କେନ୍ଦ୍ରାପଡ଼ା

ଭିତରକନିକା ସୁରକ୍ଷାକୁ ନେଇ ପ୍ରଶ୍ନ

କେନ୍ଦ୍ରାପଡ଼ା,୨୮ା୭(ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟ ଦେଇ ଧାମରାରୁ କଟକ ପର୍ଯ୍ୟନ୍ତ କୋଇଲା ଚୋରା ଚାଲାଣ ପୁନର୍ବାର ଆରମ୍ଭ ହୋଇଯାଇଛି। ଏହି ଚୋରା ଚାଲାଣକାରୀ ରାକେଟ ଏବେ ସକ୍ରିୟ ହୋଇଥିବା ବେଳେ ଭିତରକନିକାର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଲାଣି। ୪…

ପାଣି ନାହିଁ: କ୍ଷେତ ଚରାଭୂଇଁରେ ପରିଣତ

ରାଜନଗର,୨୭।୭(ଭାସ୍କର ରାଉତରାୟ)ଶ୍ରାବଣରେ ଯେଉଁ ଚାଷଜମିରେ ଧାନଗଛ ଲହରି ମାରିବା କଥା, ସେହି ଜମି ଏବେ ବେଣା ଓ ଘାସବୁଦାମାନ ଶୋଭା ପାଉଛି। ଶ୍ରାବଣ ମାସରେ ଚାଷଜମି ଏବେ ଗୋଚର ଭୂଇଁରେ ପରିଣତ ହେବାକୁ ଯାଉଛି। ଶୁଖିଲା ପଡିଥିବା କ୍ଷେତରେ ଗୋରୁମାନେ ଚରୁଛନ୍ତି।…

ଭିତରକନିକାରେ ୩୦ ହଜାର ଦେଶୀୟ ପକ୍ଷୀଙ୍କ ଭିଡ଼

ରାଜନଗର,୨୬।୭(ଭାସ୍କର ରାଉତରାୟ): ବର୍ଷାଋତୁ ଆରମ୍ଭ ହେବା ପରେ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗହଳି ଲାଗିଛି। ଭିତରକନିକା ଏବେ ଦେଶୀୟ ପକ୍ଷୀଙ୍କ କାକଳିରେ କୋଳାହଳମୟ ହୋଇଉଠିଛି। ଭିତରକନିକାର ମଠଆଡ଼ିଆ, ଦୁର୍ଗାପ୍ରସାଦଡ଼ିଆ ଓ ଲକ୍ଷ୍ମୀପ୍ରସାଦଡ଼ିଆରେ ଏବେ ପ୍ରାୟ ୩୦ ହଜାରରୁ ଅଧିକ ପକ୍ଷୀ ଭିଡ଼…

ଗୋପନରେ ଚାଲିଛି ବାଲ୍ୟ ବିବାହ

ମହାକାଳପଡ଼ା, ୨୬।୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁଦିନ ବାଲ୍ୟ ତଥା ନାବାଳିକା ବିବାହ ବୃଦ୍ଧି ପାଇବାରେ ଲାଗିଛି। ଏହା ଏକ ସାମାଜିକ ବ୍ୟାଧି ବୋଲି ବୁଦ୍ଧିଜୀବୀମାନେ ମତବ୍ୟକ୍ତ କରିଛନ୍ତି। ବ୍ଲକର ବିଶେଷକରି ଉପକୂଳର ଉପାନ୍ତ ଅଞ୍ଚଳରେ…

ଗୁଣି ଗାରେଡି ସନ୍ଦେହରେ ହତ୍ୟା ଅଭିଯୋଗ

କେନ୍ଦ୍ରପଡା,୨୫।୭(ଜଗନ୍ନାଥ ଧଳ): ଇଣ୍ଟରନେଟ ଯୁଗରେ ବିଜ୍ଞାନର ପ୍ରଗତି ସତ୍ତ୍ୱେ ଏବେ ବି କିଛି ଲୋକ କୁସଂସ୍କାର ଅନ୍ଧବିଶ୍ୱାସକୁ ଜାବୁଡି ଧରିଛନ୍ତି । ସେମାନେ ଅନ୍ଧବିଶ୍ୱାସର କବଳରେ ପଡି ନରହତ୍ୟା ପରି ବିଭିତ୍ସକାଣ୍ଡ ଘଟାଇବାକୁ ଟିକିଏ ବି ପଛାଉନାହଁାନ୍ତି । ଗୁଣିଗାରେଡି ସଂନ୍ଦେହରେ…

୪ ବର୍ଷ ପରେ ଧରା ପଡ଼ିଲେ ଫେରାର ମହେଶ୍ୱର

କେନ୍ଦ୍ରାପଡ଼ା, ୨୫ା୭ (ଜଗନ୍ନାଥ ଧଳ): ୨୦୧୯ରେ କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅଞ୍ଚଳର ଜଣେ ମହିଳା ଗଣ ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ମହେଶ୍ୱର ସାହୁ ରବିବାର ଧରାପଡ଼ିଛନ୍ତି। ସୋମବାର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ପରେ ତାଙ୍କର ଜାମିନ ନାମଞ୍ଜୁର ହେବାରୁ…

