କେନ୍ଦ୍ରାପଡ଼ା

ଜିଲାବାସୀ ପ୍ରକଳ୍ପ ପ୍ରତିଶ୍ରୁତିରେ ଅଣନିଃଶ୍ୱାସୀ

କେନ୍ଦ୍ରାପଡ଼ା, ୨।୮ (ଜଗନ୍ନାଥ ଧଳ): ସାଧାରଣ ନିର୍ବାଚନ ପ୍ରସ୍ତୁତିରେ ରାଜ୍ୟର ବୃହତ ୩ ରାଜନୈତିକ ଦଳ ତପତ୍ର ହୋଇଛନ୍ତି। ବିଭିନ୍ନ ରଣନୀତି ବୈଠକରେ ପ୍ରସ୍ତୁତ ହେଉଥିବା ବେଳେ ସାଙ୍ଗଠନିକ କାର୍ଯ୍ୟକୁ ଗୁରୁତ୍ୱ ଦେଉଛନ୍ତି। ଅପରପକ୍ଷରେ ଅର୍ଥନୈତିକ ଅଭିବୃଦ୍ଧିରେ ରାଜ୍ୟର ୨୬ତମ ସ୍ଥାନରେ…

ପୋତି ହୋଇଯିବ ପଟ୍ଟାମୁଣ୍ଡାଇ କେନାଲ

କେନ୍ଦ୍ରାପଡା, ୨।୮(ଜଗନ୍ନାଥ ଧଳ): କଟକ ଜଗତପୁରଠାରୁ ବାହାରିଥିବା ପଟ୍ଟାମୁଣ୍ଡାଇ କେନାଲ ପ୍ରତି ବିପଦ ସୃଷ୍ଟି ହୋଇଛି। ପଟ୍ଟାମୁଣ୍ଡାଇ ଶୁକୁଆ ସାହିଠାରୁ କଖାରୁଣି ପୋଲ ପର୍ଯ୍ୟନ୍ତ ନୂତନ ବାଇପାସ ରାସ୍ତା ନିର୍ମାଣ କାମରେ ବ୍ୟବହାର ପଙ୍କୁଆ ମାଟି ବୋହି କେନାଲ ଶଯ୍ୟା ପୋତି…

ମହାକାଳପଡ଼ାରେ ୧୮ ଗାଁ ସୁନାମିପ୍ରବଣ

ମହାକାଳପଡ଼ା,୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉଦ୍ୟମରେ ସମୁଦ୍ର କୂଳିଆ ଅଞ୍ଚଳର ୧୮ ଗ୍ରାମକୁ ସୁନାମିପ୍ରବଣ ଭାବେ ଚିହ୍ନଟ କରାଯାଇଛି। ତେବେ ଚିହ୍ନଟ ହୋଇଥିବା ଗାଁଗୁଡ଼ିକର ଲୋକମାନେ ସୁନାମି ପ୍ରଭାବରୁ ବର୍ତ୍ତିବା ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ…

କୁପୋଷଣରେ ୩୬୨୯ ଶିଶୁ ଶଢୁଛନ୍ତି

କେନ୍ଦ୍ରାପଡ଼ା, ୩୧ା୭ (ଜଗନ୍ନାଥ ଧଳ):ଶିଶୁ ଆମ ଦେଶର ବଡ଼ ସମ୍ପତ୍ତି। ଗୋଟିଏ କଅଁଳ ଶିଶୁର ଆଖିକୁ ଦେଖିଲେ ପୃଥିବୀର ସପ୍ତାଶ୍ଚର୍ଯ୍ୟ ଭୁଲିବାକୁ ପଡ଼େ। ଏପରି ଅନେକ କଥା ଶିଶୁ ସଚେତନତା କାର୍ଯ୍ୟକ୍ରମରେ ଶୁଣିବା ବିଚିତ୍ର ନୁହେଁ। ସେହିପରି କେନ୍ଦ୍ର ଓ ରାଜ୍ୟ…

ଅଣ୍ଢରା ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ସେବା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୩୧ା୭(ଅକ୍ଷୟ ବିଶ୍ୱାଳ):କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକର ଧୋୟାଞ୍ଚଳ ବନ୍ୟାବିପନ୍ନ ଲୋକମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ୧୯୭୧ରେ ଅଣ୍ଢରା ସ୍ବାସ୍ଥ୍ୟସହାୟକ କେନ୍ଦ୍ର ପ୍ରତିଷ୍ଠା କରାଯାଇଥିଲା। ଯାହା ପରବର୍ତ୍ତୀ ସମୟରେ ଅଣ୍ଢରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ ହୋଇଥିଲା। ଏହି…

ମାର୍ଶାଘାଇ ଲୁଣା ବ୍ରିଜ୍‌ ଉପରେ ଯୁବକଙ୍କୁ ଗୁଳିମାଡ଼

କେନ୍ଦ୍ରାପଡା, ୩୦।୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ମଙ୍ଗଳା ଛକ ନିକଟ ଲୁଣା ବ୍ରିଜ୍‌ ଉପରେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି ା ଅବସ୍ଥା ଗୁରୁତର ଥିବାରୁ ପ୍ରଥମେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ…

