ଆୟଠୁ ଅଧିକ ସମ୍ପତ୍ତି ଠୁଳ କରି ଗିରଫ ହେଲେ ତହସିଲଦାର
ମହାକାଳପଡ଼ା,୧୦ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତହସିଲଦାର ଶିବ ମଲ୍ଲିକଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ତହସିଲଦାର ତାଙ୍କ ଆୟ ଠାରୁ ୧୯୦% ଅଧିକ ସମ୍ପତ୍ତି…
ପ୍ରଭାବଶାଳୀଙ୍କୁ ଅନୁକମ୍ପା, ଗରିବଙ୍କୁ ପ୍ରତାରଣା: ଜମି ଦଲାଲଙ୍କ ଅକ୍ତିଆରରେ ସରକାରୀ ଜମି
ପଟ୍ଟାମୁଣ୍ଡାଇ,୭ା୧୦ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲ ଅଞ୍ଚଳରେ ଦିନକୁଦିନ ସରକାରୀ ଜମି ଜବରଦଖଲ ବଢ଼ିଚାଲିଛି। ଖାଲି ପଡ଼ିଥିବା ସରକାରୀ ଜମିକୁ ଯିଏ ଯେଉଁଠି ପାରୁଛି ଜବରଦଖଲ କରୁଛି। ପ୍ରଭାବଶାଳୀ ଓ ଜମି ଦଲାଲମାନେ ମଧ୍ୟ ସରକାରୀ ଜମିକୁ ଅକ୍ତିଆର କରି…
ବନ୍ଧ ଉପରକୁ ମାଡ଼ିଆସିଲା କୁମ୍ଭୀର: ଲୋକଙ୍କ ମଧ୍ୟରେ କୋକୁଆ ଭୟ
ମହାକାଳପଡ଼ା,୭ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲର ଛପାଲି-ସ୍କୁଲଘେରି ଗ୍ରାମ ନିକଟରେ କେନାଲ ବନ୍ଧ ଉପରେ ରବିବାର ବିଳମ୍ବିତ ରାତିରେ କୁମ୍ଭୀର ରାସ୍ତା ଅତିକ୍ରମ କରୁଥିବା ଜଣାପଡିଛି। ଲୋକମାନେ ଦେଖି ଭୟଭୀତ ହୋଇପଡ଼ିଥିଲେ। ଅପରପକ୍ଷରେ ଏହି ସ୍କୁଲଘେରି…
ନଦୀକୁ ଟାଣି ନେଉଥିଲା କୁମ୍ଭୀର, ଆଖିରେ ଆଙ୍ଗୁଠି ଗେଞ୍ଜି ଖସି ଆସିଲେ ଯୁବକ: ପୂରା ଘଟଣା ଜାଣିଲେ…
ମହାକାଳପଡ଼ା,୧ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ) : କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍ ବଉଳକଣି ପଞ୍ଚାୟତ ବାଘୁଆମେଦୀ ଆଦିବାସୀ ଗ୍ରାମର ଟୁନା ସିଂ (୫୫) ଚାଷଜମି ଦେଖିବାକୁ ଯାଇଥିଲେ। ମଙ୍ଗଳବାର ସାରେ ନିକଟ ରାମଚଣ୍ଡୀ ଗଳିଆ ନଦୀ ଶାଖା ବାଲିଯୋରିରେ ଶୌଚହେବାକୁ ଯାଇଥିଲେ।…
ଶୋଇଥିଲେ ସାନ ଭାଇ ଗଳା କାଟିଦେଲେ ବଡ଼: ଆଉ ତା’ପରେ…
ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବବକରପୁର ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ କୌଣସି କାରଣକୁ ନେଇ ବଡ଼ ଭାଇ ମାରଣାସ୍ତ୍ର ଚୋଟରେ ସାନ ଭାଇ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ ପ୍ରଥମେ କେନ୍ଦ୍ରାପଡ଼ା ଜିଲା ଚିକିତ୍ସାଳୟକୁ ନେଇଥିଲେ।…
ବିକାଶ ଅପେକ୍ଷାରେ ବତିଘର ପଞ୍ଚାୟତ:ଦୁର୍ଦ୍ଦଶାକୁ ଦ୍ୱିଗୁଣିତ କରୁଛି ରାସ୍ତା ସମସ୍ୟା
କେନ୍ଦ୍ରାପଡ଼ା, ୨୬ା୯ (ଜଗନ୍ନାଥ ଧଳ):ପୂର୍ବ ଉପକୂଳର ପ୍ରଥମ ଲାଇଟ ହାଉସ କେନ୍ଦ୍ରାପଡ଼ା ଜିଲା ସଦର ମହକୁମାର ୪୮ କିଲୋମିଟର ଦୂରରେ ମହାକାଳପଡ଼ା ବ୍ଲକ ବତିଘର ପଞ୍ଚାୟତ ହୋଇଥିଲା। ଏହାର ପାରିପାର୍ଶ୍ୱିକ ଉନ୍ନତି ସମ୍ପର୍କରେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ ବିଧାନସଭାରେ ପ୍ରଶ୍ନ…
