କେନ୍ଦ୍ରାପଡ଼ା

ବିଶେଷଜ୍ଞ ଡାକ୍ତର ଅଭାବ: ରୋଗୀ ସେବା ବିପର୍ଯ୍ୟସ୍ତ

କେନ୍ଦ୍ରାପଡ଼ା,୨୮ା୭(ଜଗନ୍ନାଥ ଧଳ): ଉତ୍ତମ ରୋଗୀ ସେବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ହେଲେ ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ ବହୁବିଧ ସମସ୍ୟା ଦେଇ ଗତି…

3 years ago

ଭିତରକନିକା ସୁରକ୍ଷାକୁ ନେଇ ପ୍ରଶ୍ନ

କେନ୍ଦ୍ରାପଡ଼ା,୨୮ା୭(ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟ ଦେଇ ଧାମରାରୁ କଟକ ପର୍ଯ୍ୟନ୍ତ କୋଇଲା ଚୋରା ଚାଲାଣ ପୁନର୍ବାର ଆରମ୍ଭ ହୋଇଯାଇଛି। ଏହି ଚୋରା ଚାଲାଣକାରୀ ରାକେଟ…

3 years ago

ପାଣି ନାହିଁ: କ୍ଷେତ ଚରାଭୂଇଁରେ ପରିଣତ

ରାଜନଗର,୨୭।୭(ଭାସ୍କର ରାଉତରାୟ)ଶ୍ରାବଣରେ ଯେଉଁ ଚାଷଜମିରେ ଧାନଗଛ ଲହରି ମାରିବା କଥା, ସେହି ଜମି ଏବେ ବେଣା ଓ ଘାସବୁଦାମାନ ଶୋଭା ପାଉଛି। ଶ୍ରାବଣ ମାସରେ ଚାଷଜମି ଏବେ…

3 years ago

ଭିତରକନିକାରେ ୩୦ ହଜାର ଦେଶୀୟ ପକ୍ଷୀଙ୍କ ଭିଡ଼

ରାଜନଗର,୨୬।୭(ଭାସ୍କର ରାଉତରାୟ): ବର୍ଷାଋତୁ ଆରମ୍ଭ ହେବା ପରେ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗହଳି ଲାଗିଛି। ଭିତରକନିକା ଏବେ ଦେଶୀୟ ପକ୍ଷୀଙ୍କ କାକଳିରେ କୋଳାହଳମୟ ହୋଇଉଠିଛି। ଭିତରକନିକାର ମଠଆଡ଼ିଆ,…

3 years ago

ଗୋପନରେ ଚାଲିଛି ବାଲ୍ୟ ବିବାହ

ମହାକାଳପଡ଼ା, ୨୬।୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁଦିନ ବାଲ୍ୟ ତଥା ନାବାଳିକା ବିବାହ ବୃଦ୍ଧି ପାଇବାରେ ଲାଗିଛି। ଏହା ଏକ ସାମାଜିକ ବ୍ୟାଧି…

3 years ago

ଗୁଣି ଗାରେଡି ସନ୍ଦେହରେ ହତ୍ୟା ଅଭିଯୋଗ

କେନ୍ଦ୍ରପଡା,୨୫।୭(ଜଗନ୍ନାଥ ଧଳ): ଇଣ୍ଟରନେଟ ଯୁଗରେ ବିଜ୍ଞାନର ପ୍ରଗତି ସତ୍ତ୍ୱେ ଏବେ ବି କିଛି ଲୋକ କୁସଂସ୍କାର ଅନ୍ଧବିଶ୍ୱାସକୁ ଜାବୁଡି ଧରିଛନ୍ତି । ସେମାନେ ଅନ୍ଧବିଶ୍ୱାସର କବଳରେ ପଡି…

3 years ago

୪ ବର୍ଷ ପରେ ଧରା ପଡ଼ିଲେ ଫେରାର ମହେଶ୍ୱର

କେନ୍ଦ୍ରାପଡ଼ା, ୨୫ା୭ (ଜଗନ୍ନାଥ ଧଳ): ୨୦୧୯ରେ କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅଞ୍ଚଳର ଜଣେ ମହିଳା ଗଣ ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ମହେଶ୍ୱର ସାହୁ ରବିବାର…

3 years ago

ଶିଳ୍ପର ନିଆଁ, ଧୂଆଁ: ଲୁଣା ହେନ୍ତାଳ ଜଙ୍ଗଲ ପ୍ରତି ବିପଦ

ମହାକାଳପଡ଼ା, ୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ପରିବେଶ ସୁରକ୍ଷା ପ୍ରତି ବିପଦ ସୃଷ୍ଟିହେବାରେ ଲାଗିଛି। ଏହି ଅଞ୍ଚଳ ଅପରପାର୍ଶ୍ୱରେ ପାରାଦୀପ ଶିଳ୍ପ…

3 years ago

ବାହ୍ୟ ମଳମୁକ୍ତ ଗାଁ ଯୋଜନା ବାଟବଣା

କେନ୍ଦ୍ରାପଡ଼ା,୨୪ା୭(ଜଗନ୍ନାଥ ଧଳ): କେନ୍ଦ୍ରପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଫେଲ୍‌ ମାରିଛି କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ପରିମଳ ଯୋଜନା। ପାଇଖାନା ନିର୍ମାଣ ନ ହୋଇ ଲକ୍ଷାଧିକ ଟଙ୍କା ପୁରସ୍କାର…

3 years ago

ଓରତ ଘାଟ ସେତୁ ଗୋବରୀ ନଦୀରେ ପଠା ସୃଷ୍ଟି

ମହାକାଳପଡ଼ା,୨୪ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗୋବରୀ ନଦୀର ଉପର ମୁଣ୍ଡରୁ ଜଳ ସ୍ରୋତ ହ୍ରାସ ପାଇବା ଯୋଗୁ ଅନେକ ସ୍ଥାନରେ ବାଲି…

3 years ago