Odisha Elections 2024

କେନ୍ଦ୍ରାପଡ଼ା

ବାଘ ରହୁଥିବା ଜଙ୍ଗଲ ଆଜି ବାଘୁଆମେଦ ଗାଁ

ମହାକାଳପଡ଼ା, ୩୦ା୭ (ଡି.ଏନ୍‌.ଏ.): ସାରା ରାଜ୍ୟର ବିଭିନ୍ନ ବନଖଣ୍ଡରେ ପାଳନ ହେଉଛି ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ। ବାଘଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ସହ ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି। ଅସନ୍ତୁଳିତ ପରିବେଶ, ଶିକାରୀମାନଙ୍କ...

ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ: କ୍ୱାକ୍‌ ଭରସାରେ ରୋଗୀ

ପଟ୍ଟାମୁଣ୍ଡାଇ,୨୯ା୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ରହିଛି। ଏହାର ସୁଯୋଗରେ ଦିନକୁଦିନ ନକଲି ଡାକ୍ତର(କ୍ୱାକ୍‌)ମାନଙ୍କ ସଂଖ୍ୟା ବଢିବାରେ ଲାଗିଛି। ଲୋକଙ୍କ ସରଳତାର ସୁଯୋଗ ନେଇ କ୍ୱାକ୍‌ମାନେ ନିଜକୁ ଡାକ୍ତର ବୋଲି କହିବା ସହ ଘରୋଇ କ୍ଲିନିକ...

ଡ୍ରେନେଜ୍‌କଟ୍‌ ଉନ୍ନତୀକରଣ ନାଁରେ ୨ କୋଟି ହଡ଼ପ

ଡେରାବିଶ,୨୯ା୭(ସ୍ବ.ପ୍ର.): ଜମି ରହୁଥିବା ବର୍ଷାଜଳ ନିଷ୍କାସନ ପାଇଁ ଡ୍ରେନେଜକଟ୍‌ ଉନ୍ନତୀକରଣ କାର୍ଯ୍ୟ କରାନଯାଇ ମିଥ୍ୟା ବିଲ୍‌ କରି ୨ କୋଟି ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ କେନ୍ଦ୍ରାପଡ଼ା ଜିଲାପାଳ ଓ ଡ୍ରେନେଜ୍‌କଟ୍‌ ଅଧୀକ୍ଷଣ ଯନ୍ତ୍ରୀଙ୍କ ନିକଟରେ ହୋଇଛି। ଏଭଳି ଘଟଣା...

ଅବ୍ୟବସ୍ଥା ଘେରରେ କଳାପାହାଡ଼ ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟ

ଆଳି,୨୯ା୭(ଡି.ଏନ.ଏ.): ରାଜ୍ୟ ସରକାର ପ୍ରାଥମିକ ଶିକ୍ଷାର ଉନ୍ନତି କରିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଅନେକ ସ୍ଥାନରେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଅବସ୍ଥା ଶୋଚନୀୟ ଅବସ୍ଥାରେ ରହିଛି। ସର୍ବଶିକ୍ଷା ଅଭିଯାନରେ ସମସ୍ତେ ବିଦ୍ୟାଳୟକୁ ଛାତ ଘର ଓ ଛାତ୍ରୀଛାତ୍ର ଅନୁପାତରେ...

୫-ଟି ରୂପାନ୍ତରଣ ବିଦ୍ୟାଳୟରେ ନିମ୍ନମାନର କାର୍ଯ୍ୟ

ଡେରାବିଶ, ୨୮।୭ (ସ୍ବ.ପ୍ର.): ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ କରିବା ଓ କୋମଳମତି ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷାପ୍ରତି ଅଧିକ ଅଗ୍ରହ ଜନ୍ମାଇବା ପାଇଁ ୫-ଟି ଯୋଜନାରେ ବିଦ୍ୟାଳୟଗୁଡ଼ିକର ରୂପାନ୍ତରଣ କାର୍ଯ୍ୟକ୍ରମକୁ ଜୋରଦାର କରାଯାଉଛି। ଏହିକ୍ରମରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅନ୍ତର୍ଗତ...

କେନ୍ଦ୍ରାପଡ଼ା ଜିଲାର ୬୦ ଭାଗ ଗାଁରେ ମିଳୁନି ପାନୀୟଜଳ

କେନ୍ଦ୍ରାପଡ଼ା ଅଫିସ, ୨୮ା୭: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଓ ମାର୍ଶାଘାଇ ବ୍ଲକ ଲୁଣାଞ୍ଚଳବାସୀଙ୍କ ପାଇଁ ଗତ ୨୦୧୮ ଡିସେମ୍ବର ୮ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବସୁଧା ଯୋଜନାରେ ମେଗା ପାନୀୟ ଜଳ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଆସନ୍ତା ୪ ମାସ...