ବର୍ଷା ଋତୁରେ ଉପାନ୍ତ ଅଞ୍ଚଳବାସୀଙ୍କ ବଢ଼ିଛି ଚିନ୍ତା

କେନ୍ଦ୍ରାପଡ଼ା,୩୦ା୭(ଜଗନ୍ନାଥ ଧଳ): ବର୍ଷାଋତୁ ଆରମ୍ଭ ପରେ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ିଛିି ା ପ୍ରାକୃତିକ ବିପର୍ଯ୍ୟୟ ଭୟ ସଦାସର୍ବଦା ଲାଗି ରହୁଛି ା ତଟକ୍ଷୟ ଯୋଗୁ ସମୁଦ୍ର ପାଣି ଗ୍ରାମ ମଧ୍ୟକୁ ପଶିଆସିବା ଭୟ ରହୁଛି ା ରାଜନଗର…

ନିରାମୟ ଯୋଜନାରେ ମିଳୁନି ଔଷଧ

କେନ୍ଦ୍ରାପଡ଼ା,୨୯ା୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ ଉପରେ ରାଜନଗର, ଆଳି, ରାଜକନିକା ବ୍ଲକର ରୋଗୀମାନେ ନିର୍ଭର କରୁଛନ୍ତି। ବିଭିନ୍ନ ଯୋଜନାରେ ସରକାର ଏବେ ଅନେକ ସୁବିଧା ମାଗଣା କରିଦେଇଥିବାରୁ ଡାକ୍ତରଖାନାରେ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ସରକାର କହୁଛନ୍ତି,…

ମିଳୁନି ପାଣି, ମଣିଷକୁ କୁମ୍ଭୀର ନେଉଛି ଟାଣି

କେନ୍ଦ୍ରାପଡ଼ା, ୨୯ା୭ (ଜଗନ୍ନାଥ ଧଳ): ଜାତୀୟଉଦ୍ୟାନ ଭିତରକନିକାର କୁମ୍ଭୀର ସଂଖ୍ୟା ବୃଦ୍ଧି କେନ୍ଦ୍ରାପଡ଼ା ଜିଲା ପାଇଁ ଆତଙ୍କ ହୋଇଛି। ୨ ମାସରେ କେବଳ ବ୍ରାହ୍ମଣୀ ନଦୀ ଓ ନାଳ ସଂଲଗ୍ନ ଅଞ୍ଚଳରୁ ୪ ଜଣଙ୍କ ଜୀବନ ଅକାଳରେ ନଷ୍ଟ ହୋଇଛି। ଉପାନ୍ତ…

ବାର୍‌ହା ଶିକାର ପାଇଁ ବସିଥିଲା ଫାଶ, ବିଦ୍ୟୁତ୍‌ ଚାର୍ଜ ହେବାରୁ ଷଣ୍ଢ ମୃତ, ବାପ-ପୁଅ ଗୁରୁତର

ମହାକାଳପଡ଼ା,୨୮ା୭(ପ୍ରତାପ ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦୋଳି ଗାଁ-କଳତୁଙ୍ଗା ଯୋରୀ ପର୍ଯ୍ୟନ୍ତ ବାଇଣ୍ଡିଂ ତାର ବିଛା ଯାଉଥିବା ଦେଖିବାକୁ ମିଳୁଛି। ଗୁରୁବାର ରାତିରେ ବାପ-ପୁଅ ନିଜ ଚାଷଜମିରେ ଷଣ୍ଢ ତଳି କିଆରି ଖାଉଥିବା ନେଇ ଦେଖିବାକୁ ଯାଇଥିବା ବେଳେ ବାଇଡିଂ…

ମହାନଦୀର ପ୍ରଥମ ବନ୍ୟାଜଳ ସମୁଦ୍ରରେ ମିଶୁଛି

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ) : କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଚିରସ୍ରୋତା ମହାନଦୀ ପ୍ରବାହିତ ହେଉଛି। ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବା ପରେ ପ୍ରଥମଥର ଏହି ବନ୍ୟା ମହାକାଳପଡ଼ା ଅଞ୍ଚଳର ମହାନଦୀ ଜଳ ସମୁଦ୍ରରେ ମିଶୁଛି। ଏହି…

ବିଶେଷଜ୍ଞ ଡାକ୍ତର ଅଭାବ: ରୋଗୀ ସେବା ବିପର୍ଯ୍ୟସ୍ତ

କେନ୍ଦ୍ରାପଡ଼ା,୨୮ା୭(ଜଗନ୍ନାଥ ଧଳ): ଉତ୍ତମ ରୋଗୀ ସେବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ହେଲେ ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ ବହୁବିଧ ସମସ୍ୟା ଦେଇ ଗତି କରୁଛି। ଏହି ଅଞ୍ଚଳରେ ଦିନକୁଦିନ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?