ବିହନ ବୁଣି ବର୍ଷାକୁ ଚାହିଁଛନ୍ତି ଚାଷୀ
କେନ୍ଦ୍ରାପଡ଼ା,୩୦ା୬(ଜଗନ୍ନାଥ ଧଳ): ଚଳିତବର୍ଷ ଅନିୟମିତ ବୃଷ୍ଟିପାତ ଯୋଗୁ ଚାଷୀକୁଳ ହତାଶ ହୋଇପଡିଛନ୍ତି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଜୁନ୍ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପହଞ୍ଚତ୍ଛିି। ଜୁନ ପ୍ରଥମ ସପ୍ତାହରେ ମୌସୁମୀର ଆଗମନ ଜାଣି ଚାଷୀମାନଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଥିଲା।…
ଶୌଚ ବେଳେ ଟାଣି ନେଲା କୁମ୍ଭୀର
କେନ୍ଦ୍ରାପଡ଼ା,୨୯ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଇନ୍ଦୁପୁର ଅନ୍ତର୍ଗତ ଘାଘରା ପଞ୍ଚାୟତ ଘାଗରାଡିଆ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ଗୁରୁବାର କୁମ୍ଭୀର ଟାଣି ନେଇଛି। ବ୍ରାହ୍ମଣୀ ନଦୀକୁ ଶୌଚ ପାଇଁ ଯାଇଥିବା ବେଳେ ଛକି ରହିଥିବା ଏକ କୁମ୍ଭୀର ତାଙ୍କୁ ପାଣି ଭିତରକୁ ଟାଣି…
ଗ୍ରାମାଞ୍ଚଳରେ ବି ହ୍ରାସ ପାଉଛି ଚାରଣ ଭୂଇଁ
ମହାକାଳପଡ଼ା,୨୯।୬(ପ୍ରତାପ ଚନ୍ଦ୍ର ସ୍ବାଇଁ)ସହରାଞ୍ଚଳ ପରି ଏବେ ଗ୍ରାମାଞ୍ଚଳରେ ବି ଚାରଣ ଭୂଇଁର ଅଭାବ ଦେଖାଦେଇଛି ା ଗୃହପାଳିତ ପ୍ରାଣୀମାନଙ୍କ ଚରିବା ପାଇଁ କାହିଁ କେଉଁ ଅନାଦି କାଳରୁ ପୂର୍ବଜମାନେ ଚାରଣ ଭୂଇଁ ରଖୁଥିଲେ ା ସମୟର ପରିବର୍ତ୍ତନ ଓ ଜନସଂଖ୍ୟା ବୃଦ୍ଧି…
ଜିଲାରେ ସବ୍ଡିଭିଜନ ମାନ୍ୟତା ଦାବି ତେଜୁଛି
କେନ୍ଦ୍ରାପଡ଼ା,୨୯।୬ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ଲୋକସଂଖ୍ୟା ୧୬ ଲକ୍ଷରୁ ଊର୍ଦ୍ଧ୍ୱ। ୨୪୯୪ ବର୍ଗ କିଲୋମିଟର ଅଞ୍ଚଳ ପରିମିତ ଏହି ଜିଲାର ଉପାନ୍ତରେ ପ୍ରଶାସନିକ ସେବା ପହଞ୍ଚତ୍ ପାରୁନାହିଁ। ଏହାକୁ ଦୃଷ୍ଟିରେ ରଖି ପଟ୍ଟାମୁଣ୍ଡାଇ, ମାର୍ଶାଘାଇ ଅଞ୍ଚଳକୁ ସବ୍ଡିଭିଜନ ମାନ୍ୟତା ପାଇଁ ସ୍ଥାନୀୟ…
ବଗୁଲିଆ ପୋଖରୀ ସଂରକ୍ଷଣ, ବିକାଶ ନାମରେ ଦୁର୍ନୀତି ଅଭିଯୋଗ
ଆଳି,୨୭ା୬ (ବନମାଳୀ ସେନାପତି ): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ନିମନ୍ତେ ବିଭିନ୍ନ ଉନୟନମୂଳକ କାର୍ଯ୍ୟ କରି ଚାଲିଛନ୍ତି। କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ଉନ୍ନୟନମୂଳକ କାର୍ଯ୍ୟ କରା ଯାଉଥିବା ବେଳେ ଆଳି ବ୍ଲକ ଚଣ୍ଡିଆଗଡି ପଞ୍ଚାୟତରେ…
ତିନିମୁହାଣି ଶିଳ୍ପାଞ୍ଚଳ ଜମି ଜବରଦଖଲ
କେନ୍ଦ୍ରାପଡ଼ା, ୨୭ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ବୃହତ୍ ଓ ମଧ୍ୟମ ଧରଣର ଶିଳ୍ପ ନାହିଁ। କ୍ଷୁଦ୍ରଶିଳ୍ପ ପାଇଁ ପ୍ରୋତ୍ସାହନ ମିଳିଲେ ଯୁବୋଦ୍ୟୋଗୀଙ୍କ ମାଧ୍ୟମରେ ଜିଲାର ଆର୍ଥିକ ପ୍ରଗତି ଘଟିବ। ମାତ୍ର ଏହି ଯୁବୋଦ୍ୟୋଗୀଙ୍କୁ ପ୍ରୋତ୍ସାହନ ମିଳିପାରୁ ନ ଥିବାରୁ ହତୋତ୍ସାହିତ ହୋଇ…
