କେନ୍ଦ୍ରାପଡ଼ା

ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ବେଳେ ଗ୍ୟାସ ସିଲିଣ୍ଡରରେ ଲାଗିଲା ନିଆଁ

କେନ୍ଦ୍ରାପଡ଼ା ୧୩।୧: ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ସମୟରେ ଗ୍ୟାସ ସିଲିଣ୍ଡରରେ ଲାଗିଗଲା ନିଆଁ । ଅଳ୍ପକେ ବର୍ତ୍ତିଲେ ପାଚିକାଙ୍କ ସମେତ ଶିକ୍ଷୟିତ୍ରୀ ଓ ଛାତ୍ରୀଛାତ୍ର। ଏଭଳି…

2 years ago

ବନ୍ଦ ପଡ଼ିଛି ମିଶନ ଶକ୍ତି କାଫେ

ପଟ୍ଟାମୁଣ୍ଡାଇ,୧୨ା୧ (କଳ୍ପତରୁ ନାୟକ): ସହରାଞ୍ଚଳ, ଗ୍ରାମାଞ୍ଚଳ ଏସ୍‌ଏଚ୍‌ଜି ମହିଳାଙ୍କୁ ସ୍ବାବଲମ୍ବୀ କରିବା ଏବଂ ଦୂରଦୂରାନ୍ତରୁ ଆସୁଥିବା ଲୋକଙ୍କୁ ସୁସ୍ବାଦୁ ଖାଦ୍ୟ ଯୋଗାଇ ଦେବା ଲକ୍ଷ୍ୟରେ କେନ୍ଦ୍ରାପଡ଼ା ଜିଲା…

2 years ago

ପୂର୍ବତନ ବିଧାୟିକା ସୁଶ୍ରୀ ଦେବୀଙ୍କ ପରଲୋକ

କେନ୍ଦ୍ରାପଡ଼ା,୧୦ା୧: ମନ୍ତ୍ରୀ ପ୍ରତାପ ଦେବଙ୍କ ମା’ ତଥା ପୂର୍ବତନ ବିଧାୟିକା, ରାଜ୍ୟ ସଭା ସଦସ୍ୟା ସୁଶ୍ରୀ ଦେବୀଙ୍କ ବୁଧବାର ପରଲୋକ ଘଟିଛି। କଟକସ୍ଥିତ ବାସଭବନରେ ୭୩ ବର୍ଷ…

2 years ago

ଭିତରକନିକାର ୪ଟି ରେଞ୍ଜରେ  ଚାଲିଛି କୁମ୍ଭୀର ଗଣନା 

କେନ୍ଦ୍ରାପଡ଼ା,୧୦।୧: କେନ୍ଦ୍ରାପଡ଼ା  ଜିଲା ଭିତରକନିକାର ୪ଟି ରେଞ୍ଜରେ କୁମ୍ଭୀର ଗଣନା କାର୍ଯ୍ୟ ବୁଧବାର  ସକାଳୁ ଆରମ୍ଭ ହୋଇଛି। ଗହିରମଥା, ଭିତରକନିକା, ରାଜନଗର ଓ ମହାକାଳପଡ଼ା ଗଣନା କାର୍ଯ୍ୟରେ…

2 years ago

ଅର୍ଦ୍ଧାଧିକ ଚାଷଜମି ଜଳସେଚନରୁ ବଞ୍ଚିତ

କେନ୍ଦ୍ରାପଡ଼ା,୮ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ଶୁକ୍ରବାରଠାରୁ ୧୧୮ ସ୍ଥାନରେ ସରକାରୀ ଧାନମଣ୍ଡି ଖୋଲିବ। ବଳକା ଧାନ ବିକ୍ରି ପାଇଁ ପଞ୍ଜୀକୃତ ଚାଷୀଙ୍କୁ ଟୋକନ୍‌ ଦିଆଯାଇଛି। ତେବେ…

2 years ago

ପୁରୁଣା ଚାକୁଣ୍ଡା ଗଛ ପାଲଟିଛି ମୂକସାକ୍ଷୀ

ମହାକାଳପଡ଼ା,୮ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ରାମନଗରଠାରେ ମା’ ରାମଚଣ୍ଡୀଙ୍କ ମନ୍ଦିର ପରିସରରେ ରହିଥିବା ପୁରୁଣା ଚାକୁଣ୍ଡା ଗଛ ମୂକସାକ୍ଷୀ ଭାବେ ଠିଆ ହୋଇଛି। ଇତିମଧ୍ୟରେ ଏହି…

2 years ago

ଗହୀରମଥାରେ ବିଦେଶୀ ପକ୍ଷୀଙ୍କ ସମାଗମ

ମହାକାଳପଡ଼ା, ୫ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ଶୀତ ଋତୁରେ ଏବେ ଶୁଭିଲାଣି ବିଦେଶୀ ପକ୍ଷୀଙ୍କ କାକଳି। ଜୈବ ବିବିଧତା…

2 years ago

ପଟ୍ଟାମୁଣ୍ଡାଇରେ ବନ୍ଦ ହୋଇଯିବ ସଂସ୍କୃତ ବିଦ୍ୟାଳୟ

କେନ୍ଦ୍ରାପଡ଼ା, ୫ା୧ (ଜଗନ୍ନାଥ ଧଳ):ମଣିଷ ଏକ ସାମାଜିକ ପ୍ରାଣୀ ଭାବେ ଜନ୍ମଗ୍ରହଣ କରି ସାମାଜିକତା ହାସଲ କରେ। ଭାରତୀୟ ଦୃଷ୍ଟିକୋଣରୁ ସଂସ୍କୃତରୁ ସଂସ୍କୃତି ଆଉ ସଂସ୍କୃତିରୁ ହେଉଛି…

2 years ago

ଆଜିଠୁ ଭିତରକନିକା ବନ୍ଦ

ରାଜନଗର, ୫ା୧ (ଭାସ୍କର ରାଉତରାୟ):ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ଗଣନା ଜାନୁଆରୀ ୫ରୁ ଆରମ୍ଭ ହୋଇ ୧୩ ତାରିଖରେ…

2 years ago

ଗୋପବନ୍ଧୁଙ୍କ ପାଇଁ ସରକାରୀ ଯୋଜନା ସାତସପନ: ପଲିଥିନ ତଳେ ଶୀତ, କାକରରେ ବିତୁଛି ଜୀବନ

ରାଜକନିକା,୪ା୧ (ସଞ୍ଜୟ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାର ସାଧାରଣ ଗରିବ ଲୋକଙ୍କ ପାଇଁ ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କରିଛନ୍ତି। ସେଥିମଧ୍ୟରୁ ଆବାସ…

2 years ago