ମହାନଦୀ ପାଣିକୁ ଡରିଲେଣି ଦ୍ୱୀପାଞ୍ଚଳର ୧୩ ଗାଁ
କେନ୍ଦ୍ରାପଡ଼ା, ୨୨ା୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଶୁକ୍ରବାର ରାତିରୁ ମୌସୁମୀ ବର୍ଷାର ପ୍ରଭାବ ପଡ଼ିଛି। ଲଗାଣ ବର୍ଷା ଲାଗି ରହିଛି। ଉପରମୁଣ୍ଡରେ ଅଧିକ ବର୍ଷା ହେଲେ ହୀରାକୁଦର ଗେଟ ଖୋଲା ଯିବ। ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା…
ଜଙ୍ଗଲ ଭିତରେ ଯାତନା
ପରଜଙ୍ଗ,୨୨।୭(ନିଗମାନନ୍ଦ ଦଳବେହେରା): ଜଙ୍ଗଲିଆ ରାସ୍ତାରେ ହାତୀ ଉପଦ୍ରବ। ବନ୍ୟଜନ୍ତୁଙ୍କ ଆକ୍ରମଣ ଭୟ। ହେଲେ ଏଭଳି ବିପଦ ମୁଣ୍ଡେଇ ବହିବସ୍ତାନି ଧରି ସ୍କୁଲ ମୁହାଁ ହେଉଛନ୍ତି କୋମଳମତି ପିଲା। କୌଣସି ଆଗପଛ ବିଚାର ନ କରି ସ୍କୁଲ ମିଶ୍ରଣ କରି ଦିଆଯିବା ପରେ…
ବ୍ରିଟିଶ ନିର୍ମିତ ବଙ୍ଗଳା ପରିସରରେ ନିର୍ମାଣ ହେବ ପର୍ଯ୍ୟଟନ କ୍ଷେତ୍ର
ମହାକାଳପଡ଼ା,୨୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ଲକ୍ଠାରେ ୧୮୮୫ରେ ବ୍ରିଟିଶ୍ ଶାସନ ସମୟରେ ଏକ ଷ୍ଟର୍ମ ୱେଭ୍ ବା ବାତ୍ୟା ଆଶ୍ରୟସ୍ଥଳ ବା ବଙ୍ଗଳା ନିର୍ମାଣ କରାଯାଇଥିଲା। ସ୍ବାଧୀନତା ପରେ ରାଜ୍ୟ ସରକାରଙ୍କ ଜଳ ସେଚନ…
ଅଙ୍ଗନଓ୍ବାଡି ପିଲାଙ୍କୁ ପୋକ ସାଲୁବାଲୁ ଛତୁଆ
କେନ୍ଦ୍ରାପଡ଼ା,୨୦ା୭(ଜଗନ୍ନାଥ ଧଳ)ସମନ୍ବିତ ଶିଶୁ ବିକାଶ ଯୋଜନାରେ ସରକାରଙ୍କ ତରଫରୁ ୬ ମାସରୁ ୩ ବର୍ଷ ପର୍ଯ୍ୟନ୍ତ ଶିଶୁମାନଙ୍କ ସ୍ବାସ୍ଥ୍ୟ ଗଠନରେ ସହାୟକ ହେବା ନିମନ୍ତେ ପୁଷ୍ଟିକର ଛତୁଆ, ସୁଜି ହାଲୁଆ ଓ ବାଦାମଲଡୁ ଯୋଗାଇ ଦିଆଯାଉଛି। ଏହାର ପ୍ରସ୍ତୁତି ନିମନ୍ତେ ମିଶନଶକ୍ତି…
୮ ମାସ ହେଲା ରାଶନ କାର୍ଡଧାରୀଙ୍କୁ ଗହମ ମିଳୁନି
କେନ୍ଦ୍ରାପଡ଼ା, ୧୮ା୭(ଜଗନ୍ନାଥ ଧଳ): ଦେଶରେ କେହି ଯେପରି ଭୋକିଲା ନ ରହନ୍ତୁ ସେଥିପାଇଁ ଖାଦ୍ୟ ସୁରକ୍ଷା ଯୋଜନା କରାଯାଇ ସମସ୍ତ ଗରିବ ପରିବାରକୁ ଏଥିରେ ସାମିଲ କରାଯାଇଛି। ସେଥିପାଇଁ ପ୍ରତି ରାଶନ କାର୍ଡଧାରୀଙ୍କୁ ସରକାର ମାସିକିଆ ଚାଉଳ ସହ ଗହମ ପ୍ରଦାନ…
ବ୍ରିଟିଶ ନିର୍ମିତ ବଙ୍ଗଳା ଏବେ ଭୂତକୋଠି
ମହାକାଳପଡ଼ା,୧୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବ୍ରିଟିଶ ଶାସନ ସମୟରେ ହୁକିଟୋଲାଠାରେ ବୃହତ୍ ପଣ୍ୟାଗାର, ଜମ୍ବୁ ଗ୍ରାମରେ ଲାଲ୍ ରଙ୍ଗର ବ୍ରିଟିଶ ଆଶ୍ରୟସ୍ଥଳ, ଜମ୍ବୁ ଲକ୍ଠାରେ ଜଳସେଚନ ବିଭାଗର ବଙ୍ଗଳା ନିର୍ମାଣ ହୋଇଥିଲା। ସୂକ୍ଷ୍ମ କାରିଗରି ଖୁବ୍…
ମହାକାଳପଡ଼ାରେ ବୃଦ୍ଧିପାଉଛି ନିଶା କାରବାର
