କେନ୍ଦ୍ରାପଡ଼ା

ଅଣୁ,କ୍ଷୁଦ୍ର ଉଦ୍ୟୋଗକୁ ଋଣ ନାହିଁ

କେନ୍ଦ୍ରାପଡ଼ା ଅଫିସ,୨୮ା୫: ଗୋଟିଏ ଅଞ୍ଚଳର ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବହିରାଗତ ଶିଳ୍ପ ଉପତ୍ାଦ ଅର୍ଥନୈତିକ ସ୍ଥିତି ସେହି ଅଞ୍ଚଳକୁ ବିକଶିତ କରେ। ଏଥିପାଇଁ କେନ୍ଦ୍ର ସରକାରଙ୍କ…

3 years ago

ଝାମୁଯାତ୍ରା ମେଳା ଅର୍ଥର ହିସାବ ମିଳୁନି

ମହାକାଳପଡ଼ା,୨୮ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତି ପୀଠ ମା’ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ଝାମୁ ଯାତ୍ରା ମେଳାରୁ ଆୟ ହୋଇଥିବା ଅର୍ଥର ହିସାବ ମିଳୁନାହିଁ ା…

3 years ago

ପୁଣି ଚମକିଲେ ରାଜକନିକା ଝିଅ

ରାଜକନିକା,୧୮ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତୈଲୋକ୍ୟପୁର ଗ୍ରାମ ପଞ୍ଚାୟତର ଅଖ୍ୟାତ୍‌ପଲ୍ଲୀ ଗଁାରେ ଜନ୍ମଲାଭ କରି ସୁଦୁର କୋଲକାତାରେ ଦ୍ୱାଦଶ ପର୍ଯ୍ୟନ୍ତ ପାଠପଢି ପଶ୍ଚିମବଙ୍ଗରେ ଦ୍ୱାଦଶରେ ଟପ୍ପର…

3 years ago

୬ ବର୍ଷ ବିତିଲା ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ହେଲାନି

ଆଳି,୨୭ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକର ଦଶିପୁର ଓ ଏକମାଣିଆ ପଞ୍ଚାୟତ ଗଠନ ହେବାର ୬ ବର୍ଷ ବିତିଯାଇଥିବା ବେଳେ ଆଜି ପର୍ଯ୍ୟନ୍ତ କାର୍ଯ୍ୟାଳୟ ନିର୍ମାଣ ହୋଇପାରୁନି।…

3 years ago

ପୁଣି ଅଳଭା ବ୍ରାହ୍ମଣୀ ପଠାରୁ ବାଲିମାଟି ଚାଲାଣ

ପଟ୍ଟାମୁଣ୍ଡାଇ,୨୭ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅଧୀନ ଅଳଭା ବ୍ରାହ୍ମଣୀ ନଦୀ ଅଳଭାପାଳରେ ବଡ଼ ବଡ଼ ଗାତ କରାଯାଇ ପୁଣି ମାଟି ଚାଲାଣ କରାଯାଇଛି। ମାଟି ବ୍ୟବସାୟୀମାନେ…

3 years ago

ପ୍ରକଳ୍ପ ପ୍ରତିଶ୍ରୁତିରେ ଜିଲାବାସୀ ଅଣନିଃଶ୍ୱାସୀ

କେନ୍ଦ୍ରାପଡ଼ା ଅଫିସ, ୨୭ା୫: ଅର୍ଥନୈତିକ ଅଭିବୃଦ୍ଧିରେ ରାଜ୍ୟର ୨୬ତମ ସ୍ଥାନରେ କେନ୍ଦ୍ରାପଡ଼ା ଜିଲା ଅଛି। ଅର୍ଥକରୀ ଫସଲ ଯୋଜନା ନ ଥିଲେ ମଧ୍ୟ କୃଷିଭିତ୍ତିକ ଅର୍ଥନୀତିରେ ଏହି…

3 years ago

ଅସହ୍ୟ ଗୁଳୁଗୁଳି ବେଳେ ଅଘୋଷିତ ବିଦ୍ୟୁତ୍‌ କାଟ

ପଟ୍ଟାମୁଣ୍ଡାଇ,୨୬ା୫(ସ୍ବ.ପ୍ର.): ଅସହ୍ୟ ଗରମ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଏହା ସାଙ୍ଗକୁ ରୌଦ୍ରତାପ ମଧ୍ୟ…

3 years ago

ଆସୁଛି ମୌସୁମୀ,ଚଳଚଞ୍ଚଳ ଚାଷୀକୁଳ

ମହାକାଳପଡ଼ା,୨୬ା୫ (ଡି.ଏନ୍‌.ଏ.): ଚାଷୀମାନେ ମୌସୁମୀ ଆଗମନକୁ ଚାତକ ଭଳି ଅପେକ୍ଷା କରିଥାଆନ୍ତି ା ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଜୁନ୍‌ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପହଞ୍ଚିବ।…

3 years ago

ଜୁଆର ଉଠିଲେ ସମୁଦ୍ରପାଣି ଘରେ ପଶୁଛି

କେନ୍ଦ୍ରାପଡ଼ା ଅଫିସ,୨୬ା୫: ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ପ୍ରତିବର୍ଷ ଜିଲାସ୍ତରୀୟ ପ୍ରଶାସନିକ କମିଟିର ବୈଠକ ହେଉଛି। ବୈଠକରେ ଚିରାଚରିତ ଢଙ୍ଗରେ ବିପର୍ଯ୍ୟୟ ସମୟରେ ଏହାର ପରିଚାଳନାକୁ ଗୁରୁତ୍ୱ…

3 years ago

ପ୍ରଦୂଷଣ ବଳୟରେ ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା ଅଫିସ,୨୫ା୫: ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ମୃତ ଜେଲି ଫିସ୍‌ଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏପରି କି ନିକଟସ୍ଥ ନଦୀ ନାଳରେ ଜେଲି ଫିସ୍‌ର ଅଂଶ ବିଶେଷ…

3 years ago