ତହସିଲଦାରଙ୍କୁ ରେଡହ୍ୟାଣ୍ଡରେ ଧରିପକାଇଲେ ଭିଜିଲାନ୍ସ ଟିମ୍
ମହାକାଳପଡ଼ା,୨୩।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତହସିଲଦାର ଶିବ ମଲିକ ୨୦ ହଜାର ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ। ଜମି କିସମ ପରିବର୍ତ୍ତନ,ଦଖଲ ଖାରଜ, ଉଚ୍ଛେଦ କେସକୁ ନେଇ ଲାଞ୍ଚ ନେଉଥିବା ବେଳେ ରେଡହ୍ୟାଣ୍ଡରେ ଧରାପଡ଼ିଛନ୍ତି।…
ତିନିମୁହାଣି ଫେରିଘାଟରେ ୨୫ ଫୁଟ୍ର ବଉଳା କୁମ୍ଭୀର: ପଦା କଲାଣି ଛେଳି, ମେଣ୍ଢା, ବତକ
ମହାକାଳପଡ଼ା, ୨୩ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗୋବରୀ ମାଉଥ ୱାନ୍ ବଉଳକଣି -ଜମ୍ବୁ – କେବି ଦାଣ୍ଡୁଆ ପଞ୍ଚାୟତର ସଙ୍ଗମସ୍ଥଳ ତିନି ମୁହାଣି ଫେରିଘାଟରେ ଏକ ୨୫ ଫୁଟ୍ରୁ ଅଧିକ ଲମ୍ବର ବିଶାଳ ବଉଳା କୁମ୍ଭୀର ଆତଙ୍କ ଖେଳାଇଛି।…
ଡଙ୍ଗାରେ ବଜ୍ରପାତ: ବାପ ମୃତ, ପୁଅ ନିଖୋଜ
ମହାକାଳପଡ଼ା,୨୧ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ତନ୍ତିଆପାଳ ଗ୍ରାମର ବିଜୟ ପରିଡ଼ା (୪୭) ପୁଅଙ୍କ ସହ ସମୁଦ୍ରକୁ ଡଙ୍ଗା ନେଇ ମାଛ ଧରିବାକୁ ଯାଇଥିଲେ। ଏହି ସମୟରେ ସମୁଦ୍ର ମଝିରେ ପ୍ରବଳ…
ଦୁଇ ଛାତ୍ରୀଙ୍କୁ ନିଶା ଦେଇ ଅପହରଣ କରିନେଇଥିଲେ ଦୁଇ ଯୁବକ, ପୂରା ଘଟଣା ଜଣାପଡ଼ିବା ପରେ…
ମହାକାଳପଡ଼ା,୨୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ଅଞ୍ଚଳରେ ଶୁକ୍ରବାର ଦୁଇ ଛାତ୍ରୀଙ୍କୁ ସ୍କୁଲ ଯିବା ବାଟରେ କିଛି ନିଶା ଦ୍ରବ୍ୟ ସ୍ପ୍ରେ କରି ଉକ୍ତ ଗ୍ରାମର ଦୁଇ ଯୁବକ ଏକ କାର୍ରେ ଅପହରଣ କରିନେଇଥିଲେ। ପରେ…
ଛେଳି ଚରାଇବାକୁ ଯାଇଥିଲେ, ମହିଳାଙ୍କୁ ଝାମ୍ପିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…
ମହାକାଳପଡ଼ା,୨୦।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବେଣାକନ୍ଦା ଗାଁର ଜଣେ ମହିଳାଙ୍କୁ କୁମ୍ଭୀର ଝାମ୍ପି ନେଇଥିଲା। ଏହାପରେ ମହିଳାଙ୍କ କ୍ଷତାକ୍ତ ମୃତଦେହ ଗୋବରୀ ନଦୀରୁ ଉଦ୍ଧାର କରାଯାଇଥିଲା। ସୂଚନାଯୋଗ୍ୟ, କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ…
ଓଲଟିଲା ସ୍କୁଲପିଲାଙ୍କୁ ନେଇ ଯାଉଥିବା ଅଟୋ, ଡ୍ରାଇଭର ଗୁରୁତର
ସାଲେପୁର,୧୬।୯(ଅରବିନ୍ଦ ଭୂୟାଁ): ସାଲେପୁର ଆଦର୍ଶ ସ୍କୁଲ ପିଲାମାନଙ୍କୁ ନେଇ ଯାଉଥିବା ଏକ ଅଟୋ ମଙ୍ଗଳବାର ସକାଳେ କେନ୍ଦ୍ରାପଡ଼ା କେନାଲରର ଶାଖା କେନାଲକୁ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକମାନେ ପିଲାମାନଙ୍କ ସମେତ ଡ୍ରାଇଭରଙ୍କୁ ଉଦ୍ଧାର କରିବା ସହିତ…
Archives