ଶିଳ୍ପର ନିଆଁ, ଧୂଆଁ: ଲୁଣା ହେନ୍ତାଳ ଜଙ୍ଗଲ ପ୍ରତି ବିପଦ

ମହାକାଳପଡ଼ା, ୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ପରିବେଶ ସୁରକ୍ଷା ପ୍ରତି ବିପଦ ସୃଷ୍ଟିହେବାରେ ଲାଗିଛି। ଏହି ଅଞ୍ଚଳ ଅପରପାର୍ଶ୍ୱରେ ପାରାଦୀପ ଶିଳ୍ପ କାରଖାନାରୁ ନିର୍ଗତ ଶିଳ୍ପର ନିଆଁ, ଧୂଆଁ ଲୁଣା ହେନ୍ତାଳ ଜଙ୍ଗଲ ପ୍ରତି ବିପଦ,…

ବାହ୍ୟ ମଳମୁକ୍ତ ଗାଁ ଯୋଜନା ବାଟବଣା

କେନ୍ଦ୍ରାପଡ଼ା,୨୪ା୭(ଜଗନ୍ନାଥ ଧଳ): କେନ୍ଦ୍ରପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଫେଲ୍‌ ମାରିଛି କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ପରିମଳ ଯୋଜନା। ପାଇଖାନା ନିର୍ମାଣ ନ ହୋଇ ଲକ୍ଷାଧିକ ଟଙ୍କା ପୁରସ୍କାର ଅର୍ଥ ଆତ୍ମସାତ୍‌ ହୋଇଛି। ଗାଁ ମୁଣ୍ଡରେ ବାହ୍ୟ ମଳମୁକ୍ତ ଅଞ୍ଚଳ ବୋଲି ଘୋଷଣା…

ଓରତ ଘାଟ ସେତୁ ଗୋବରୀ ନଦୀରେ ପଠା ସୃଷ୍ଟି

ମହାକାଳପଡ଼ା,୨୪ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗୋବରୀ ନଦୀର ଉପର ମୁଣ୍ଡରୁ ଜଳ ସ୍ରୋତ ହ୍ରାସ ପାଇବା ଯୋଗୁ ଅନେକ ସ୍ଥାନରେ ବାଲି ପଙ୍କ ମାଟି ଜମିବା ଯୋଗୁ ପଠା ସୃଷ୍ଟି ହୋଇଛି। ଫଳରେ ଉପର ମୁଣ୍ଡରୁ…

କେନାଲ ପାର୍ଶ୍ୱ ଜମିରେ ତଳିରୁଆ, ଢିପ ଶୁଖିଲା

ମହାକାଳପଡ଼ା, ୨୪ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ମୌସୁମୀ ବର୍ଷା ନାଁ ଧରୁନି। ଜଳ ଅଭାବ ଯୋଗୁ ଚାଷ ଜମି ପଡ଼ିଆ ପଡ଼ିଛି। ପଡ଼ିଆ ଜମିରେ ଗୋରୁ ଚରୁଛନ୍ତି। ଆଉ କେଉଁଠି ଖାଲ ଓ କେନାଲ ପାର୍ଶ୍ୱ…

ଡେରାବିଶ ମାଟିକୁ ଗର୍ବିତ କଲେ ସ୍ମୃତିରେଖା

ଡେରାବିଶ, ୨୪ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ବ୍ଲକ ଓ କେନ୍ଦ୍ରାପଡ଼ା ଜିଲାକୁ ପୁଣିଥରେ ସଂସ୍କୃତି ଓ ଯୋଗ ପ୍ରତିଯୋଗିତାରେ ବ୍ଲକ ଅଧୀନସ୍ଥ ରଘୁଦେଇପୁର ପଞ୍ଚାୟତ ବେଲାରପୁର ଗଁାର ଦଶମ ଶ୍ରେଣୀର ଛାତ୍ରୀ ସ୍ମୃତିରେଖା ପାଣି(୧୫) ଗୌରବ ଆଣିଛନ୍ତି। ସ୍ଥାନୀୟ ଭଗବତୀ ସରକାରୀ…

ଲୋକଙ୍କ ଦୁଃଖ ପାଲଟିଛି ଅଶୃଙ୍ଖଳା ସ୍ଲୁଇସ୍‌ ଗେଟ୍‌

କେନ୍ଦ୍ରାପଡ଼ା, ୨୪ା୭ (ଜଗନ୍ନାଥ ଧଳ): ଜଳ ନିଷ୍କାସନ ପାଇଁ ସ୍ଲୁଇସ୍‌ ଗେଟ୍‌ ଉପରକୁ ଟେକିଲେ ପାଣିକୁ ଦଳ ରୋକୁଛି। ଜଳସେଚନ ପାଇଁ ଗେଟ୍‌ ତଳକୁ କଲେ କବାଟର ଉପର ଭାଗ ଅଞ୍ଚଳରେ ଜଳକୁ ରୋକି ହେଉନି। କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?