ଡେରାବିଶ,୧୭ା୭ (ବେବର୍ତ୍ତା ଅଜୟ ଦାସ): ଡେରାବିଶ ବ୍ଲ୍ଳକ ଅଧୀନ ଲୁଣାନଦୀର ଦାନପୁରଠାରେ ସେତୁ ନିର୍ମାଣ ପାଇଁ ଦୀର୍ଘଦିନର ଦାବି ଫଳରେ କେନ୍ଦ୍ରାପଡ଼ା ପୂର୍ତ୍ତ ବିଭାଗ ପକ୍ଷରୁ ଏକ…
କେନ୍ଦ୍ରାପଡ଼ା, ୧୭ା୭ (ଜଗନ୍ନାଥ ଧଳ): ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ୨୦୨୨ ମେ’ ୧୮ ରେ ଉଦ୍ଘାଟନ ହୋଇଥିଲା। ଗରଦପୁର ବ୍ଲକ କଳାବୋଦାଠାରେ ଆୟୋଜିତ ଉତ୍ସବ ତତ୍କାଳୀନ…
କେନ୍ଦ୍ରାପଡ଼ା,୧୭ା୭(ଜଗନ୍ନାଥ ଧଳ): ଖରସ୍ରୋତା ନଦୀ କୂଳରୁ ଅତଡ଼ା ଖାଉଥିବାରୁ ପଠାରେ ଥିବା ହେକ୍ଟର ହେକ୍ଟର ଚାଷ ଉପଯୋଗୀ ଜମି ନଦୀଗର୍ଭକୁ ଚାଲିଯାଉଛି। ଏ ନେଇ କେନ୍ଦ୍ରାପଡ଼ା ଜିଲା…
କେନ୍ଦ୍ରାପଡ଼ା,୧୬।୭(ଜଗନ୍ନାଥ ଧଳ)ଗତ ଦୁଇଦିନ ଧରି କେନ୍ଦ୍ରାପଡ଼ା ଜିଲାରେ ମୌସୁମୀଜନିତ ବର୍ଷା ଜାରି ରହିଛି ା ଏହି ଦୁଇଦିନ ମଧ୍ୟରେ ଜିଲାରେ ସକାଳ ୮ଟା ସୁଦ୍ଧା ମୋଟ ୪୨୧…
ଡେରାବିଶ,୧୬।୭(ବେବର୍ତା ଅଜୟ ଦାସ)ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍ ସେଣ୍ଟରରୁ ଶୁକ୍ରବାର ଭାରତର ତୃତୀୟ ମୁନ୍ ମିଶନ୍ ‘ଚନ୍ଦ୍ରୟାନ୍-୩’ର ସଫଳ ଉତ୍କ୍ଷେପଣ କରାଯାଇଛି। ଆସନ୍ତା ଅଗଷ୍ଟ ୨୩ରେ…
ରାଜନଗର,୧୫ା୭ (ଭାସ୍କର ରାଉତରାୟ): ଶୁକ୍ରବାରକୁ ଠିକ୍ ଏକମାସ ତଳେ ପହିଲି ରଜରେ ୮୦ ବର୍ଷିୟା ବୃଦ୍ଧାଙ୍କୁ ଝିଅ ଘରେ ଛାଡ଼ି ଦେବାକୁ ବାହାନା ଦେଖାଇ ବାଇକ୍ରେ ଦୁର୍ବୃତ୍ତ…
କେନ୍ଦ୍ରାପଡ଼ା, ୧୫ା୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଛୋଟି ଗ୍ରାମର ରୁକ୍ମଣୀ ପ୍ରଧାନ। ଡାଇବେଟିସ ପାଇଁ ମୂତ୍ର ରୋଗ ହୋଇଛି। ଅନ୍ତନାଳୀରେ ପାଇପ ଲଗାଇବା…
ଡେରାବିଶ,୧୪ା୭ (ବେବର୍ତ୍ତା ଅଜୟ ଦାସ): ଜଣେ ପ୍ରଧାନ ଶିକ୍ଷକ ଅନ୍ୟତ୍ର ବଦଳି ପାଇଁ ଉଚ୍ଚ ଅଧିକାରୀଙ୍କ ନିକଟରେ ବାରମ୍ବାର ଆବେଦନ କରି ବିଫଳ ହୋଇଛନ୍ତି। ପ୍ରତିବାଦରେ ବ୍ଲକ…
ପଟ୍ଟାମୁଣ୍ଡାଇ,୧୪ା୭ (ଅକ୍ଷୟ ବିଶ୍ୱାଳ): ଚଳିତ ବର୍ଷ ବିଳମ୍ବିତ ବର୍ଷା ଯୋଗୁ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚାଷ କାର୍ଯ୍ୟ ପଛେଇ ଯାଇଛି। ବତ୍ତର୍ର୍ମାନ ଯେଉଁଠି ରୁଆ ବେଉଷଣ ହେବା କଥା…
କେନ୍ଦ୍ରାପଡ଼ା,୧୪ା୭(ଜଗନ୍ନାଥ ଧଳ): ଗ୍ରାହକଙ୍କୁ ଆକୃଷ୍ଟ କରିବା ପରି ଖାଦ୍ୟ ସାମଗ୍ରୀ ଷ୍ଟଲ୍ ବା ଦୋକାନରେ ସଜା ହେଉଛି। ରଙ୍ଗବେରଙ୍ଗ ମିଠା ସହ ଅନ୍ୟାନ୍ୟ ଖାଦ୍ୟ ଗ୍ରାହକଙ୍କ ମନ…