ଅବସର ଦିବସର ୩ ଦିନ ପୂର୍ବରୁ ଲାଞ୍ଚନେଇ ଧରାପଡ଼ିଲେ ଡିଇଓ

କେନ୍ଦ୍ରାପଡା ଅଫିସ, ୨୭।୭: କେନ୍ଦ୍ରାପଡ଼ା ଜିଲା ଶିକ୍ଷାଧିକାରୀ ସଞ୍ଜୀବ କୁମାର ସିଂହଙ୍କର ଆସନ୍ତା ୩୧ ତାରିଖ ଚାକିରି କାର୍ଯ୍ୟକାଳର ଶେଷ ଦିବସ। ଏହାର ୩ ଦିନ ପୂର୍ବରୁ ଅର୍ଥାତ୍‌ ବୁଧବାର ସକାଳେ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ବିଭାଗ ହାତରେ...

ସମନ୍ବିତ ମହିଳା ଓ ଶିଶୁ ବିକାଶ ବିଭାଗରେ ଦୁର୍ନୀତି

ଡେରାବିଶ, ୨୭।୭ (ସ୍ବ.ପ୍ର.): କୋମଳମତି ଶିଶୁଙ୍କ ଶାରୀରିକ, ମାନସିକ ଅଭିବୃଦ୍ଧି ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରଣୟନ ହେବାରେ ଲାଗିଛି। ରାଜ୍ୟ ସମନ୍ବିତ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଅଙ୍ଗନୱାଡି କର୍ମୀଙ୍କ ଜରିଆରେ ଶିଶୁମାନଙ୍କ ଯତ୍ନ...

ଭୋକରେ ଛାତ୍ରୀଛାତ୍ରଙ୍କ ଜଳୁଛି ପେଟ

ମହାକାଳପଡ଼ା,୨୭।୭(ଡି.ଏନ୍‌.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଶିକ୍ଷା ବିକାଶ ପାଇଁ ପ୍ରତି ବ୍ଲକରେ ଆଦର୍ଶ ବିଦ୍ୟାଳୟ ୨୦୧୫ ମସିହାଠାରୁ ପ୍ରତିଷ୍ଠା ହୋଇଛି। ଶିକ୍ଷାକ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ପାଇଁ ଶୈଖିକ ଓ ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧି ପାଇଁ ସରକାର ଆଦର୍ଶ ବିଦ୍ୟାଳୟ...

ମହିଳା, ଶିଶୁଙ୍କଠାରେ ବଢୁଛି ରକ୍ତହୀନତା

କେନ୍ଦ୍ରାପଡ଼ା ଅଫିସ, ୨୭।୭: ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌- ୫) କେନ୍ଦ୍ରାପଡ଼ା ଜିଲାର ମହିଳା ଓ ଶିଶୁଙ୍କ ସ୍ବାସ୍ଥ୍ୟକୁ ନେଇ ଉଦ୍‌ବେଗଜନକ ରିପୋର୍ଟ ପ୍ରକାଶ କରିଛି। ଏନ୍‌ଏଚ୍‌ଏଫ୍‌ଏସ୍‌- ୪ ତୁଳନାରେ ଗତ ୬ ବର୍ଷ ମଧ୍ୟରେ ୧୬.୫ ପ୍ରତିଶତ...

ପ୍ରଭାବଶାଳୀ ବ୍ୟକ୍ତିଙ୍କ କବ୍‌ଜାରେ ସରକାରୀ ଜମି

ପଟ୍ଟାମୁଣ୍ଡାଇ,୨୭।୭ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ଶତାଧିକ ଏକର ମୂଲ୍ୟବାନ ସରକାରୀ ଜମି କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ଚଞ୍ଚକତା କରି ହାତେଇ ନେଇଛନ୍ତି। ସରକାରୀ ଜମିକୁ ଦୀର୍ଘମିଆଦୀ ସୂତ୍ରରେ ଲିଜ୍‌ ନେବା ପରେ ବିକ୍ରି କରାଯାଉଛି। ଆଉ କେଉଁଠି...

ରାସ୍ତାକୁ ପଙ୍କ ମାଟି ବୋହି ଯାତାୟାତରେ ବାଧା

ପଟ୍ଟାମୁଣ୍ଡାଇ,୨୬ା୭(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ରାସ୍ତା ସମ୍ପ୍ରସାରଣ ଓ ନବୀକରଣ ପାଇଁ ପୂର୍ତ୍ତ ବିଭାଗ ପକ୍ଷରୁ ଠିକାଦାର ନିଯୁକ୍ତ କରାଯାଇଛି। ସମ୍ପୃକ୍ତ ଠିକାଦାର ବର୍ଷାଋତୁରେ ରାସ୍ତାପାର୍ଶ୍ୱରେ ପଙ୍କୁଆ ମାଟି ପକାଇ ରଖିଥିବାରୁ ଯାତାୟାତରେ ଘୋର ଅସୁବିଧା ହେଉଥିବା ସ୍ଥାନୀୟ ଲୋକେ ଅଭିଯୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri