟିଆ ଗ୍ରାମରେ ଅଧିକ ଯୌତୁକ ପାଇଁ ଶନିବାର ଜନୈକା ବଧୂଙ୍କୁ ହତ୍ୟା କରାଯାଇଥିବା…

1 year ago

ପରିବେଶ ପାଇଁ ଅନୁକୂଳ ହେନ୍ତାଳ ଜଙ୍ଗଲ ସୃଷ୍ଟି

ମହାକାଳପଡ଼ା,୨୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଶ୍ୱରେ ଜଳବାୟୁ ପରିବର୍ତ୍ତନରେ ପରିବେଶ ବିଜ୍ଞାନୀମାନଙ୍କ ଚିନ୍ତା ବଢ଼ାଇଛି। ପୂର୍ବ ଅପେକ୍ଷା ପରିବେଶ ବିଗିଡ଼ିବାରେ ଲାଗିଛି। ଗ୍ରୀନ୍‌ଲ୍ୟାଣ୍ଡରୁ ବରଫ ତରଳି ସମୁଦ୍ର ଜଳ…

1 year ago

ଜବରଦଖଲ: ଜଳ ନିଷ୍କାସନରେ ବାଧା, ଫସଲହାନି

ପଟ୍ଟାମୁଣ୍ଡାଇ, ୨୬ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ଅଳଭା ଗ୍ରାମର ବିଲବାଡିରେ ବର୍ଷସାରା ଜଳ ଜମି ରହି ବହୁ ଏକର ଚାଷଜମୀ ନଷ୍ଟ ହେଉଥିବା…

1 year ago

ପହଲଗାମ୍‌ରେ ଆକ୍ରମଣ ପରେ ଉପକୂଳରେ ହାଇ ଆଲର୍ଟ

ମହାକାଳପଡ଼ା, ୨୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ଦେଶର ଜମ୍ମୁ-କଶ୍ମୀର ପହଲଗାମ୍‌ରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ନିରୀହ ପର୍ଯ୍ୟଟକମାନଙ୍କ ଉପରେ ବର୍ବରୋଚିତ ଭାବେ ଆକ୍ରମଣକୁ ଦେଶବାସୀ ଘୋର ନିନ୍ଦା କରିଛନ୍ତି।…

1 year ago

ଗହୀରମଥା ଚଳଚଞ୍ଚଳ: ଦୁଇଦିନରେ ୮୨ ଲକ୍ଷ କଇଁଛ ଶାବକ ଅଣ୍ଡାରୁ ବାହାରି ହେଲେ ସମୁଦ୍ରମୁହାଁ

ରାଜନଗର,୨୫ା୪: ଦୀର୍ଘ ୫୦ ଦିନ ପରେ କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା ପୁଣି ଚଳଚଞ୍ଚଳ ହୋଇପଡ଼ିଛି। ଲକ୍ଷଲକ୍ଷ ମାଈ କଇଁଛ ଗହୀରମଥାର ଅଗରନାସୀ-୨ରେ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଶେଷ…

1 year ago

୨ କ୍ୟାବିନ୍‌ ଉପରେ ମାଡ଼ିଗଲା ଯାତ୍ରାପାର୍ଟି ଟ୍ରକ୍‌, ବାଇକ୍‌କୁ ନେଲା ଘୋଷାଡ଼ି

କେନ୍ଦ୍ରାପଡ଼ା,୨୦ା୪(ଜଗନ୍ନାଥ ଧଳ): ସଦର ଥାନା ଅନ୍ତର୍ଗତ ଦୁହୁରିଆ ଛକରେ ପଟ୍ଟାମୁଣ୍ଡାଇ ଆଡୁ ଆସୁଥିବା ପୃଥ୍ବୀରାଜ ଯାତ୍ରା ପାର୍ଟିର ଏକ ଟ୍ରକ ଭାରସାମ୍ୟ ହରାଇ ଜିଲା ଶିକ୍ଷାଅଧିକାରୀ୍‌ଙ୍କ କାର୍ଯ୍ୟାଳୟ…

1 year ago