୪ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ
କେନ୍ଦ୍ରାପଡ଼ା ଅଫିସ,୨୯ା୧୨: ଜାନୁୟାରୀ ୪ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ଏନେଇ କେନ୍ଦ୍ରାପଡ଼ା ଜିଲା ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ କହିଛନ୍ତି। କୁମ୍ଭୀର ଗଣନା ପାଇଁ ଭିତରକନିକା ଜାନୁୟାରୀ ୪ରୁ ୧୪ ପର୍ଯ୍ୟନ୍ତ...
ପ୍ରତିଶ୍ରୁତିରେ ଅଟକିଛି ବିଶୁଦ୍ଧ ଜଳ ଯୋଗାଣ ପ୍ରକଳ୍ପ
କେନ୍ଦ୍ରାପଡ଼ା ଅଫିସ, ୨୯ା୧୨: କେନ୍ଦ୍ରାପଡ଼ା ଜିଲାର ତିଖିରିଠାରେ ପାଇକା ନଦୀ ଓ ଜଗତ୍ସିଂହପୁର ଜିଲା ଚୌଧୁରୀଗଡା ଗ୍ରାମ ନିକଟ ମହାନଦୀରେ ଆନିକଟ ହେବ। ସଂରକ୍ଷିତ ଜଳ କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଓ ମହାକାଳପଡ଼ା ବ୍ଲକର ୮୯ଟି ଗ୍ରାମ ସହିତ ଜଗତ୍ସିଂହପୁର...
ବିଧାୟକ ଶଶିଭୂଷଣଙ୍କ କାର୍କୁ ଅଣ୍ଡାମାଡ଼, ଜଣେ ଅଟକ
କେନ୍ଦ୍ରାପଡ଼ା ଅଫିସ,୨୯ା୧୨: କେନ୍ଦ୍ରାପଡ଼ା ଜିଲାରେ ଶାସକ ଦଳର ନେତାଙ୍କୁ ବିରୋଧ ଜାରି ରହିଛି। ଗତ ଅକ୍ଟୋବରରେ ରାଜ୍ୟ ସମବାୟ ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ଜମ୍ବୁଘାଟଠାରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧର ସମ୍ମୁଖୀନ ହୋଇଥିଲେ। ଗୁରୁବାର ପୂର୍ବାହ୍ନରେ...
ଜୈବିକ ସାର ପ୍ରୟୋଗକରି ଡ୍ରାଗନ ଚାଷ
ମହାକାଳପଡ଼ା ୨୮ା୧୨ (ଡି.ଏନ.ଏ.): ଚାଷୀଟିଏ ଚାଷ କରି ଅଭାବୀ ବିକ୍ରି ବଟାର ସମ୍ମୁଖୀନ ହେଉଛି। ନିଜସ୍ବ ଜମିକୁ ଅନ୍ୟକୁ ଭାଗ ଦେଇ ଦେଉଛନ୍ତି। ଠିକ୍ ସେତିକି ବେଳେ ଯୁବ ପରିବେଶବିତ୍ ଜୈବିକ ସାର, କୀଟ ନାଶକ ପ୍ରୟୋଗ କରି ଭିଏତ୍ନାମର...
କରୋନା ସଂକ୍ରମଣ ପ୍ରତିହତ ପାଇଁ ମକ୍ ଡ୍ରିଲ୍
କେନ୍ଦ୍ରାପଡ଼ା ଅଫିସ, ୨୮ା୧୨: ଚାଇନା ସମେତ ଅନ୍ୟ କେତେଗୋଟି ଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ଓ ରାଜ୍ୟ ସରକାର ଚଳଚଞ୍ଚଳ ହୋଇଛନ୍ତି। ସଂକ୍ରମଣକୁ ପ୍ରତିହତ ପାଇଁ ମକ୍ ଡ୍ରିଲ ସହ...
ତଟକ୍ଷୟ: ବିପଦରେ ନାଶୀ-୨, ହାବେଳିଖଟି, ଏକକୁଳା
କେନ୍ଦ୍ରାପଡ଼ା ଅଫିସ, ୨୭ା୧୨:କେନ୍ଦ୍ରାପଡ଼ା ଜିଲାରେ ତଟକ୍ଷୟ ଏବେ ଚିନ୍ତାଜନକ ସ୍ଥିତିରେ ଅଛି। ଜିଲାର ୪୮ କିଲୋମିଟର ତଟ ମଧ୍ୟରୁ ୨୮ କି.ମି. ଅଞ୍ଚଳରେ ସମୁଦ୍ର ମାଡି ଆସୁଛି। ପୂର୍ଣ୍ଣିମା, ଅମାବାସ୍ୟା ତିଥିରେ ସମୁଦ୍ର ଲୁଣା ବନ୍ଧ ଡେଇଁ ଚାଷକୁ କ୍ଷତି...
