କେନ୍ଦ୍ରାପଡ଼ା

ରଜରେ ପୂଜା ପାଆନ୍ତି ମୁଣ୍ଡ ନ ଥିବା ଗୋପୀନାଥ

କେନ୍ଦ୍ରାପଡ଼ା,୧୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରର ତଳବାରଙ୍ଗସ୍ଥିତ ମୁଣ୍ଡକଟା ଗୋପୀନାଥଙ୍କ ୩ ଦିନିଆ ମହୋତ୍ସବ ବୁଧବାରଠାରୁ ଆରମ୍ଭ ହୋଇଛି। ଭଜନ କୀର୍ତ୍ତନ ସହ ପୂଜା ଆରାଧନାରେ ପୀଠରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଏଠାକାର ବିଶେଷତ୍ୱ ହେଉଛି, ମୁଣ୍ଡ ନ ଥିବା…

ଗଜା ମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା, ୧୫।୬(ଜଗନ୍ନାଥ ଧଳ) ବୁଧବାର ରଜପର୍ବ ଆରମ୍ଭ ହୋଇଛି। ଓଡ଼ିଶାକୁ ମୌସୁମୀ ପ୍ରବାହ ବିଳମ୍ବ ଯୋଗୁ କେନ୍ଦ୍ରାପଡ଼ା ଜିଲାର ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା ହୋଇନାହିଁ ା ଆଗାମୀ ଦିନରେ ଲଗାତର ଭାବେ ବର୍ଷା ନ ହେଲେ ଖରିଫ ଚାଷ…

ନାବାଳକଙ୍କୁ ଟାଣିନେଲା କୁମ୍ଭୀର, କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ପଟ୍ଟାମୁଣ୍ଡାଇ,୧୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କୁ କୁମ୍ଭୀର ଟାଣିନେବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ନାବାଳକ ହେଉଛନ୍ତି ଅଶୋକ ଅଚାର୍ଯ୍ୟଙ୍କ ଏକମାତ୍ର ପୁଅ ଆଶୁତୋଷ (୧୦)।…

ଅର୍ଥକରୀ ଫସଲ ଆଖୁଚାଷ ତଳମୁହାଁ

କେନ୍ଦ୍ରାପଡ଼ା ଅଫିସ,୧୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ୭୦ ପ୍ରତିଶତ ଅର୍ଥନୀତି କୃଷି ଉପରେ ନିର୍ଭରଶୀଳ। ତେବେ ଅର୍ଥକରୀ ଫସଲ ଉତ୍ପାଦନ ପାଇଁ ବିଭିନ୍ନ ସମସ୍ୟାର ସମାଧାନ ଦୀର୍ଘଦିନ ଧରି ହେଉନାହିଁ। ପ୍ରାୟ ୧୫ ହଜାର ହେକ୍ଟର ଅଞ୍ଚଳରେ ହେଉଥିବା ଆଖୁଚାଷ ଚଳିତବର୍ଷ…

ନୂଆହାଟ ପାଟ ଚାଷୀଙ୍କ ଦୁଃଖ ପାଲଟିଛି

ଡେରାବିଶ, ୧୪ା୬ (ବେବର୍ତ୍ତା ଅଜୟ ଦାସ): ଡେରାବିଶ ତହସିଲ ଅଧୀନ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତର ନୂଆହାଟ ପାଟ ଚାଷୀଙ୍କ ପାଇଁ ଦୁଃଖ ପାଲଟିଛି। ଏହି ପାଟରେ ଥିବା ଚାଷଜମିରେ ବର୍ଷବର୍ଷ ଧରି ଫସଲ ନ ହେବା ଚାଷୀଙ୍କ ଦୁଃଖକୁ ଦ୍ୱିଗୁଣିତ କରିଛି। ଖରିଫ୍‌…

ସାନ ଭାଇର କଟୁରୀ ଚୋଟରେ ବଡ ଭାଇଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ,୧୩।୬(ଡି.ଏନ୍‌.ଏ.): ସାନ ଭାଇର କଟୁରୀ ଚୋଟରେ ବଡ ଭାଇଙ୍କ ମୃତ୍ୟୁ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଷଣ୍ଢପଲ୍ଲୀ ଗ୍ରାମରେ । ମୃତକ ହେଲେ ଅନୁପମ ବେହେରା (୪୧ ) । ପାରିବାରିକ ସମସ୍ୟା ନେଇ…

କେନାଲ ବନ୍ଧକୁ ଜବରଦଖଲ କରି ଘର ନିର୍ମାଣ

ପଟ୍ଟାମୁଣ୍ଡାଇ, ୧୩ା୬(ସ୍ବ.ପ୍ର.): ବ୍ରିଟିଶ ଅମଳରୁ ଖୋଳାଯାଇଥିବା ପଟ୍ଟାମୁଣ୍ଡାଇ କେନାଲ ଓ ପଟ୍ଟାମୁଣ୍ଡାଇ ଗୋବରୀ ସମ୍ପ୍ରସାରିତ କେନାଲକୁ ରାଜ୍ୟ ସରକାର ୨୦୧୬ରେ ୧୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ଉଭୟପାର୍ଶ୍ୱ ପୋତେଇ କରିବା ସହ କେନାଲ ଓସାରକୁ କମ୍‌ କରି ସହଜରେ ଚାଷଜମିକୁ…