ମହାକାଳପଡ଼ା,୧୭ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦିନକୁଦିନ ନିଶା ଦ୍ରବ୍ୟ କାରବାର ବୃଦ୍ଧି ପାଇବାରେ ଲାଗିଛି । ତେବେ ଅନେକ ଯୁବ ପିଢ଼ି ନିଶା ଦ୍ରବ୍ୟ ସେବନ କରି (ଯକୃତ ସଂକ୍ରମିତ ହେଉ ବା…
ଲୁଣାନଦୀ ସେତୁକୁ ସଂଯୋଗ ରାସ୍ତା ନାହିଁ
ଡେରାବିଶ,୧୭ା୭ (ବେବର୍ତ୍ତା ଅଜୟ ଦାସ): ଡେରାବିଶ ବ୍ଲ୍ଳକ ଅଧୀନ ଲୁଣାନଦୀର ଦାନପୁରଠାରେ ସେତୁ ନିର୍ମାଣ ପାଇଁ ଦୀର୍ଘଦିନର ଦାବି ଫଳରେ କେନ୍ଦ୍ରାପଡ଼ା ପୂର୍ତ୍ତ ବିଭାଗ ପକ୍ଷରୁ ଏକ ସେତୁ ନିର୍ମାଣ କରାଯାଇଛି। ତେବେ ଲୁଣାନଦୀ ପାର୍ଶ୍ୱରେ ଥିବା କେନ୍ଦ୍ରାପଡ଼ା କେନାଲ ଉପରେ…
କେନାଲ ଲୋକାର୍ପିତକୁ ବର୍ଷେ ହେଲାଣି: ପାଣି ଆସିନି
କେନ୍ଦ୍ରାପଡ଼ା, ୧୭ା୭ (ଜଗନ୍ନାଥ ଧଳ): ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ୨୦୨୨ ମେ’ ୧୮ ରେ ଉଦ୍ଘାଟନ ହୋଇଥିଲା। ଗରଦପୁର ବ୍ଲକ କଳାବୋଦାଠାରେ ଆୟୋଜିତ ଉତ୍ସବ ତତ୍କାଳୀନ ରାଜ୍ୟ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେଇ ଏହି କେନାଲରେ ଖରିଫ ଚାଷ…
ଖରସ୍ରୋତା ଗର୍ଭରେ ଲୀନ ହେଉଛି ପଠାଜମି
କେନ୍ଦ୍ରାପଡ଼ା,୧୭ା୭(ଜଗନ୍ନାଥ ଧଳ): ଖରସ୍ରୋତା ନଦୀ କୂଳରୁ ଅତଡ଼ା ଖାଉଥିବାରୁ ପଠାରେ ଥିବା ହେକ୍ଟର ହେକ୍ଟର ଚାଷ ଉପଯୋଗୀ ଜମି ନଦୀଗର୍ଭକୁ ଚାଲିଯାଉଛି। ଏ ନେଇ କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ସିକୋ ପଞ୍ଚାୟତର ଡାଳିକାଏନ୍ଦା ଗ୍ରାମର ଚାଷୀ ବାରମ୍ବାର କର୍ତ୍ତୃପକ୍ଷଙ୍କ ଦୃଷ୍ଟି…
ମୌସୁମୀ ବର୍ଷା ଆଣିଲା ଚାଷୀଙ୍କ ଖୁସି
କେନ୍ଦ୍ରାପଡ଼ା,୧୬।୭(ଜଗନ୍ନାଥ ଧଳ)ଗତ ଦୁଇଦିନ ଧରି କେନ୍ଦ୍ରାପଡ଼ା ଜିଲାରେ ମୌସୁମୀଜନିତ ବର୍ଷା ଜାରି ରହିଛି ା ଏହି ଦୁଇଦିନ ମଧ୍ୟରେ ଜିଲାରେ ସକାଳ ୮ଟା ସୁଦ୍ଧା ମୋଟ ୪୨୧ ମିଲିମିଟର ବର୍ଷା ହୋଇଛି ା କ୍ଷେତରେ ଜଳସେଚନ ପାଇଁ ଅପେକ୍ଷା କରିଥିବା ଖରିଫ…
ଚନ୍ଦ୍ରୟାନ-୩ ପ୍ରୋଜେକ୍ଟରେ ଡେରାବିଶର ଶୁଭାଶିଷ
ଡେରାବିଶ,୧୬।୭(ବେବର୍ତା ଅଜୟ ଦାସ)ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍ ସେଣ୍ଟରରୁ ଶୁକ୍ରବାର ଭାରତର ତୃତୀୟ ମୁନ୍ ମିଶନ୍ ‘ଚନ୍ଦ୍ରୟାନ୍-୩’ର ସଫଳ ଉତ୍କ୍ଷେପଣ କରାଯାଇଛି। ଆସନ୍ତା ଅଗଷ୍ଟ ୨୩ରେ ଚନ୍ଦ୍ରୟାନ୍-୩ ଚନ୍ଦ୍ରପୃଷ୍ଠରେ ପହଞ୍ଚତ୍ବ ବୋଲି ଆଶା ରହିଛି। ଏହି ପ୍ରୋଜେକ୍ଟରେ କେନ୍ଦ୍ରାପଡ଼ା ଜିଲା…

