ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…
ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ ହୋଇଛି। ନିଖୋଜ ମାଛ ଧରାଳି ନିକଟସ୍ଥ ବରକନ୍ଧା ଗ୍ରାମର ଚକ୍ରଧର ବେହେରା(୬୯)। ଖବର…
ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…
ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର ଅପରାହ୍ନରେ ତାଙ୍କ ମୃତଦେହ ଜବତ ହୋଇଛି। ସେ ହେଲେ ଆଳି ଥାନା ଅନ୍ତର୍ଗତ…
ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…
ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି ନେଇ ବୁଧବାର ଧାରଣା ଦିଆଯାଇଛି। ରାଜ୍ୟ ସରକାରଙ୍କ ପାତର ଅନ୍ତର ନୀତିକୁ ନେଇ…
ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…
ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ ତରଜଙ୍ଗା ଗ୍ରାମର…
ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ
ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ ସ୍ଥାନୀୟ ପାରମ୍ପରିକ ମତ୍ସ୍ୟଜୀବୀମାନେ ହାତ ବାନ୍ଧି ବସିଛନ୍ତି। ମହାନଦୀରୁ ମାଛ ଧରି ପରିବାର…
ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…
କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର ଟାଣି ନେଇଥିବା ସନ୍ଦେହ କରାଯାଉଛି। ଦୀର୍ଘ ସମୟ ଧରି ମହିଳା ନିଖୋଜ ରହିଥିବାରୁ…
ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ
ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ। ଏହାକୁ ନେଇ ଦେଶ ବିଦେଶର ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ଆଗନ୍ତୁକ…
ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ
କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ ଭିତରକନିକା ଅଭୟାରଣ୍ୟ ପରିଭ୍ରମଣ କରି ଏହାର ବେଶ୍ ମଜା ନେଇପାରିବେ। ସୂଚନା ଥାଉକି,…
Odisha Floods: ଫୁଲୁଛି ବିରୂପା, ନଦୀକୂଳିଆ ଗାଁ ଲୋକେ ଆତଙ୍କିତ
ଡେରାବିଶ,୩୧ା୭(ବେବର୍ତ୍ତା ଅଜୟ ଦାସ): ବିରୂପା ନଦୀରେ ବନ୍ୟାଜଳ ବୃଦ୍ଧି ପାଉଛି। ଏହାକୁ ନେଇ ଡେରାବିଶ ବ୍ଲକ ଅଧିନ ବେଣିପୁର, ମଙ୍ଗଳପୁର ଓ ଛୋଟି ପଞ୍ଚାୟତର ନଦୀକୂଳିଆ ଅଧିବାସୀ ଆତଙ୍କିତ ହୋଇ ଉଠିଛନ୍ତି। ମଙ୍ଗଳପୁର ପଞ୍ଚାାୟତ ୯ନମ୍ବର ଓ୍ବାର୍ଡର ୧୦ରୁ ଊର୍ଦ୍ଧ୍ୱ ପରିବାର…
୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ
ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି। ମହାନଦୀ ତ୍ରିକୋଣ ଭୂମି ଅଞ୍ଚଳ ୧୦ ପଞ୍ଚାୟତ ଯଦୁପୁର, ଜୟଚନ୍ଦ୍ରପୁର, ତିଖିରି, ପାଟଳିପଙ୍କ,…
ସ୍କୁଲ ମଧ୍ୟାହ୍ନଭୋଜନରେ ମଲା ଅସରପା, ଝିଟିପିଟି
ମହାକାଳପଡ଼ା, ୨୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ ବଡ଼ତୋଟା ଛପାଲି ଅମ୍ବିକା ସୁନ୍ଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ମଲା ଅସରପା ଓ ଝିଟିପିଟି ବାହାରି ଥିବା ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି। ମଙ୍ଗଳବାର ବିଦ୍ୟାଳୟରେ ପ୍ରଥମରୁ…
ଅଗଷ୍ଟ ୧୩ରେ ଚାମେଲୀଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ: ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ…
କେନ୍ଦ୍ରାପଡ଼ା/ମହାକାଳପଡ଼ା,୨୮ା୭ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍ ତିଖିରୀ ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଆସନ୍ତା ଅଗଷ୍ଟ ୧୩ରେ ଅନାସ୍ଥା ପ୍ରସ୍ତାବ ଆସିବ। ଗତ ୨୩ ତାରିଖରେ ପଞ୍ଚାୟତର ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ ସରପଞ୍ଚ ଓଝାଙ୍କ…