ଗାଁ ଦାଣ୍ଡରେ ଗଡୁନି ଶଗଡ଼, କ୍ଷେତକୁ ଯାଉନି ହଳ

ପଟ୍ଟାମୁଣ୍ଡାଇ, ୧୨ା୬(ସ୍ବ.ପ୍ର.): ବର୍ତ୍ତମାନ ବିଜ୍ଞାନ ଯୁଗରେ ବାସ କରୁଛି ମଣିଷ। ପୁରଠୁ ପଲ୍ଲୀ ସବୁଠି ଆଧୁନିକତାର ଛାପ। ଦିନ ଥିଲା ଶଗଡ଼ ଗାଡ଼ି ଯାତ୍ରୀ ପରିବହନଠାରୁ ଆରମ୍ଭ କରି ମାଲ ପରିବହନ ପାଇଁ ଏକମାତ୍ର ମାଧ୍ୟମ ଥିଲା। ଅଧିକାଂଶ ଘରେ ବଳଦ,…

ଅଭିଯୋଗ ବଢ଼ୁଛି, ଶୁଣିବାକୁ ଅଧିକାରୀ ନାହାନ୍ତି

କେନ୍ଦ୍ରାପଡ଼ା ଅଫିସ,୧୨ା୬: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ନରସିଂହପୁର ପଞ୍ଚାୟତରେ ପ୍ରକଳ୍ପ ନ ଥାଇ ବିଲ୍‌ ହେଉଛି। ଏପରି ଅଭିଯୋଗ ପୂର୍ବତନ ସମିତିସଭ୍ୟ ଓ ୱାର୍ଡ ସଭ୍ୟ ପ୍ରମୁଖ ଜିଲାପାଳଙ୍କ ନଜରକୁ ଆଣିଥିଲେ। ଆଳି ବ୍ଲକ ଅଞ୍ଚଳର ୫ଟି ପ୍ରକଳ୍ପରେ ଅନିୟମିତତା…

ବସ୍ତାନି ବଦଳରେ ହାତରେ ଥାଳ

ମହାକାଳପଡ଼ା,୧୧।୬ (ଡି.ଏନ.ଏ.): ଦାରିଦ୍ର୍ୟ ଜୀବନକୁ ବାଟବଣା କରେ। ପେଟ ଚାଖଣ୍ଡକ ପାଇଁ ଥାଳ ଧରି ଡହଡହ ଟାଣ ଖରାରେ ବାରଦୁଆର ବୁଲି ଭାତ ମୁଠେ ପାଇଁ ସଂଗ୍ରାମ କରୁଥିବା କୁନି ପିଲାଟିର ମୁହଁରୁ ସ୍ପଷ୍ଟ ବାରି ହୋଇପଡ଼ୁଥାଏ କ୍ଷୁଧା। ସମୟ ପାଖାପାଖି…

୮୦ ମିଟର ରାସ୍ତାରେ ଖର୍ଚ୍ଚ ହୋଇଛି ୧୦ ଲକ୍ଷ

ପଟ୍ଟାମୁଣ୍ଡାଇ,୧୦ା୬(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନଂ. ୧୯ଠାରେ ୧୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କଟକ-ଚାନ୍ଦବାଲି ମେନ୍‌ ରୋଡଠାରୁ ଅଜୟ ତରାଇ ଘର ପର୍ଯ୍ୟନ୍ତ ୮୦ ମିଟର ଫେବର ଇଟାରେ ରାସ୍ତା କାର୍ଯ୍ୟ ହୋଇଥିଲା। ମାତ୍ର କାମ ହେବାର…

ବାଂଲାଦେଶୀ ଅନୁପ୍ରବେଶକାରୀ ଭର୍ତ୍ତି ହୋଇଛନ୍ତି

କେନ୍ଦ୍ରାପଡ଼ା ଅଫିସ,୯ା୬: ଲାଇସେନ୍ସପ୍ରାପ୍ତ ଠିକାଦାରଙ୍କ ମାଧ୍ୟମରେ ପ୍ରାୟ ୩୦ ହଜାର ଶ୍ରମିକ ଅନ୍ୟ ରାଜ୍ୟରୁ ଆସି ଓଡ଼ିଶାରେ କାର୍ଯ୍ୟ କରୁଛନ୍ତି। ଏମାନଙ୍କ ମଧ୍ୟରୁ ମାତ୍ର ୨୩ ଜଣ ଓଡ଼ିଶାର ଅଛନ୍ତି। ଶ୍ରମ ବିଭାଗର ଏହି ତଥ୍ୟ କେନ୍ଦ୍ରାପଡ଼ା ଜିଲା ବାହାର ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?