ଚିନାବାଦାମ ଚାଷୀଙ୍କୁ ବିହନ, କୃଷି ଯନ୍ତ୍ରପାତି ମିଳୁନି
ମହାକାଳପଡ଼ା,୨୭ା୧୨(ଡି.ଏନ.ଏ.):କେନ୍ଦ୍ର ଓ ରାଜ୍ୟ ସରକାର କୃଷି ଓ କୃଷକଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନାରେ ବିପୁଳ ଅର୍ଥ ବ୍ୟୟ କରୁଛନ୍ତି। ହେଲେ କୃଷି ବିଭାଗର ଅନେକ ଯୋଜନା ତୃଣମୂଳ ସ୍ତରରେ ପହଞ୍ଚତ୍ ପାରୁନି ବୋଲି ବହୁ ଚାଷୀ ଅଭିଯୋଗ କରିଛନ୍ତି।...
ଫାଷ୍ଟଫୁଡ୍ ଖାଦ୍ୟରେ ରାସାୟନିକ ଦ୍ରବ୍ୟ
ପଟ୍ଟାମୁଣ୍ଡାଇ, ୨୭ା୧୨(ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ସହରବାସୀଙ୍କ କ୍ଷେତ୍ରରେ ଫାଷ୍ଟଫୁଡ୍ର ଆଦର ବୃଦ୍ଧି ପାଇବାରେ ଲାଗିଛି, ଯାହାକୁ ନେଇ ସହରର ସାହି ଛକଠାରୁ ଆରମ୍ଭ କରି ମୁଖ୍ୟ ଛକରେ ମଧ୍ୟ ମାଳ ମାଳ ଫାଷ୍ଟଫୁଡ୍ ଦୋକାନ ଗଢ଼ିଉଠିଛି। ବିଶେଷକରି କରୋନା ପରେ କଟକଣା କୋହଳ...
ବଡ଼ଦିନ: ଭିତରକନିକାରେ ପର୍ଯ୍ୟଟକଙ୍କ ଭିଡ଼
ରାଜନଗର, ୨୬ା୧୨(ଡି.ଏଡ଼.ଏ.):କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଭିତରକନିକାରେ ବଡଦିନ ଅବସରରେ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳିଛି। ରବିବାର ଗୋଟିଏ ଦିନରେ ୨୮୧୩ ପର୍ଯ୍ୟଟକ ୧୦୮ଟି ବୋଟ୍ରେ ଭିତରକନିକାର ଶୋଭା ଉପଭୋଗ କରିଛନ୍ତି। ପର୍ଯ୍ୟଟକମାନେ ଖୋଳା, ଗୁପ୍ତି, ଜୟନଗର, ଚାନ୍ଦବାଲି ଏଣ୍ଟ୍ରି...
ମାଟି ଉଠାଠାରୁ ପିଚୁ ପର୍ଯ୍ୟନ୍ତ ଦୁର୍ନୀତିର ଗନ୍ଧ
କେନ୍ଦ୍ରାପଡ଼ା ଅଫିସ, ୨୬ା୧୨:କେନ୍ଦ୍ରାପଡ଼ା ସହରର ଟିକିଲି ମଠଠାରୁ ବଳଭଦ୍ରପୁର ଭାୟା ଶ୍ୟାମସୁନ୍ଦରପୁର ରାସ୍ତା ନିର୍ମାଣ ଅବଧି ଡିସେମ୍ବର ୧୦କୁ ଥିଲା। ଏହି ଅବଧି ପ୍ରାୟ ୧୫ ଦିନ ପୂର୍ବେ ସରିଥିବା ବେଳେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା(ପିଏମ୍ଜିଏସ୍ୱାଇ)ର ଏହି ପ୍ରକଳ୍ପ...
ମା’ଙ୍କ ନିକଟରେ ଲାଗିପାରୁନି ଚାଷୀଙ୍କ ଅନୁକୂଳ ଭୋଗ
ମହାକାଳପଡ଼ା, ୨୫ା୧୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ପ୍ରାଚୀନ ପ୍ରସିଦ୍ଧ ଶକ୍ତିପୀଠ ମା’ ଦରିଆ ରାମଚଣ୍ଡୀ ପୀଠ ଅନ୍ୟତମ। ପର୍ଯ୍ୟଟନ ଋତୁ ଆସିଲେ ଦୂରଦୂରାନ୍ତରୁ ମା’ଙ୍କ ନିକଟକୁ ଛୁଟି ଆସନ୍ତି ଅନେକ ଶ୍ରଦ୍ଧାଳୁ। ମନରେ ଭକ୍ତି ଓ ଶ୍ରଦ୍ଧାଭାବ ରଖି ମା’ଙ୍କ ନିକଟରେ...
ନେହେରୁଙ୍କ ଚିକିତ୍ସା କରିଥିବା ଡାକ୍ତରଙ୍କ ପରଲୋକ
କେନ୍ଦ୍ରାପଡ଼ା ଅଫିସ, ୨୪ା୧୨: କେନ୍ଦ୍ରାପଡ଼ା ସହର ବଳଗଣ୍ଡି ଗାଁର ଶତାୟୁ ଡାକ୍ତର ଗୋବିନ୍ଦ ଚନ୍ଦ୍ର ଦାସଙ୍କ ବାର୍ଦ୍ଧକ୍ୟ ଜନିତ କାରଣରୁ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ବୟସ ହୋଇଥିଲା। ସେ କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କେଶପୁର...
Archives