ଟମାଟୋ ଦର ଆକାଶଛୁଆଁ, ଗ୍ରାହକ ଅତିଷ୍ଠ
କେନ୍ଦ୍ରାପଡ଼ା,୨୬ା୬ (ଜଗନ୍ନାଥ ଧଳ): ପଟ୍ଟାମୁଣ୍ଡାଇ ଓ ଆଖପାଖ ଅଞ୍ଚଳରେ ଟମାଟୋ ଦର ଆକାଶଛୁଆଁ ହୋଇଛି। ସାଧାରଣ ଖାଉଟି ଟମାଟୋ ବଜାରରୁ କିଣିପାରୁନାହିଁ। ୨ ସପ୍ତାହ ମଧ୍ୟରେ ଟମାଟୋ ଦର ୪୦ ଟଙ୍କାରୁ ବୃଦ୍ଧି ପାଇ ୮୦ ଟଙ୍କାରେ ପହଞ୍ଚତ୍ଛି। ଚାଷୀ ସୁରେନ୍ଦ୍ର…
ଖୋଲୁନି ଆଦର୍ଶ ବିଦ୍ୟାଳୟ: ଅନ୍ୟତ୍ର ପଢୁଛନ୍ତି ଛାତ୍ରୀଛାତ୍ର
ଆଳି,୨୬।୬(ବନମାଳୀ ସେନାପତି): ରାଜ୍ୟ ସରକାର ଛାତ୍ରୀଛାତ୍ରମାନଙ୍କୁ ଉତ୍ତମ ପରିବେଶ ଓ ଶିକ୍ଷା ଦେବା ନିମନ୍ତେ ଆଦର୍ଶ ବିଦ୍ୟାଳୟ ଗଠନ କରିଥିଲେ। ଆଳି ବ୍ଲକରେ ଦୀର୍ଘ ୨ବର୍ଷ ହେବ ଆଦର୍ଶ ବିଦ୍ୟାଳୟ ଆରମ୍ଭ ହୋଇଛି। ମାତ୍ର ଆଦର୍ଶ ବିଦ୍ୟାଳୟର ନିଜସ୍ବ ଗୃହ ନ…
ଉପକୂଳ ଅଞ୍ଚଳରେ ଗ୍ରାମ୍ୟ ଜଙ୍ଗଲ ଉଜୁଡ଼ିଛି
ମହାକାଳପଡ଼ା,୨୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ଗ୍ରାମ୍ୟ ଜଙ୍ଗଲ ଜମିରେ ବହୁଳ ପରିମାଣରେ ଗଛକଟା ହେଉଛି। ଅପରପକ୍ଷରେ ନିକଟ ମହାନଦୀ ଅପରପାର୍ଶ୍ୱରେ ପାରାଦୀପ ଶିଳ୍ପ କାରଖାନାର ବିଷାକ୍ତ ନିଆଁ, ଧୂଆଁ, ଧୂଳି ଆସ୍ତରଣ ବାୟୁମଣ୍ଡଳରେ ଭାସିବା…
ଅପରାଧୀଙ୍କ ଆଡ୍ଡାସ୍ଥଳ ପାଲଟିଛି ବିଜୁ ଷ୍ଟାଡିୟମ
କେନ୍ଦ୍ରାପଡ଼ା,୨୫।୬(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ାର ଦୌଡରାଣୀ ଲିଜା ବେହେରା କ୍ରୀଡ଼ା ହଷ୍ଟେଲରୁ ଘରକୁ ଆସିଲେ ଦୌଡ ଅଭ୍ୟାସକୁ ରାସ୍ତାରେ ଜାରି ରଖିଛନ୍ତି ା ମହାକାଳପଡା ବ୍ଲକ ତେରଗଁା ପଞ୍ଚାୟତର ୩ ମହିଳା ଖେଳାଳୀ ସସ୍ମିତା ସେନାପତି, ସ୍ମୃତିରୂପା ମଲ୍ଲିକ ଓ ଲକ୍ଷ୍ମୀପ୍ରିୟା ବେହେରା କ୍ରିକେଟ…
ଯେଉଁଠି ଶତାଧିକ ବର୍ଷ ଧରି ଟଣା ହୋଇନି ରଥ
କେନ୍ଦ୍ରାପଡ଼ା,୨୫।୬ (ଜଗନ୍ନାଥ ଧଳ) କେନ୍ଦ୍ରାପଡ଼ା ସହରଠାରୁ ମାତ୍ର ୧୨ କିଲୋମିଟର ଦୂରରେ ଇନ୍ଦୁପୁର ା ଏଠାରୁ ଦେଢ଼ କିଲୋମିଟର ହାବେଳି (ପତି ସାହି) ଠାରେ ଥିବା ପ୍ରାୟ ୩୦୦ ବର୍ଷର ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତି ଅବସ୍ଥାନ କରୁଛନ୍ତି ା ୩…
ମା’କୁମ୍ଭୀର ପ୍ରଜନନ ବେଳେ ଅଧିକ ହିଂସ୍ର
ମହାକାଳପଡ଼ା,୨୪ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ଓ ମହାନଦୀ ତ୍ରିକୋଣଭୂମି ଅବବାହିକା ଅଞ୍ଚଳ ନଦୀ ନାଳ ଘେରା। ଜୁନ୍, ଜୁଲାଇରେ ମା’ ବଉଳା କୁମ୍ଭୀର ପ୍ରଜନନ ଋତୁ ଓ ଅଣ୍ଡାଦାନ ପ୍ରକ୍ରିୟା ଯୋଗୁ ଅଧିକ ହିଂସ୍ର ହୋଇଥାନ୍ତି।…

